Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପରଲୋକରେ ପ୍ରସିଦ୍ଧ ଗାୟକ ପ୍ରଶାନ୍ତ ତମାଙ୍ଗ

ପରଲୋକରେ ପ୍ରସିଦ୍ଧ ଗାୟକ ପ୍ରଶାନ୍ତ ତମାଙ୍ଗ

2026-01-12 12:48:25
15738
Share:
Facebook
Twitter
E-Mail
WhatsApp
Telegram
ପରଲୋକରେ ପ୍ରସିଦ୍ଧ ଗାୟକ ପ୍ରଶାନ୍ତ ତମାଙ୍ଗ

ନୂଆଦିଲ୍ଲୀ: ୨୦୦୭ରେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ-୩’ର ବିଜେତା ହୋଇ ଲକ୍ଷ ଲକ୍ଷ ଲୋକଙ୍କ ହୃଦୟ ଜିଣିଥିବା ପ୍ରସିଦ୍ଧ ଗାୟକ ପ୍ରଶାନ୍ତ ତମାଙ୍ଗ ଆଉ ନାହାନ୍ତି । ରବିବାର ନୂଆଦିଲ୍ଲୀର ଜନକପୁରୀସ୍ଥିତ ବାସଭବନରେ ତାଙ୍କର ଅକାଳ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା । ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ନିକଟରେ ପ୍ରଶାନ୍ତ ଅରୁଣାଚଳ ପ୍ରଦେଶରେ ଏକ ସଙ୍ଗୀତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ରାଜଧାନୀକୁ ଫେରିଥିଲେ । ସେ କୌଣସି ବଡ଼ ରୋଗରେ ପୀଡ଼ିତ ନ ଥିଲେ । ତାଙ୍କର ପତ୍ନୀ ଓ ଝିଅ ଅଛନ୍ତି । ପ୍ରଶାନ୍ତ କୋଲକାତା ପୁଲିସରେ ଜଣେ କନଷ୍ଟେବଳ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିଲେ । ପରେ ସଙ୍ଗୀତ ଦୁନିଆରେ ଚମତ୍କାର ପ୍ରଦର୍ଶନ କରି ସମଗ୍ର ଦକ୍ଷିଣ ଏସିଆରେ ନାଁ କମାଇଥିଲେ । ତାଙ୍କ ଜୀବନ ଯାତ୍ରା ଅନେକଙ୍କ ପାଇଁ ପ୍ରେରଣା ସାଜିଥିଲା ।

Powered by Froala Editor

Tags Prashant tamang

Related articles Odisha News Lens 4.1

  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13741
    Feb 05, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15804
    Feb 04, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14263
    Feb 06, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    15042
    Feb 04, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15245
    Feb 06, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14857
    Feb 05, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14005
    Feb 05, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13523
    Feb 06, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15878
    Feb 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14857
    Feb 05, 2026
  • ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    15042
    Feb 04, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15878
    Feb 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17397
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15245
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15804
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14191
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14407
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14553
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16055
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15743
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15245
    Feb 06, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15878
    Feb 04, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15804
    Feb 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In