Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

ରାଜ୍ୟ
Home ›› ରାଜ୍ୟ ››ଷଡ଼ଯନ୍ତ୍ର ଜଣାପଡ଼ିଲେ କାର୍ଯ୍ୟାନୁଷ୍ଠାନ: ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର

ଷଡ଼ଯନ୍ତ୍ର ଜଣାପଡ଼ିଲେ କାର୍ଯ୍ୟାନୁଷ୍ଠାନ: ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର

2021-04-12 06:35:56
15733
Share:
Facebook
Twitter
E-Mail
WhatsApp
Telegram
ଷଡ଼ଯନ୍ତ୍ର ଜଣାପଡ଼ିଲେ କାର୍ଯ୍ୟାନୁଷ୍ଠାନ: ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର
ବନେଶ୍ୱର: ହାଇଦର ଫେରାର ଘଟଣାରେ ଯଦି ଷଡ଼ଯନ୍ତ୍ର କଥା ଜଣାପଡେ଼ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ହାଇଦର ଫେରାର ଘଟଣାରେ ନିଜର ପ୍ରତିକ୍ରିୟା ରଖି ଏହା କହିଛନ୍ତି ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର । ସେ କହିଛନ୍ତି ଯେ, ପୁଲିସକୁ ତଦନ୍ତରେ ସମସ୍ତ ସହଯୋଗ କରୁଛୁ । ଜେଲ ବିଭାଗ ପକ୍ଷରୁ କୌଣସି ତ୍ରୁଟି ଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଅବହେଳା କିମ୍ବା ଷଡ଼ଯନ୍ତ୍ର ଜଣାପଡ଼ିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ତଦନ୍ତ ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର କହିଛନ୍ତି । ଉଲ୍ଲେଖଯୋଗ୍ୟ, କେନ୍ଦ୍ରାପଡ଼ାର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗ୍‌ଷ୍ଟର୍‌ ସେକ୍‌ ହାଇଦର୍‌ ଏସ୍‌ସିବି ମେଡ଼ିକାଲ୍‌ରେ ଚିକିତ୍ସାଧୀନ ଥିବା ବେଳେ ହସ୍ପିଟାଲ୍‌ର ପହରା ବ୍ୟବସ୍ଥାକୁ ଚକ୍‌ମା ଦେଇ ଗତ ଶନିବାର ଫେରାର୍‌ ହୋଇଯାଇଛି । ହାଇଦର୍‌ର ପହରା ଓ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥିବା ସମ୍ବଲପୁର ଜେଲ୍‌ର ଗାର୍ଡଙ୍କୁ କିଛି ନିଶା ସାମଗ୍ରୀ ଖୁଆଇ, ପିଆଇ କିମ୍ବା ଶୁଂଘାଇ ସେ ଚମ୍ପଟ ମାରିଛି । ଏ ଖବର ପ୍ରଚାରିତ ହେବା ପରେ କଟକ ପୁଲିସ ହାଇଦର୍‌କୁ ଖୋଜିବା ପାଇଁ ସହରର ସମସ୍ତ ସୀମା ସିଲ୍‌ କରି ତନାଘନା ଜାରି ରଖିଛି । ଉପକୂଳର ୪ଟି ଜିଲ୍ଲା ପୁଲିସକୁ ଏନେଇ ଆଲର୍ଟରେ ରଖାଯାଇଛି । ଏପରିକି ହାଇଦର୍‌କୁ ଖୋଜିବା ପାଇଁ ଏକ ବଡ଼ ଧରଣର ସର୍ଚ୍ଚ ଅପରେସନ୍‌ ପୁଲିସ ପକ୍ଷରୁ ଆରମ୍ଭ କରାଯାଇଥିଲା । ହାଇଦରକୁ ଧରିବା ପାଇଁ ବଡ଼ଧରଣର ଅଭିଯାନ ଆରମ୍ଭ କରିିଛି କମିଶନରେଟ୍ ପୁଲିସ୍ । କଟକ ଡିସିପିଙ୍କ ନେତୃତ୍ୱରେ ୪ଟି ଟିମ୍ ଗଠନ କରି ହାଇଦରକୁ ଠାବ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ଗ୍ୟାଙ୍ଗଷ୍ଟାର ହାଇଦର ଅପରାଧିକ ସାମ୍ରାଜ୍ୟ ସହ ସଂପୃକ୍ତ ଥିବା ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂପୁର, ଯାଜପୁରର ଏସପିଙ୍କୁ ମଧ୍ୟ ସତର୍କ କରାଯାଇଛି । ଏହା ବ୍ୟତୀତ ପଶ୍ଚିମବଙ୍ଗ ସୀମାବର୍ତୀ ଜିଲ୍ଲା ବାଲେଶ୍ୱର ଏସପି ଓ ମୟୁରଭଞ୍ଜ ଏସ୍ପିଙ୍କୁ ଖବର ଦିଆଯାଇଛି । କାରଣ, ପଶ୍ଚିମବଙ୍ଗ ସୀମା ଦେଇ ଖସିବାର ଉଦ୍ୟମ କରିବାର ଆଶଙ୍କା ଥିବାରୁ ଏହି ଦୁଇଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସୂଚନା ଦିଆଯାଇଛି । ଫଟୋ ସର୍କୁଟେଲ କରି ହାଇଦରକୁ ଧରିବା ପାଇଁ ଅଭିଯାନ ଆରମ୍ଭ କରିଛି କମିଶନରେଟ୍ ପୁଲିସ୍ । ସେହିପରି ଗ୍ୟାଙ୍ଗଷ୍ଟାର ହାଇଦରର ପୁରୁଣା ଲିଙ୍କ୍ ଓ ନୂଆ ଲିଙ୍କ୍ ସହ ଯୋଗାଯୋଗ କରି ତାକୁ ଧରିବାକୁ ଉଦ୍ୟମ କରୁଛି ପୁଲିସ୍ । ବର୍ତମାନ ସମୟରେ ଗ୍ୟାଙ୍ଗଷ୍ଟାର ହାଇଦର କେଉଁଠି ଠାବ କରାଯିବ ତାକୁ ପ୍ରାଥମିକତା ଦେଇ ଖୋଳତାଳ ଆରମ୍ଭ କରିଛି ପୁଲିସ୍ ।
Tags HYDER

Related articles Odisha News Lens 4.1

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14026
    Oct 22, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13489
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13825
    Oct 21, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14976
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14046
    Oct 22, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍
    ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13958
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14060
    Oct 21, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14713
    Oct 22, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15365
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ...

    14060
    Oct 21, 2026
  • ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14026
    Oct 22, 2026
  • ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15365
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17202
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17900
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17843
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18270
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14995
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15447
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14791
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14886
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15889
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14060
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14604
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14633
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13998
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14026
    Oct 22, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14976
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14046
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In