Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ରାଜନୀତି
Home ›› ରାଜନୀତି ››ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗା ଚଲାଇଲେ ସୁରେଶ କୁମାର ରାଉତରାୟ

ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗା ଚଲାଇଲେ ସୁରେଶ କୁମାର ରାଉତରାୟ

2021-07-23 18:24:34
14775
Share:
Facebook
Twitter
E-Mail
WhatsApp
Telegram
ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗା ଚଲାଇଲେ ସୁରେଶ କୁମାର ରାଉତରାୟ

ଭୁବନେଶ୍ୱର : ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ପ୍ରଦେଶ ଛାତ୍ର କଂଗ୍ରେସ ଓ ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ପକ୍ଷରୁ ବର୍ଷା ଦିନରେ ଭୁବନେଶ୍ୱର ଦୟନୀୟ ପରିସ୍ଥିତି ପ୍ରସଙ୍ଗରେ ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗ ଚଲାଯାଇଥିଲା । ମୁଖ୍ୟତଃ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଏକ ବଡ଼ ଡଙ୍ଗାକୁ ମାଷ୍ଟର କ୍ୟାଂଟିନ ଛକରେ ରଖି ସେହି ଡଙ୍ଗା ଉପରେ ରହି ବର୍ଷାଦିନେ ଭୁବନେଶ୍ୱରର ବିଭିନ୍ନ ଅଂଚଳର ଦୁରାବସ୍ଥା ସମ୍ପର୍କରେ ବର୍ଣ୍ଣନା କରିବା ସହ ଯାତାୟତ ପାଇଁ ରାଜ୍ୟ ସରକାର ଭୁବନେଶ୍ୱରରେ ଏକ “ମୋ ଡଙ୍ଗା ଯୋଜନା” କରନ୍ତୁ ବୋଲି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇଥିଲେ । ଶ୍ରୀ ରାଉତରାୟ କହିଲେ ଯେ ନବୀନ ସରକାରର ୨୧ ବର୍ଷରେ ଭୁବନେଶ୍ୱର ରାସ୍ତାଘାଟ ଅତି ଶୋଚନୀୟ ହୋଇପଡ଼ିଛି । ମାଲକାନଗିରିର ରାସ୍ତା ଠାରୁ ଭୁବନେଶ୍ୱରର ରାସ୍ତା ଖରାପ । ବିଭିନ୍ନ ଯୋଜନାରେ ଭୁବନେଶ୍ୱରର ଗଳି ରାସ୍ତା ଏବଂ ମୁଖ୍ୟ ରାସ୍ତା ସଜାଡ଼ିବା ପାଇଁ କୋଟି କୋଟି ଅର୍ଥ ବ୍ୟୟ ହୋଇଥିଲେ ବି ବିଜେଡ଼ି ସରକାରର ବାଟବାରଣା ନୀତି ପାଇଁ ରାସ୍ତା ଘାଟ ଅବସ୍ଥାର ପରିବର୍ତନ ହେଉନାହିଁ । ମୁଖ୍ୟତଃ ବେଙ୍ଗ ମୁତିଲେ ଭୁବନେଶ୍ୱରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି । ଜଳନିଷ୍କାସନର ବ୍ୟବସ୍ଥା ନାହିଁ । ପ୍ରାକୃତିକ ଜଳାଧାର ସବୁ ବନ୍ଦ କରି ଅଟ୍ଟାଳିକା ହେବାଦ୍ୱାରା ରାସ୍ତାଘାଟରେ ପାଣି ଜମି ରହୁଛି । ପ୍ରତିବର୍ଷ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ମାତ୍ର ସରକାର ସ୍ଥାୟୀ ପ୍ରତିକାର କରୁନାହାଁନ୍ତି । ଲୋକଙ୍କ ଘରେ ମଧ୍ୟ ପାଣିପସୁଛି । ବିଶେଷ କରି ଇସ୍କନ ମନ୍ଦିର ପାଖ, ନୂଆପଲ୍ଲି, ବମିଖାଲ, ଜନପଥ, ବାପୁଜୀ ନଗର, ଏରୋଡ୍ରମ ଏରିଆ, ବିଜେପି ନଗର, ଡୁମୁଡୁମା ପ୍ରଭୃତି ଅଂଚଳରେ ବର୍ଷାଜନିତ  ପରିସ୍ଥିତି  ଅତି ଦୟନୀୟ । ଲୋକେ ଘରୁ ପଦାକୁ ବାହାରିପାରୁ ନାହାଁନ୍ତି । ଏବଂ ପଦାରୁ ଘରକୁ ଆସି ପାରୁନାହାଁନ୍ତି । ଏଣୁ ଯିବାଆସିବା ପାଇଁ ସରକାର ସମୁଦାୟ ୬୭ଟି ୱାର୍ଡ ନିମନ୍ତେ ଡଙ୍ଗା ବ୍ୟବସ୍ଥା କରନ୍ତୁ  ବୋଲି ଜଟଣୀ ବିଧାୟକ ଶ୍ରୀ ରାଉତରାୟ ପ୍ରସ୍ତାବ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ,  ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶ, ସୁବ୍ରତ ମହାପାତ୍ର,ଦୀପକ କୁମାର ମହାପାତ୍ର, ଲିଙ୍ଗରାଜ ସାହୁ,  ଆତ୍ମାରାମ ପତି,  ସଂକୁନା କହଁର, ଜୟକୃଷ୍ଣ ମଲ୍ଲିଆ, କୁନା ମୁଦୁଲି, ଜୟକୃଷ୍ଣ ସୁବୁଦ୍ଧି, ମୋହନ ଜେନା, ମିହିର ଆଚାର୍ଯ୍ୟ, ସ୍ୱାଗତ କର,  ରଞ୍ଜିତ ପାତ୍ର, ଅଶୋକ ଦାସ, ସୌମେନ୍ଦ୍ର ମହାନ୍ତି, ଶ୍ରୀଧର ବଳିଆରସିଂ, ବ୍ରହ୍ମାନନ୍ଦ ସାହୁ, ଅନୱର ଖାନ, କୁସୁମ ପ୍ରଧାନ, ସାଗର ପଟ୍ଟନାୟକ, କାର୍ତିକ କାଣ୍ଡି ଏହମ୍ମଦ ଖାନ, ରଣଜିତ ସେନାପତି,  ଅବିିନାଶ ନନ୍ଦ, ନିଳମଣି ମିଶ୍ର, ଏମଡି ଶାହାଦୁଲ୍ଲା, କୁଳମଣି ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Powered by Froala Editor

Tags Inc congress, Congress , Suresh Routray , Sura Bhai

Related articles Odisha News Lens 4.1

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15303
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13419
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14564
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13526
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13716
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13878
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13882
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15750
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15679
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15303
    Oct 11, 2026
  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13882
    Oct 11, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13716
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18236
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14508
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14614
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15620
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14294
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16030
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15797
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15027
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14026
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13419
    Oct 11, 2026
  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14564
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14081
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In