Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

ରାଜ୍ୟ
Home ›› ରାଜ୍ୟ ›› ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମକର ବେଶ

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମକର ବେଶ

2026-01-14 04:25:44
15419
Share:
Facebook
Twitter
E-Mail
WhatsApp
Telegram
 ମକର ସଂକ୍ରାନ୍ତି:  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମକର ବେଶ

ଭୁବନେଶ୍ଵର: ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ଅର୍ଥାତ୍‌ ଏକ ରାଶିରୁ ଅନ୍ୟ ରାଶିକୁ ଚଳନ/ଗମନ କରିବାର ଦିନ। ମକର ସଂକ୍ରାନ୍ତି ସେହିପରି ଏକ ଦିନ ଯେଉଁଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଗମନ କରିଥାନ୍ତି । ଏହାକୁ ଦିବାକରଙ୍କର ଉତ୍ତରାୟଣ ଗତି କହନ୍ତି । ପ୍ରତିଟି ସଂକ୍ରାନ୍ତି ଦିନ ସୂର୍ଯ୍ୟ ଗୋଟିଏ ଗୋଟିଏ ରାଶିକୁ ଚଳନ କରି ଏକ ମାସ ଅବସ୍ଥାନ କରନ୍ତି। ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟ ମକର ରାଶିରେ ଅବସ୍ଥାନ କରନ୍ତି । ଓଡ଼ିଆରେ ପ୍ରବାଦ ଅଛି “ମକରରୁ ଦିନ ବକର ହୁଏ”। ଅର୍ଥାତ୍‌ ଦିନ ଧୀରେ ଧୀରେ ବଡ଼ ହୁଏ ଏବଂ ଦିବାକରଙ୍କ ତେଜ ପ୍ରଖର ହୁଏ । ଉତ୍ତରାୟଣ ପର ଷଡ଼ ମାସ ସମସ୍ତ ସାମାଜିକ କାର୍ଯ୍ୟ ଯେପରି ବିବାହ, ବ୍ରତୋପନୟନ, ଯଜ୍ଞଅନୁଷ୍ଠାନ, ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ କର୍ମ ଶୁଭମୟ ହୋଇଥାଏ ।

ଏହି ଦିନ ଶ୍ରୀମନ୍ଦିର ପରିବେଶ ଅତ୍ୟନ୍ତ ଆମୋଦପୂର୍ଣ୍ଣ ଏବଂ କୋଳାହଳମୟ ହୋଇଉଠେ । ସକାଳୁ ପ୍ରଭୁଙ୍କର ମଙ୍ଗଳ ଆଳତି ଏବଂ ଅବକାଶ ନୀତି ବଢିବା ପରେ ଶ୍ରୀଜୀଉମାନଙ୍କର ପଟା ପହରଣ ଅର୍ଥାତ୍‌ ପତଳା ସୂତା ଜାଲି କନା ଲାଗି କରାଯାଏ । ପରେ ପରେ ଗୋପାଳବଲ୍ଲଭ ଓ ସକାଳଧୂପ ବଢିବା ପରେ, ମଇଲମ, ମହାସ୍ନାନ, ସର୍ବାଙ୍ଗଲାଗି ନୂତନ ବସ୍ତ୍ର ଏବଂ ମାଳଚୂଳ ଲାଗି ହେବା ପରେ ଚତୁର୍ଦ୍ଧାମୂର୍ତ୍ତି ଅଳଙ୍କାର ଲାଗିହୋଇ ମକର ବେଶ ବଢିଥାଏ । ରୋଷଘରେ ମକର ଚାଉଳ ପ୍ରସ୍ତୁତ ନିମନ୍ତେ ନଢ଼ିଆ, ଘିଅ, ଶାକର, ଗୁଡ଼, ମସଲା, ଖିର ସର, ଲବଣି ବସୁମତୀ ଚାଉଳ ଇତ୍ୟାଦି ସୁଆର ସେବକମାନଙ୍କ ପାଖକୁ ଆସିଥାଏ । ମହାଭୋଇ ସେବକ ଗୋ ଦୁଗ୍ଧ ଜାତ ସମସ୍ତ ପଦାର୍ଥ ନୂତନ ଆଟିକାରେ ପୁଷ୍ପ ମାଲ୍ୟ ସହିତ ନିଜ ଘର ଠାରୁ ଘଣ୍ଟ, ଛତ୍ରୀ, କାହାଳୀ ପଟୁଆର ନେଇ ଥରେ ଦେଉଳ ପରିକ୍ରମା କରି ଜୟ ବିଜୟ ଦ୍ୱାରରେ ମହାସୁଆରଙ୍କ ଜିମା ଦେଇଥାନ୍ତି। ମକର ଚାଉଳ ପ୍ରସ୍ତୁତ ହେବା ପରେ ପତ୍ରିବଡୁ/ପନ୍ତିବଡୁ ସେବକମାନେ ମୁଖକୁ କପଡା ଆବୃତ କରି ଘଣ୍ଟ, ଛତା, କାହାଳୀ, ପଟୁଆରରେ ତଳିଛୁ ସେବକ ଓ ପରିଛା ପ୍ରତିନିଧିଙ୍କ ସହିତ ମୁଖ୍ୟ ମନ୍ଦିରକୁ ତିନି ଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢିଥାନ୍ତି । ତତ୍ପରେ ମୁଦିରସ୍ତ ସେବକ ପ୍ରସାଦ ଲାଗି କରିବା ପରେ, ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚ ଉପଚାର ଵିଧିରେ ମଣୋହି କରନ୍ତି । ଏହି ଦିନ ବେଢା ପରିକ୍ରମା ସହିତ ଶ୍ରୀଜୀଉଙ୍କ ଦର୍ଶନ ଏବଂ ମକର ଚାଉଳ ପ୍ରସାଦ ସେବନ କଲେ ରାଜସୂୟ ଯଜ୍ଞର ଫଳ ପ୍ରାପ୍ତି ସହିତ ମହାପୁଣ୍ୟ ହୋଇଥାଏ । ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ମକର ଯାତର ସ୍ୱତନ୍ତ୍ର ମାହାତ୍ମ୍ୟ ରହିଛି

Powered by Froala Editor

Tags Makar sankranti

Related articles Odisha News Lens 4.1

  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14357
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15575
    Aug 14, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14737
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13295
    Aug 16, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13798
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15415
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14381
    Aug 14, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14449
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14111
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15415
    Aug 15, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14001
    Aug 15, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14111
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13295
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14761
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14560
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14398
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15977
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14362
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15266
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14638
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13295
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15415
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14449
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In