Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଚାରପତିଙ୍କ ବାସଭବନରୁ ଟଙ୍କା ଜବତ ମାମଲାରେ ରାୟ ସଂରକ୍ଷିତ

ବିଚାରପତିଙ୍କ ବାସଭବନରୁ ଟଙ୍କା ଜବତ ମାମଲାରେ ରାୟ ସଂରକ୍ଷିତ

2026-01-09 12:10:32
14729
Share:
Facebook
Twitter
E-Mail
WhatsApp
Telegram
ବିଚାରପତିଙ୍କ ବାସଭବନରୁ ଟଙ୍କା ଜବତ ମାମଲାରେ ରାୟ ସଂରକ୍ଷିତ


ନୂଆଦିଲ୍ଲୀ: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କ ଦିଲ୍ଲୀସ୍ଥିତ ସରକାରୀ ବାସଭବନରୁ ନଗଦ ଟଙ୍କା ଜବତକୁ ନେଇ ଆଗତ ଏକ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇଥିବାବେଳେ ରାୟକୁ ସଂରକ୍ଷିତ ରଖାଯାଇଛି। ଜଷ୍ଟିସ ଦୀପଙ୍କର ଦତ୍ତ ଓ ଜଷ୍ଟିସ ଏସ.ସି.ବର୍ମାଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ ଖଣ୍ଡପୀଠ ଉଭୟପକ୍ଷର ଯୁକ୍ତି ଶୁଣିବା ପରେ ରାୟକୁ ସଂରକ୍ଷିତ ରଖିଛନ୍ତି। ସୂଚନାଯୋଗ୍ୟ ଏହି ମାମଲାର ତଦନ୍ତ କରିବାକୁ ଯେଉଁ ସଂସଦୀୟ କମିଟି ଗଠନ କରାଯାଇଛି, ତାହାର ପ୍ରତିବାଦରେ ଜଷ୍ଟିସ ବର୍ମା ସୁପ୍ରିମକୋର୍ଟରେ ପିଟିସନ ଦାଏର କରିଥିଲେ। ଜଷ୍ଟିସ ବର୍ମାଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ଯୁକ୍ତି ଦର୍ଶାଇଥିଲେ ଯେ ‘ବିଚାରପତି (ତଦନ୍ତ) ଆଇନ ୧୯୬୮’ ଅନୁଯାୟୀ ଏଭଳି ସଂସଦୀୟ କମିଟି ଗଠନ କରିବାର କ୍ଷମତା କେବଳ ଲୋକସଭା ବାଚସ୍ପତି ଏବଂ ରାଜ୍ୟସଭା ଅଧ୍ୟକ୍ଷଙ୍କର ରହିଛି।

କୌଣସି କାର୍ୟ୍ୟରତ ବିଚାରପତିଙ୍କୁ ବହିଷ୍କାର ସଂକ୍ରାନ୍ତ ପ୍ରସ୍ତାବକୁ ଗୃହରେ ଆଗତ କରିବାର କ୍ଷମତା ଏହି ଦୁଇଜଣଙ୍କ ନିକଟରେ ରହିଛି। ତେବେ ସରକାରଙ୍କ ପକ୍ଷରୁ ମାମଲା ଲଢୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଦର୍ଶାଇଥିଲେ ଯେ ଯଦି ଏଭଳି କୌଣସି ପ୍ରସ୍ତାବ ଉଭୟ ଗୃହରେ ଆଗତ ହୋଇସାରିଥାଏ, ତେବେ ବାଚସ୍ପତି ଓ ରାଜ୍ୟସଭା ଅଧ୍ୟକ୍ଷ ଯୁଗ୍ମଭାବେ ତଦନ୍ତ କମିଟି ଗଠନ କରିପାରିବେ। ଜଷ୍ଟିସ ବର୍ମାଙ୍କ ବହିଷ୍କାର ନିମନ୍ତେ ସର୍ବଦଳୀୟ ପ୍ରସ୍ତାବ ଲୋକସଭାରେ ଗୃହୀତ ହେବାପରେ ଗତବର୍ଷ ଅଗଷ୍ଟ ୧୨ରେ ବାଚସ୍ପତି ଓମ୍‌ ବିର୍ଲା ତିନିଜଣିଆ ତଦନ୍ତ କମିଟି ଗଠନ କରିଥିଲେ। ଏଥିରେ ସୁପ୍ରିମକୋର୍ଟ ବିଚାରପତି ଅରବିନ୍ଦ କୁମାର, ମାଡ୍ରାସ ହାଇକୋର୍ଟ ବିଚାରପତି ମନୀନ୍ଦ୍ର ମୋହନ ଶ୍ରୀବାସ୍ତବ ଏବଂ ବରିଷ୍ଠ ଆଇନଜୀବୀ ବି.ଭି.ଆଚାର୍ୟ୍ୟଙ୍କୁ ସାମିଲ କରାଯାଇଛି।
ସୂଚନାଯୋଗ୍ୟ ଗତବର୍ଷ ମାର୍ଚ୍ଚରେ ଜଷ୍ଟିସ ବର୍ମାଙ୍କ ଦିଲ୍ଲୀସ୍ଥିତ ବାସଭବନରୁ ଅଧାପୋଡା ଟଙ୍କା ଜବତ ହୋଇଥିଲା। ଏହାକୁ ନେଇ ଚର୍ଚ୍ଚା ହେବାରୁ ସୁପ୍ରିମକୋର୍ଟର ତତ୍କାଳୀନ ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା ଏକ ତିନିଜଣିଆ ଆଭ୍ୟନ୍ତରୀଣ କମିଟି ଗଠନ କରିଥିଲେ। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ସିଲା ନାଗୁ, ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଜି.ଏସ.ସାନ୍ଧୱାଲିଆ ଏବଂ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଅନୁ ଶିବରମଣଙ୍କୁ ନେଇ ଗଠିତ ଏହି କମିଟି ତାଙ୍କ ରିପୋର୍ଟରେ ଜଷ୍ଟିସ ବର୍ମାଙ୍କୁ ଦୋଷୀସାବ୍ୟସ୍ତ କରିଥିଲେ।

Powered by Froala Editor

Tags Supreme court

Related articles Odisha News Lens 4.1

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14243
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14863
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14482
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13429
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14582
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15541
    Aug 15, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14823
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14870
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14505
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14482
    Aug 15, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13429
    Aug 16, 2026
  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15541
    Aug 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13429
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14801
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14576
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14412
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15991
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14870
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14582
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14863
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In