Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ...

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ...

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

2026-01-14 17:42:17
17132
Share:
Facebook
Twitter
E-Mail
WhatsApp
Telegram
ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

ୟଶଙ୍କ ଅଭିନୀତ ଫିଲ୍ମ 'ଟକ୍ସିକ'ର ଟିଜର ରିଲିଜ ହୋଇଯାଇଛି। ଯାହା ପରେ ଫିଲ୍ମକୁ ନେଇ ବଢିବାରେ ଲାଗିଛି ଅଡୁଆ । ଫିଲ୍ମର ଟିଜରରେ ଦେଖାଯାଇଥିବା ଏକ ଅନ୍ତରଙ୍ଗ କାର ସିନ୍ ସୋସିଆଲ ମିଡିଆ ସହିତ ରାଜନୈତିକ ଏବଂ ଆଇନଗତ ମହଲରେ ମଧ୍ୟ ବିତର୍କ ଆରମ୍ଭ କରିଛି। ଏହି ସିନ୍‌ରେ ଯଶଙ୍କ ସହିତ ଦେଖାଯାଇଥିବା ଜଣେ ବିଦେଶୀ ଅଭିନେତ୍ରୀଙ୍କ ପରିଚୟ ପ୍ରକାଶ ପାଇବା ପରେ ମାମଲା ଆହୁରି ଉଗ୍ର ରୂପ ନେଇଛି।

ଏହି ସିନ୍ ପାଇଁ ବିବାଦ ସୃଷ୍ଟି ହୋଇଥିବା ବେଳେ ଆମ ଆଦମୀ ପାର୍ଟି ଏବଂ କର୍ଣ୍ଣାଟକ ରାଜ୍ୟ ମହିଳା କମିଶନ ଟିଜର ବିରୋଧରେ ଅଭିଯୋଗ ଦାଖଲ କରିଛନ୍ତି । କୁହାଯାଉଛି ଯେ ବିବାଦ ମଧ୍ୟରେ ଅଭିନେତ୍ରୀ ତାଙ୍କର ଇନଷ୍ଟାଗ୍ରାମ ଆକାଉଣ୍ଟକୁ ଡିଲିଟ୍ କରିଦେଇଛନ୍ତି ।

ଜାନୁଆରୀ ୮ରେ ଟକ୍ସିକର ଆକ୍ସନ୍ ଟିଜର ରିଲିଜ୍ ହୋଇଥିଲା । ଏଥିରେ ଏକ କବରସ୍ଥାନ ନିକଟରେ ଏକ କାରରେ ୟଶ ଏବଂ ବିଟ୍ରିଜ୍ ତୌଫେନବାଚଙ୍କ ମଧ୍ୟରେ ଏକ ରୋମାଣ୍ଟିକ୍ ସିନ୍ ପ୍ରଦର୍ଶିତ ହୋଇଥିଲା । ଟିଜରଟି ୟଶଙ୍କ ପ୍ରଶଂସକଙ୍କଠାରୁ ବ୍ୟାପକ ପ୍ରେମ ପାଇଥିଲା, କିନ୍ତୁ ରୋମାଣ୍ଟିକ୍ ସିନ୍ ବିବାଦ ସୃଷ୍ଟି କରିଥିଲା । ହେଲେ ତାଙ୍କ ଚରିତ୍ର ଯୋଗୁଁ ଲୋକମାନେ ନତାଲି ବର୍ନଙ୍କୁ ବିଟ୍ରିଜ୍ ତୌଫେନବାଚ୍ ବୋଲି ଭୁଲ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ ।

ତେବେ ଏହି ରୋମାଣ୍ଟିକ ସିନ୍ ବିବାଦ ସୃଷ୍ଟି କରିଥିବାରୁ, ବିଟ୍ରିଜ୍ ତୌଫେନବାଚ୍ଙ୍କ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟ ଆଉ ଉପଲବ୍ଧ ନାହିଁ ।

Powered by Froala Editor

Tags toxic

Related articles Odisha News Lens 4.1

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13671
    Nov 08, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13891
    Nov 09, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13593
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14442
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15478
    Nov 08, 2026
  •  ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14885
    Nov 09, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15723
    Nov 08, 2026
  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13682
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15258
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15478
    Nov 08, 2026
  • ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14442
    Nov 08, 2026
  • ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15723
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17263
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17966
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17910
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18332
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13891
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15258
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14263
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14346
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14949
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15559
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14150
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14160
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14441
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15723
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15258
    Nov 08, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15478
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In