Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ...

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ...

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ ...

  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ...

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

Home ›› ››ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ ଥାନାରେ ଏତଲା

ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ ଥାନାରେ ଏତଲା

2026-01-16 07:52:12
14269
Share:
Facebook
Twitter
E-Mail
WhatsApp
Telegram
ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରଖିବା ସହ ମକର ସଂକ୍ରାନ୍ତିରେ ଦିଅଁଙ୍କୁ ଅପୂଜା ଓ ଉପବାସ ରଖିବା ଘଟଣାରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ରୁଦ୍ରନାରାୟଣ ମହାନ୍ତିଙ୍କ ବିରୋଧରେ ଲିଙ୍ଗରାଜ ଥାନାରେ ଏତଲା ହୋଇଛି । ଏହାସହିତ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, କମିସନରେଟ୍‌ ପୁଲିସ ଆୟୁକ୍ତ ଓ ଉପାୟୁକ୍ତଙ୍କୁ ଅଭିଯୋଗ କରାଯାଇଛି । ପୁରୁଣା ଭୁବନେଶ୍ୱର ଡାକବଙ୍ଗଳା ନିବାସୀ ଅମରେନ୍ଦ୍ର ଗରାବଡୁ ଅଭିଯୋଗରେ ଦର୍ଶାଇଛନ୍ତି ଯେ ଗତ ୧୩ ତାରିଖ ସନ୍ଧ୍ୟାରୁ ୧୫ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ହିନ୍ଦୁ ସମାଜର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଭୋଗ ଉପବାସରେ ରଖାଯାଇଛି । ମନ୍ଦିର କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମହାନ୍ତି ତାଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ଏଭଳି ହୋଇଥିବା ସେ ଅଭିଯୋଗ କରିଛନ୍ତି । ଅଭିଯୋଗ ମିଳିବା ପରେ ଷ୍ଟେସନ ଡାଇରୀ କରାଯାଇଥିବା ଲିଙ୍ଗରାଜ ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ମହାପ୍ରଭୁ ଶ୍ରୀଲିଙ୍ଗରାଜ ଅପୂଜା ରହିବାର ୩୪ଘଣ୍ଟା ପରେ ସ୍ବାଭାବିକ ହୋଇଛି ନୀତିକାନ୍ତି। ଗୁରୁବାର ଭୋର ୬ଟାରେ ମନ୍ଦିର ପହଡ଼ ଖୋଲି ମଙ୍ଗଳଆଳତି ଅବକାଶ ନୀତି ହୋଇ ସାଢ଼େ ୬ଟାରେ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଏହାପରେ ଦିଅଁଙ୍କ ଅନ୍ୟାନ୍ୟ ନୀତି ହୋଇଥିଲା। ସମସ୍ତ ପାଳିଆ ସେବାୟତ ସେମାନଙ୍କ କାର୍ଯ୍ୟରେ ସାମିଲ ହୋଇ ନୀତିକାନ୍ତି ସ୍ବାଭାବିକ କରିଥିଲେ।

ମକର ସଂକ୍ରାନ୍ତିର ନବାଙ୍କବେଢ଼ା ଉପରେ ଜିଲାପାଳ ଦେଇଥିବା ଆଦେଶକୁ ଉଚ୍ଚ ନ୍ୟାୟାଳୟ ସ୍ଥଗିତ ରଖିବା ସହ ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନର ଧାରା ୪୧ରେ ଦେବୋତ୍ତର ସହକାରୀ ଆୟୁକ୍ତ ଦିଅଁଙ୍କ ନୀତିକାନ୍ତି ସ୍ବାଭାବିକ କରିବାକୁ କହିଥିଲେ। ଦେବୋତ୍ତର ଆୟୁକ୍ତ ଲଲାଟେନ୍ଦୁ ଜେନା ଉଚ୍ଚ ନ୍ୟାୟାଳୟଙ୍କ ସ୍ଥଗିତ ଆଦେଶ ପାଇବା ମାତ୍ରେ ଦିଅଁଙ୍କ ନୀତିକାନ୍ତି ସ୍ବାଭାବିକ କରିବାକୁ ଟ୍ରଷ୍ଟବୋର୍ଡ, ବଡୁ ଓ ବ୍ରାହ୍ମଣ ନିଯୋଗ ମିଳିତ ଭାବେ ପଦକ୍ଷେପ ନେବାକୁ କହିଥିଲେ। ହେଲେ ମନ୍ଦିର ପ୍ରଶାସନ ଆୟୁକ୍ତଙ୍କ ଆଦେଶ ଉପରେ କୌଣସି ଆପୋସ ଆଲୋଚନା କରିନଥିଲା। ଅନ୍ୟପକ୍ଷରେ ମକର ସଂକ୍ରାନ୍ତିରେ ଦିଅଁଙ୍କ ଘୃତ କମଳ ଲାଗି ହୋଇଥାଏ। ଏଥିପାଇଁ ମକର ସଂକ୍ରାନ୍ତି ପୂର୍ବ ଦିନ ନବାଙ୍କବେଢ଼ାରେ କ୍ଷୀର ଆଉଟା ଯାଇ ସେଥିରୁ ଘୃତ ପ୍ରସ୍ତୁତ ହୋଇଥାଏ। ନବାଙ୍କବେଢ଼ା ହୋଇନଥିବାରୁ ମକର ସଂକ୍ରାନ୍ତି ସମ୍ପନ୍ନ ହେବାରେ ସମସ୍ୟା ରହିଛି। ତେଣୁ ସେବାୟତ ନିଯୋଗମାନେ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ସମ୍ମାନ ଜଣାଇ ନୀତିକାନ୍ତି କରିନଥିଲେ।

Powered by Froala Editor

Tags Lingaraj tempel

Related articles Odisha News Lens 4.1

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼
    ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14437
    Jun 14, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14015
    Jun 13, 2026
  • ମୋଦୀଙ୍କ ୟୁରୋପ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15154
    Jun 14, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14254
    Jun 13, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15447
    Jun 13, 2026
  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13868
    Jun 14, 2026
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ
    ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14866
    Jun 14, 2026
  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...
    ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...

    13848
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13893
    Jun 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14437
    Jun 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13893
    Jun 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15154
    Jun 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16926
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17544
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17592
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17984
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14980
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13586
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15460
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14253
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14144
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15467
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15214
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15697
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14040
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14254
    Jun 13, 2026
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13400
    Jun 14, 2026
  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ଛୁଟି

    13848
    Jun 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In