Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ବିଶେଷ
Home ›› ବିଶେଷ ››ଚିକେନ୍ ସହ ଆଳୁ ଖାଉଥିଲେ ସାବଧାନ

ଚିକେନ୍ ସହ ଆଳୁ ଖାଉଥିଲେ ସାବଧାନ

2021-07-24 03:01:57
13544
Share:
Facebook
Twitter
E-Mail
WhatsApp
Telegram
ଚିକେନ୍ ସହ ଆଳୁ ଖାଉଥିଲେ ସାବଧାନ

ସମସ୍ତେ ସ୍ୱାଦିଷ୍ଟ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି। ଖାଦ୍ୟର ସ୍ୱାଦ ବଢ଼ାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଇଥା’ନ୍ତି। ଆଉ ଏହି କ୍ରମରେ ଏମିତି କିଛି ଭୁଲ୍ କରି ବସନ୍ତି, ଯାହା ଦ୍ୱାରା ଶରୀର ଉପରେ ଏହାର କୁପ୍ରଭାବ ପଡ଼ିଥାଏ। ଅର୍ଥାତ୍ ଯେଉଁ ଖାଦ୍ୟ ପଦାର୍ଥ ଗୁଡ଼ିକୁ ଏକାଠି ମିଶାଇ ରାନ୍ଧିବା ଉଚିତ୍ ନୁହେଁ, ସେଗୁଡ଼ିକୁ ଏକାଠି ମିଶାଇ ରୋଷେଇ କରନ୍ତି। ସେହିଭଳି ଆଉ କିଛି ଖାଦ୍ୟ ପଦାର୍ଥ ଅଛି, ଯେଉଁଗୁଡ଼ିକୁ ଏକ ସମୟରେ ଅବା ଅଳ୍ପ ସମୟ ବ୍ୟବଧାନରେ ଆଗପଛ କରି ଖାଇବା ଉଚିତ୍ ନୁହେଁ। ଏହା ଦ୍ୱାରା ଶରୀର ଉପରେ କୁପ୍ରଭାବ ପଡ଼ିଥାଏ। ତା’ହେଲେ ଆସନ୍ତୁ ଜାଣିବା କାହା ସହ କାହାକୁ ମିଶାଇ ଖାଇବା ଉଚିତ୍ ନୁହେଁ।
ଚିକେନ୍ ସହ ଆଳୁ:
ଚିକେନରେ ପ୍ରଚୁର ପ୍ରୋଟିନ୍ ଥାଏ। ଏଭଳି ସ୍ଥିତିରେ ଯଦି ଚିକେନ୍ ସହିତ କାର୍ବୋହାଇଡ୍ରେଟ୍ ଯୁକ୍ତ ଖାଦ୍ୟ, ଯେମିତିକି ଆଳୁ ଖିଆଯାଏ, ତା’ହେଲେ ଦୁଇଟି ଭିନ୍ନ ପ୍ରକାରର ଜିନିଷ ମିଶି ଗ୍ୟାସ୍ ସମସ୍ୟା ସୃଷ୍ଟି କରିପାରେ। କେବଳ ସେତିକି ନୁହେଁ ପେଟ ଯନ୍ତ୍ରଣା ହେବା ସହ ମୋଟାପଣ ସମସ୍ୟା ମଧ୍ୟ ଦେଖା ଦେଇପାରେ। ଅଧିକାଂଶ ଲୋକେ ଚିକେନରେ ଆଳୁ ମିଶାଇ ଖାଇବାକୁ ପସନ୍ଦ କରନ୍ତି। ଯଦି ଆପଣଙ୍କର ମଧ୍ୟ ଏଭଳି ଅଭ୍ୟାସ ରହିଛି, ତା’ହେଲେ ତୁରନ୍ତୁ ତାକୁ ବଦଳାଇ ଦିଅନ୍ତୁ।

ଘିଅ ସହ ମହୁ:
ଆୟୁର୍ବେଦରେ ଘିଅ ଓ ମହୁକୁ ଏକାଠି ମିଶାଇ ଖାଇବାକୁ ବାରଣ କରାଯାଇଛି। ମହୁ ଗରମ ଏବଂ ଘିଅ ଥଣ୍ଡା ହୋଇଥାଏ। ଏ ଦୁଇଟି ଭିନ୍ନ ଭିନ୍ନ ଉପାଦାନ। ଏହାକୁ ଏକାଠି ଖାଇବା ଦ୍ୱାରା ଶରୀର ଉପରେ ଖରାପ ପ୍ରଭାବ ପଡିଥାଏ । ଏପରିକି ମଣିଷ ଭୟଙ୍କର ରୋଗରେ ମଧ୍ୟ ପଡ଼ିପାରେ।

ତରଭୁଜ ଏବଂ କ୍ଷୀର:

ସଧାରଣତଃ ଖରା ଦିନେ ଲୋକେ ତରଭୁଜ ଖାଇବା ପାଇଁ ପସନ୍ଦ କରନ୍ତି। ବେଳେବେଳେ ଲୋକେ କ୍ଷୀର ମିଶାଇ ତରଭୁଜ ସେକ୍ କରି ପିଅନ୍ତି। କିନ୍ତୁ ଏହା ସ୍ୱ୍ୟାସ୍ଥ୍ୟ ପାଇଁ ହାନୀକାର। କ୍ଷୀର ସହ ତରଭୁଜ ଭୁଲରେ ବି ଖାଇବା ଉଚିତ ନୁହେଁ। କ୍ଷୀରକୁ ହଜମ ହେବା ପାଇଁ ସମୟ ଲାଗେ  ଏବଂ ତରଭୁଜ ହଜମ ହେବା ପାଇଁ ଏସିଡ ଆବଶ୍ୟକ ପଡ଼ିଥାଏ। ଏଭଳି ସ୍ଥିତିରେ ପେଟ ସମସ୍ୟା ଉତ୍ପନ୍ନ ହୁଏ, ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇପାରେ।

ଫଳ ସହ ଚିକେନ୍:
ଫଳ ଏବଂ ଚିକେନ୍ ଏକାଠି ଖାଇବା ଉଚିତ ନୁହେଁ। ଏହା ଆମ ହଜମ ପ୍ରକ୍ରିୟା ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। କେବଳ ସେତିକି ନୁହେଁ, ଏହା ଆମ ପାଚନକ୍ରିୟାକୁ ଦୁର୍ବଳ ମଧ୍ୟ କରିଦିଏ। ତେଣୁ  ଫଳ ଏବଂ ଚିକେନ୍ ଏକାଠି ଖାଇବା ଠାରୁ ଦୂରେଇ ରହିବା ଉଚିତ।

ମହୁ ସହ ମୂଳା:
ମହୁ ଏବଂ ମୂଳାକୁ ଏକାଠି ଖାଇଲେ ଶରୀରରେ ବିଷାକ୍ତ ପଦାର୍ଥ ଉତ୍ପନ୍ନ ହୁଏ।  ଯାହା ଦ୍ୱାରା ଆମ ପାଚନ ପ୍ରକ୍ରିୟା ଖରାପ ହେବାର ଆଶଙ୍କା ରହିଥାଏ। ତେଣୁ ଏହି ଦୁଇଟିକୁ ଏକାଠି କିମ୍ବା ଆଗପଛ କରି ଖାଇବା ଠାରୁ ଦୂରେଇ ରୁହନ୍ତୁ ।

କ୍ଷୀର ସହ ମାଛ:
କ୍ଷୀର ସହିତ ମାଛ ଖାଇବା ଠାରୁ ମଧ୍ୟ ଦୂରେଇ ରହିବା ଉଚିତ୍। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଏହି ଦୁଇଟି ଖାଦ୍ୟକୁ ଏକାଠି ଖାଇବା ଦ୍ୱାରା ତ୍ୱଚା ଜନିତ ସମସ୍ୟା ସୃଷ୍ଟି ହୋଇପାରେ।

Powered by Froala Editor

Tags Chiken and patato

Related articles Odisha News Lens 4.1

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14425
    Oct 01, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14010
    Sep 30, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14392
    Oct 03, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14498
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14265
    Oct 01, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14745
    Oct 03, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14145
    Oct 03, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15978
    Sep 30, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14437
    Oct 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14265
    Oct 01, 2025
  • ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15978
    Sep 30, 2025
  • ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15295
    Oct 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14498
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14392
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15535
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14631
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15099
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14374
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14145
    Oct 03, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14437
    Oct 03, 2025
  • ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14265
    Oct 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In