Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

2026-01-20 14:54:37
15913
Share:
Facebook
Twitter
E-Mail
WhatsApp
Telegram
ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ: ଭାଇରାଲ ହେଲା ଅଫିସ୍ ଭିତର ରାସଲୀଳା ଭିଡ଼ିଓ । ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହେଉଛି । ଭିଡିଓରେ ଜଣେ ପୁଲିସ୍ ଅଧିକାରୀ ତାଙ୍କ ଖାକି ପୋଷାକ ପିନ୍ଧି ବସିଥିବାର ଦେଖିବାକୁ ମିଳିଛି । ତାଙ୍କ ସହିତ ଜଣେ ମହିଳା ମଧ୍ୟ ଦେଖାଯାଉଛନ୍ତି । ଅଧିକାରୀ ଓ ମହିଳାଙ୍କ ଅଶ୍ଳୀଳ  ଭିଡ଼ିଓ ସାମ୍ନାକୁ ଆସିବା ପରେ ତାଙ୍କୁ ନିଲମ୍ବନ କରାଯାଇଛି । ସେ ହେଉଛନ୍ତି କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ ରାମଚନ୍ଦ୍ର ରାଓ । ମହିଳାଙ୍କ ସହ ଅଶ୍ଳୀଳ ଭିଡିଓ ଭାଇରାଲ ପରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି । ରାମଚନ୍ଦ୍ରଙ୍କ ଝିଅ ରାନ୍ୟା ରାଓ ମଧ୍ୟ ଚୋରା ଚାଲାଣ ମାମଲାରେ ଗିରଫ ହୋଇ ସାରିଛନ୍ତି । ଭାଇରାଲ ଭିଡିଓକୁ ସମ୍ପୂର୍ଣ୍ଣ ନକଲି ବୋଲି କହିଛନ୍ତି ରାମଚନ୍ଦ୍ର ରାଓ ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ ଏକ ଭିଡ଼ିଓ ଭାଇରଲ ହେଉଛି । ଯେଉଁଥିରେ ଜଣେ ମହିଳାଙ୍କ ସହ ଖାକି ପୋଷାକରେ ପୁଲିସ୍‌ କାର୍ଯ୍ୟାଳୟ ଭିତରେ ଆପତ୍ତିଜନକ ସ୍ଥିତିରେ କର୍ଣ୍ଣାଟକ ପୁଲିସ୍‌ ମହାନିର୍ଦ୍ଦେଶକ ରାମଚନ୍ଦ୍ର ରାଓଙ୍କୁ ଦେଖିବାକୁ ମିଳିଛି । ଭିଡ଼ିଓରେ ରାମଚନ୍ଦ୍ର ରାଓ ମହିଳାଙ୍କୁ ଆଲିଙ୍ଗନ ଏବଂ ଚୁମ୍ବନ ଦେଉଥିବାର ଦେଖିବାକୁ ମିଳିଛି । ଭିଡ଼ିଓ ସାମ୍ନାକୁ ଆସିବା ପରେ ତୁରନ୍ତ ୧୯୯୩ ବ୍ୟାଚ ଆଇପିଏସ୍ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ଭିଡ଼ିଓଟି ପ୍ରଶାସନିକ ବିଭାଗରେ ହଇଚଇ ସୃଷ୍ଟି କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏହି ଭାଇରାଲ ଭିଡିଓ ସମ୍ପର୍କରେ ଗୃହ ମନ୍ତ୍ରଣାଳୟକୁ ତଦନ୍ତ ରିପୋର୍ଟ ମାଗିଛନ୍ତି । ଭିଡ଼ିଓ ଭାଇରାଲ ପରେ ରାମଚନ୍ଦ୍ର ରାଓ ଗୃହମନ୍ତ୍ରୀ ପରମେଶ୍ୱରଙ୍କୁ ଭେଟିବାକୁ ଯାଇଥିଲେ ହେଲେ ସାକ୍ଷାତ ହୋଇପାରିନଥିଲା । ରାମଚନ୍ଦ୍ର ରାଓଙ୍କ ଝିଅ ତଥା ଅଭିନେତ୍ରୀ ରାନ୍ୟା ରାଓ ମଧ୍ୟ ସୁନା ଚୋରା ଚାଲାଣ ମାମଲାରେ ଗିରଫ ହୋଇସାରିଛନ୍ତି । ମାର୍ଚ୍ଚ ୨୦୨୫ରେ ଦୁବାଇ ଯାତ୍ରା କରି ଫେରିବା  ବେଳେ ତାଙ୍କୁ ଗିରଫ କରାଯାଇଥିଲା । ତାଙ୍କ ପାଖରୁ ୧୪.୮ କିଲୋ ସୁନା ଜବତ ହୋଇଥିଲା । ଯାହା ମୂଲ୍ୟ ପ୍ରାୟ ୧୨.୫୬ କୋଟି ଟଙ୍କା ହେବ ।

ଭାଇରାଲ୍ ଭିଡ଼ିଓକୁ ଖଣ୍ଡନ କରିଛନ୍ତି ଡିଜିପି ରାମଚନ୍ଦ୍ର ରାଓ । ସେ କହିଛନ୍ତି, ''ଏହି ମିଥ୍ୟା । ମୋ ଭାବମୂର୍ତ୍ତିକୁ ଖରାପ କରିବାକୁ ଏହା ଏକ ଷଡ଼ଯନ୍ତ୍ର । '' ଭିଡ଼ିଓର ସତ୍ୟତା ପ୍ରମାଣିତ କରିବା ପାଇଁ ଫରେନ୍ସିକ୍‌ ପରୀକ୍ଷା ଦାବି କରିଛନ୍ତି ରାମଚନ୍ଦ୍ର ରାଓ ।

Powered by Froala Editor

Tags suspended

Related articles Odisha News Lens 4.1

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14825
    Jan 20, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15230
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15745
    Jan 20, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14518
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13470
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15651
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13570
    Jan 21, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15913
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15317
    Jan 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15651
    Jan 22, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15230
    Jan 22, 2026
  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14518
    Jan 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16201
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15317
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15919
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15633
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16393
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15220
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13570
    Jan 21, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14518
    Jan 21, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14825
    Jan 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In