Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

ବିଶେଷ
Home ›› ବିଶେଷ ››ଶୀତଦିନେ ଏପରି କରନ୍ତୁ ମେକଅପ

ଶୀତଦିନେ ଏପରି କରନ୍ତୁ ମେକଅପ

2026-01-21 04:46:36
17166
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ଏପରି କରନ୍ତୁ ମେକଅପ

ଶୀତଦିନ ଆସିଲେ ବିବାହ, ଉତ୍ସବ ଆଦି ବହୁତ ହୋଇଥାଏ । ତେଣୁ ମେକଅପ ନେବା ଜରୁରୀ ହୋଇପଡେ଼ । କିନ୍ତୁ ମେକଅପ କରିବା ପରେ ମଧ୍ୟ ଚେହେରା ଉଜ୍ଜ୍ୱଳ ଦେଖାଯିବା ବଦଳରେ ନିଷ୍ପ୍ରଭ ଦେଖାଗଲେ ମନ ଉଣା କରିବା ସ୍ୱାଭାବିକ । ଶୀତଦିନେ ତ୍ୱଚା ଶୁଷ୍କ ଥିବାରୁ ମେକଅପ ବ୍ୟବହାର ପରେ ଆହୁରି ଖରାପ ଲାଗିଥାଏ ଚେହେରା । ତେଣୁ ଆସନ୍ତୁ ଜାଣିବା ଶୀତଦିନରେ କିପରି ବ୍ୟବହାର କରିବା ମେକଅପ । 

ମେକଅପ ପୂର୍ବରୁ ମଏଶ୍ଚରାଇଜ
ଶୀତଦିନରେ ତ୍ୱଚାକୁ ମଏଶ୍ଚରାଇଜର କରିବା ଜରୁରୀ । ଥଣ୍ଡା ପବନ ଯୋଗୁ ତ୍ୱଚା ଶୁଖିଲା ଲାଗିଥାଏ । ଏମିତିରେ ଯଦି ଅଧିକ କେମିକାଲ ଥିବା ମେକଅପ ବ୍ୟବହାର କରିବା ତାହେଲେ ଚେହେରା ଆହୁରି ଖରାପ ଦେଖାଯିବ । ତେଣୁ ଶୀତଦିନରେ ମେକଅପ ବ୍ୟବହାର କରୁଥିଲେ ଭଲ କ୍ୱାଲିଟିର ମେକଅପ ବ୍ୟବହାର କରିବା ଉଚିତ । ଯାହାକି ସୁସ୍ଥ ତ୍ୱଚା ପାଇଁ ତିଆରି ହୋଇଥିବ । ଏହା ସହିତ ମେକଅପ କରିବା ପୂର୍ବରୁ ଚେହେରାକୁ ସଫା କରି ହାଲୁକା ମଏଶ୍ଚରାଇଜର ବ୍ୟବହାର କରିବାକୁ ହେଇଥାଏ । ଏହା ପରେ ଫାଉଣ୍ଡେସନ ଲଗାଇପାରିବେ ।

ଫାଉଣ୍ଡେସନରେ ମିଶାନ୍ତୁ ଫେସ୍‌ ଅଏଲ୍‌
ବେଳେବେଳେ ଗାଢ଼ ମେକଅପ୍‌ ଚେହେରାକୁ ଆହୁରି ଅସୁନ୍ଦର କରିଦିଏ । କାରଣ ଏହା ତ୍ୱଚା ସହିତ ମିଶି ନ ପାରିଲେ ଚେହେରାେ ମେକଅପ ପ୍ୟାଚ ନଜର ଆସିଥାଏ । ତେଣୁ ଯେବେ ବି ହେଭି ମେକଅପ କରିବାକୁ ମନ ଥିବ, ଫାଉଣ୍ଡେସନ ବ୍ୟବହାର କରିବା ସମୟରେ ଦୁଇ ବୁନ୍ଦା ଫେସ ତେଲ ମିଶାଇ ଦେବେ ।

ଲିକ୍ୱିଡ଼ ହାଇଲାଇଟର
ଶୀତଦିନରେ ମେକଅପ କିଟରେ ଏକ ଭଲ କ୍ୱାଲିଟିର ଲିକ୍ୱିଡ଼ ଫାଉଣ୍ଡେସନ ଥିବା ନିହାତି ଜରୁରୀ । ଏହାକୁ ସ୍ପଞ୍ଜ ସାହାଯ୍ୟରେ ମେକଅପ ଟଚ୍‌ ଦେଇପାରିବେ ।

ପାଉଡ଼ରଠାରୁ ଦୂରେଇ ରୁହନ୍ତୁ
ପାଉଡ଼ର ବ୍ୟବହାର କରିବା ଦ୍ୱାରା ତ୍ୱଚା ଆହୁରି ଶୁଷ୍କ ଏବଂ ନିଷ୍ପ୍ରଭ ଲାଗିଥାଏ । ତେଣୁ ଯେତେସମ୍ଭବ ଚେଷ୍ଟା କରିବେ ଏମିତି ମେକଅପ ସାମଗ୍ରୀ ବ୍ୟବହାର କରିବାକୁ ଯାହା ଲିକ୍ୱିଡ଼ କିମ୍ବା କ୍ରିମି ହୋଇଥିବ ।

ଶୁଷ୍କ ତ୍ୱଚା ପାଇଁ ଆଇ ମେକଅପ
ଶୁଷ୍କ ତ୍ୱଚାରେ ଆଇ ମେକଅପ କରିବା ସମୟରେ ସବୁବେଳେ କ୍ରିମି ଆଇସ୍ୟାଡେ଼ା ବ୍ୟବହାର କରନ୍ତୁ । ପେନସିଲ ଆଇ ଲାଇନର କିମ୍ବା କାଜଲ ପରିବର୍ତ୍ତେ ଲିକ୍ୱିଡ଼ ଆଇଲାଇନର ବ୍ୟବହାର କରନ୍ତୁ ।

Powered by Froala Editor

Tags Mekeup

Related articles Odisha News Lens 4.1

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13504
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13816
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14075
    Aug 27, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14192
    Aug 26, 2026
  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...
    ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ...

    13512
    Aug 26, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13667
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14314
    Aug 26, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15487
    Aug 26, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14860
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13667
    Aug 26, 2026
  • ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14860
    Aug 26, 2026
  • ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14192
    Aug 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17726
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18122
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14075
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13667
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15236
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15595
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16126
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15977
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14012
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13816
    Aug 26, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13504
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ

    14314
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In