ମୁଖ୍ୟମନ୍ତ୍ରୀ ପକାଇଲେ ମକର ବୁଡ
କେନ୍ଦୁଝର : ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ୟ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ୟ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ମକର ସଂକ୍ରାନ୍ତି ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦୁଝର ଜିଲା ପାଟଣା ରାଜନଗରରେ ମକର ବୁଡ଼ ପକାଇଛନ୍ତି। ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ବୁଡ଼ ପକାଇଛନ୍ତି।
Powered by Froala Editor