Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››କୋଲକାତା ନିବେଶ ସମ୍ମିଳନୀରେ ୨୭ ଏମଓୟୁ ସ୍ୱାକ୍ଷର

କୋଲକାତା ନିବେଶ ସମ୍ମିଳନୀରେ ୨୭ ଏମଓୟୁ ସ୍ୱାକ୍ଷର

2026-01-18 11:21:31
15413
Share:
Facebook
Twitter
E-Mail
WhatsApp
Telegram
କୋଲକାତା ନିବେଶ ସମ୍ମିଳନୀରେ ୨୭ ଏମଓୟୁ ସ୍ୱାକ୍ଷର

ଭୁବନେଶ୍ବର: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟକୁ ଆସିବ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ । ସୃଷ୍ଟି ହେବ ୯୦ ହଜାର ନିଯୁକ୍ତି ସୁଯୋଗ । ଏଥିପାଇଁ କୋଲକାତା ନିବେଶ ସମ୍ମିଳନୀରେ ୨୭ ଏମଓୟୁ ସ୍ୱାକ୍ଷର ହୋଇଛି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
କୋଲକାତା ଗସ୍ତ ସମୟରେ ୪ଟି ପ୍ରମୁଖ କ୍ଷେତ୍ରର ୧୩୦ ଜଣ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ରାଉଣ୍ଡ ଟେବୁଲ ଆଲୋଚନା କରିଛନ୍ତି । ପୋଷାକ, ବୟନ ଶିଳ୍ପର ୧୮ ପ୍ରତିଷ୍ଠିତ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ସେହିଭଳି ୨୨ ଜଣ ଧାତବ୍ୟ ସମ୍ପର୍କିତ ଆନୁସଙ୍ଗିକ ଶିଳ୍ପ ନିବେଶକ ଏବଂ ପ୍ଲାଷ୍ଟିକ, ରସାୟନ, ପ୍ୟାକେଜିଂ ଶିଳ୍ପ ସମ୍ପର୍କିତ ୨୪ କମ୍ପାନୀର ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ୱାନ ଟୁୱାନ ଆଲୋଚନା କରିଛନ୍ତି । ଔଷଧ ଓ ମେଡିକାଲ ଯନ୍ତ୍ରପାତି ସମ୍ପର୍କିତ ୨୪ ନିବେଶକଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ନିବେଶ ସମ୍ଭାବନା ସମ୍ପର୍କରେ ଚର୍ଚ୍ଚା କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,"ପୂର୍ବ ଭାରତରେ ଓଡ଼ିଶା ଶିଳ୍ପାୟନରେ ଏକ ପ୍ରମୁଖ ଅଂଶିଦାର ପାଲଟିଛି । ଆଗାମୀ ଦିନରେ ଓଡିଶା ପରବର୍ତ୍ତି ପର୍ଯ୍ୟାୟ ଶିଳ୍ପ ଅଭିବୃଦ୍ଧିରେ ମିଶନ ପୂର୍ବୋଦ୍ବୟର ମଙ୍ଗ ଧରିବ । ସମନ୍ବିତ ଯୋଜନା, ନିର୍ଦ୍ଧିଷ୍ଟ ନୀତି ଦ୍ବାରା ଓଡ଼ିଶା ଶିଳ୍ପପତିଙ୍କ ପ୍ରମୁଖ ଆକର୍ଷଣ ପାଲଟିଛି । ପୂର୍ବ ଭାରତରେ ଅନ୍ୟ ସହର ସହ ସମନ୍ବୟ ଦ୍ବାରା ପୂର୍ବଭାରତରେ ଓଡ଼ିଶା ଏକ ପ୍ରମୁଖ ଶିଳ୍ପ କରିଡର ହୋଇପାରିବ । ଓଡ଼ିଶା ଏବେ ବ୍ୟାପକ ଅର୍ଥନତୈିକ ରୂପାନ୍ତରଣ ଦିଗରେ ଆଗଉଛି । ଦ୍ରୁତଗତିରେ ରାଜ୍ୟ ଏବେ ଉତ୍ପାଦନଭିତ୍ତିକ ଶିଳ୍ପର ହବ ହେବ । ରାଜ୍ୟର ଲମ୍ବା ସାମୁଦ୍ରିକ ବେଳାଭୂମୀ ସହ ପାରାଦୀପ, ଧାମରା, ଗୋପାଳପୁର ଭଳି ବନ୍ଦରର ବକାଶ ସହ ତାଳ ଦେଇ ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପର ଅଭିବୃଦ୍ଧି ହେଉଛି ।"
କୋଲକାତା ନିବେଶକ ସମ୍ମିଳନୀରେ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ୨୭ଟି ଚୁକ୍ତି ସ୍ବାକ୍ଷରିତ ହୋଇଛି । ରାଜ୍ୟ ସରକାର ଇସ୍ପାତ ସମ୍ପର୍କିତ ୪ଟି, ଅକ୍ଷୟ ଶକ୍ତି ସମ୍ପର୍କିତ ୨ଟି ଏବଂ ରେୟାର ଆର୍ଥ, ପ୍ଲାଷ୍ଟିକ, ଔଷଧ, ଖନନ, ପ୍ରତିରକ୍ଷା, ରସାୟନ ସମ୍ପର୍କିତ ଗୋଟିଏ ଲେଖାଏଁ ଓ ଧାତବ୍ୟ ଆନୁଷଙ୍ଗିକ ଶିଳ୍ପ ସମ୍ପର୍କିତ ୪ଟି ଚୁକ୍ତି ସ୍ୱାକ୍ଷର କରିଛନ୍ତି । ଏହି ୨୭ ନିବେଶକ ରାଜ୍ୟରେ ଏବେ ୮୧ ହଜାର ୮୬୪ କୋଟି ଟଙ୍କାର ନିବେଶ କରିବେ । ଏହା ଦ୍ବାରା ୬୩ ହଜାର ୧୬୧ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ଏଥିସହ ଆଉ ୧୯ ଶିଳ୍ପପତି ରାଜ୍ୟରେ ୧୮ ହଜାର ୪୫୩ କୋଟି ଟଙ୍କା ନିବେଶ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି । ଏହି ୧୯ଟି ଶିଳ୍ପରୁ ଆଉ ୨୭ ହଜାର ୫୯୧ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
କୋଲକାତା ନିବେଶକ ସମ୍ମିଳନୀ ପରେ ଆସନ୍ତା ୨୭ ଓ ୨୮ ତାରିଖରେ ରାଉରକେଲାରେ ଆୟୋଜିତ ହେବାକୁ ଥିବା ଏଣ୍ଟରପ୍ରାଇଜ ଓଡ଼ିଶାରେ ରାଜ୍ୟ ଶିଳ୍ପାୟନକୁ ନେଇ ବ୍ୟାପକ ଆଲୋଚନା ହେବ । ଏହି ଅବସରରେ ରାଜ୍ୟରେ ଏମଏସଏମଇ ଶିଳ୍ପର ଅଭିବୃଦ୍ଧି, ଷ୍ଟାର୍ଟଅପ, ବୃହତ ଶିଳ୍ପର ସ୍ଥିତି ନେଇ ବିସ୍ତୃତ ଆଲୋଚନା ହେବ ବୋଲି ଜଣାପଡ଼ିଛି । କୋଲକାତାରେ ଆୟୋଜିତ ନିବେଶକ ସମ୍ମିଳନୀରେ ବିଭିନ୍ନ କ୍ଷେତ୍ରର ପ୍ରାୟ ୫୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ପାଇଁ ଥିବା ଅନୁକୂଳ ବାତାବରଣ, ରାଜ୍ୟର ବିଭିନ୍ନ କ୍ଷେତ୍ର ପାଇଁ ଥିବା ସ୍ବତନ୍ତ୍ର ନୀତି ଓ ପ୍ରଶାସନିକ ସହଯୋଗ ବାବଦରେ ବିସ୍ତୃତ ବିବରଣୀ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ରାଜ୍ୟର ବିକଶିତ ଓଡ଼ିଶା ୨୦୩୬ର ଭିଜନ ଡକ୍ୟୁମେଣ୍ଟ ଉପସ୍ଥାପନ କରିଛନ୍ତି । ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ଭୂମିକା ସମ୍ପର୍କରେ ନିବେଶକଙ୍କୁ ଅବଗତ କରିଛନ୍ତି । ଶିଳ୍ପାୟନ ପାଇଁ ରାଜ୍ୟର ଭିତ୍ତିଭୂମି ବିକାଶ ଓ ବନ୍ଦରଭିତ୍ତକ ଆନୁଷଙ୍ଗିକ ବିକାଶ ନେଇ ରାଜ୍ୟର ଆଭିମୁଖ୍ୟ ବାବଦରେ ସୂଚନା ଦେଇଛନ୍ତି । ବିଭିନ୍ନ କ୍ଷେତ୍ର ପାଇଁ ରାଜ୍ୟରେ ଦକ୍ଷ ମାନବ ସମ୍ବଳ ନିବେଶକଙ୍କ ପାଇଁ ଏଥିପାଇଁ ରାଜ୍ୟ ସରକାର ସବୁପ୍ରକାର ସହଯୋଗ ଓ ପ୍ରଶାସନିକ ସୁବିଧା ସୁଯୋଗ ପ୍ରଦାନ କରୁଛି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags Cm

Related articles Odisha News Lens 4.1

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14691
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14847
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14010
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15587
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15495
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13876
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15734
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13818
    Sep 04, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13784
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14691
    Sep 03, 2026
  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13784
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13876
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13617
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14507
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14811
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14765
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14101
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13784
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14317
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15202
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14720
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15734
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13784
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15495
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In