ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ଏଥିନିମନ୍ତେ ୩୬୨୩ କୋଟି ଟଙ୍କା ଖର୍ଚ୍ଚ ହେବ।
Powered by Froala Editor