Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

Home ›› ››ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

2026-01-20 14:54:37
16779
Share:
Facebook
Twitter
E-Mail
WhatsApp
Telegram
ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ: ଭାଇରାଲ ହେଲା ଅଫିସ୍ ଭିତର ରାସଲୀଳା ଭିଡ଼ିଓ । ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହେଉଛି । ଭିଡିଓରେ ଜଣେ ପୁଲିସ୍ ଅଧିକାରୀ ତାଙ୍କ ଖାକି ପୋଷାକ ପିନ୍ଧି ବସିଥିବାର ଦେଖିବାକୁ ମିଳିଛି । ତାଙ୍କ ସହିତ ଜଣେ ମହିଳା ମଧ୍ୟ ଦେଖାଯାଉଛନ୍ତି । ଅଧିକାରୀ ଓ ମହିଳାଙ୍କ ଅଶ୍ଳୀଳ  ଭିଡ଼ିଓ ସାମ୍ନାକୁ ଆସିବା ପରେ ତାଙ୍କୁ ନିଲମ୍ବନ କରାଯାଇଛି । ସେ ହେଉଛନ୍ତି କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ ରାମଚନ୍ଦ୍ର ରାଓ । ମହିଳାଙ୍କ ସହ ଅଶ୍ଳୀଳ ଭିଡିଓ ଭାଇରାଲ ପରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି । ରାମଚନ୍ଦ୍ରଙ୍କ ଝିଅ ରାନ୍ୟା ରାଓ ମଧ୍ୟ ଚୋରା ଚାଲାଣ ମାମଲାରେ ଗିରଫ ହୋଇ ସାରିଛନ୍ତି । ଭାଇରାଲ ଭିଡିଓକୁ ସମ୍ପୂର୍ଣ୍ଣ ନକଲି ବୋଲି କହିଛନ୍ତି ରାମଚନ୍ଦ୍ର ରାଓ ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ସୋସିଆଲ ମିଡିଆରେ ଏକ ଭିଡ଼ିଓ ଭାଇରଲ ହେଉଛି । ଯେଉଁଥିରେ ଜଣେ ମହିଳାଙ୍କ ସହ ଖାକି ପୋଷାକରେ ପୁଲିସ୍‌ କାର୍ଯ୍ୟାଳୟ ଭିତରେ ଆପତ୍ତିଜନକ ସ୍ଥିତିରେ କର୍ଣ୍ଣାଟକ ପୁଲିସ୍‌ ମହାନିର୍ଦ୍ଦେଶକ ରାମଚନ୍ଦ୍ର ରାଓଙ୍କୁ ଦେଖିବାକୁ ମିଳିଛି । ଭିଡ଼ିଓରେ ରାମଚନ୍ଦ୍ର ରାଓ ମହିଳାଙ୍କୁ ଆଲିଙ୍ଗନ ଏବଂ ଚୁମ୍ବନ ଦେଉଥିବାର ଦେଖିବାକୁ ମିଳିଛି । ଭିଡ଼ିଓ ସାମ୍ନାକୁ ଆସିବା ପରେ ତୁରନ୍ତ ୧୯୯୩ ବ୍ୟାଚ ଆଇପିଏସ୍ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ଭିଡ଼ିଓଟି ପ୍ରଶାସନିକ ବିଭାଗରେ ହଇଚଇ ସୃଷ୍ଟି କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏହି ଭାଇରାଲ ଭିଡିଓ ସମ୍ପର୍କରେ ଗୃହ ମନ୍ତ୍ରଣାଳୟକୁ ତଦନ୍ତ ରିପୋର୍ଟ ମାଗିଛନ୍ତି । ଭିଡ଼ିଓ ଭାଇରାଲ ପରେ ରାମଚନ୍ଦ୍ର ରାଓ ଗୃହମନ୍ତ୍ରୀ ପରମେଶ୍ୱରଙ୍କୁ ଭେଟିବାକୁ ଯାଇଥିଲେ ହେଲେ ସାକ୍ଷାତ ହୋଇପାରିନଥିଲା । ରାମଚନ୍ଦ୍ର ରାଓଙ୍କ ଝିଅ ତଥା ଅଭିନେତ୍ରୀ ରାନ୍ୟା ରାଓ ମଧ୍ୟ ସୁନା ଚୋରା ଚାଲାଣ ମାମଲାରେ ଗିରଫ ହୋଇସାରିଛନ୍ତି । ମାର୍ଚ୍ଚ ୨୦୨୫ରେ ଦୁବାଇ ଯାତ୍ରା କରି ଫେରିବା  ବେଳେ ତାଙ୍କୁ ଗିରଫ କରାଯାଇଥିଲା । ତାଙ୍କ ପାଖରୁ ୧୪.୮ କିଲୋ ସୁନା ଜବତ ହୋଇଥିଲା । ଯାହା ମୂଲ୍ୟ ପ୍ରାୟ ୧୨.୫୬ କୋଟି ଟଙ୍କା ହେବ ।

ଭାଇରାଲ୍ ଭିଡ଼ିଓକୁ ଖଣ୍ଡନ କରିଛନ୍ତି ଡିଜିପି ରାମଚନ୍ଦ୍ର ରାଓ । ସେ କହିଛନ୍ତି, ''ଏହି ମିଥ୍ୟା । ମୋ ଭାବମୂର୍ତ୍ତିକୁ ଖରାପ କରିବାକୁ ଏହା ଏକ ଷଡ଼ଯନ୍ତ୍ର । '' ଭିଡ଼ିଓର ସତ୍ୟତା ପ୍ରମାଣିତ କରିବା ପାଇଁ ଫରେନ୍ସିକ୍‌ ପରୀକ୍ଷା ଦାବି କରିଛନ୍ତି ରାମଚନ୍ଦ୍ର ରାଓ ।

Powered by Froala Editor

Tags suspended

Related articles Odisha News Lens 4.1

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15726
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14531
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14544
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14071
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15801
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15603
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13364
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14260
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15033
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13364
    May 30, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15726
    May 29, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14531
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14531
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14260
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15331
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14911
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15838
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15439
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15665
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15603
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15801
    May 29, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14544
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In