ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସୋମବାର ବନ୍ଦ
ଭୁବନେଶ୍ବର : ଆସନ୍ତା ୧୨ ତାରିଖ ଅର୍ଥାତ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ତେବେ ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କୁହାଯାଇଛି କି, ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ସମ୍ପର୍କରେ ସମ୍ବାଦପତ୍ର ଏବଂ ଅନ୍ୟ ଗଣମାଧ୍ୟମ ଜରିଆରେ ଦିଆଯିବ ।
Powered by Froala Editor