Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

Home ›› ››ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

2026-01-22 06:53:25
15394
Share:
Facebook
Twitter
E-Mail
WhatsApp
Telegram
ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକରୁ ଅଧିକ ସୋ÷ନ୍ଦର୍ଯ୍ୟକୁ ଆପଣାଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବା ଅନ୍ୟତମ ଅଗ୍ରଣୀ କମ୍ପାନୀ ଆମୱେ ଇଣ୍ଡିଆ ସୁସ୍ଥ କେଶ, ତ୍ୱଚା ଏବଂ ନଖକୁ ଏହା ଭିତରୁ ସମର୍ଥନ କରୁଥିବା ଉପାଦାନଗୁଡିକ ଧାରଣ କରିଥିବା ବିଜ୍ଞାନସମ୍ମତ ଉପାୟରେ ପ୍ରସ୍ତୁତ ନୁ୍ୟଟ୍ରାସୁ୍ୟଟିକାଲ ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌ ସହିତ) ପ୍ରଚଳନ କରିଛି । ‘ବାୟୋଟିନ୍‌ ଊଦ୍ଧ୍ୱର୍ରେ’ ନିଜର ଉପସ୍ଥିତି ରଖୁଥିବା ଫର୍ମୁଲେସନ ଭାବରେ ଏହି ଉତ୍ପାଦ ଏକକ-ଉପାଦାନ ସପ୍ଲିମେଣ୍ଟର ଊଦ୍ଧ୍ୱର୍ରେ ରହିଛି ଏବଂ ବାୟୋଟିନ୍‌, ଭିଟାମିନ ସି ଓ ଜିଙ୍କ୍‌ ଆଦି ତିନିଟି ଅତ୍ୟାବଶ୍ୟକ ପୋଷଣର ସୁପାରିଶ କରାଯାଉଥିବା ଖାଦ୍ୟଗତ ପରିପୂରକ (ଆରଡିଏ)ର ୧୦୦% ଯୋଗାଇ ଦେଉଛି । ଏହା ବିଜ୍ଞାନସମ୍ମତ ପୋଷଣ ଏବଂ ଉଦ୍ଭିଦ ଭିତ୍ତିକ ସୁସ୍ଥତା ଉପରେ ଆମୱେର ଦୃଷ୍ଟିନିବଦ୍ଧକୁ ପୁନଃଦୃଢୀକରଣ କରୁଛି । ନୁ୍ୟଟ୍ରିଲାଇଟ୍‌ର ୯୦ ବର୍ଷରୁ ଅଧିକ କାଳ ଧରି ପୋଷଣ ଅଭିଜ୍ଞତା ସହିତ ବିକଶିତ ଏହି ଉତ୍ପାଦରେ ସୁପାରିଶ କରାଯାଉଥିବା ଖାଦ୍ୟଗତ ପରିପୂରକ (ଆରଡିଏ) ସହିତ ମେଳ ଖାଉଥିବା ଅତ୍ୟାବଶ୍ୟକ ପୋଷଣର ସମାହାର ଘଟିଛି, ଯାହା ଦୈନନ୍ଦିନ ପୋଷଣ ଉପରେ ଆମୱେର ଏକନିଷ୍ଠତାକୁ ପୁନଃଦୃଢୀଭୂତ କରୁଛି । 

ଏହାର ଶୁଭାରମ୍ଭ ସମ୍ପର୍କରେ ପ୍ରକାଶ କରି ରଜନୀଶ ଚୋପ୍ରା, ମ୍ୟାନେଜିଂ ଡାଇରେକ୍ଟର, ଆମୱେ ଇଣ୍ଡିଆ କହିଥିଲେ , “ସମ୍ପ୍ରତି ଉପଭୋକ୍ତାମାନେ ଅଧିକରୁ ଅଧିକ ଏହି ବିଷୟକୁ ଗ୍ରହଣ କରୁଛି ଯେ ସାମଗ୍ରିକ କଲ୍ୟାଣ ଏବଂ ବାହ୍ୟ ପରିଦୃଶ୍ୟତା ଗଭୀର ଭାବରେ ଆନ୍ତଃସଂଯୁକ୍ତ । ଆମୱେରେ ଆମର ଦୃଷ୍ଟିନିବଦ୍ଧ ସର୍ବଦା ଜନସାଧାରଣ ବିଜ୍ଞାନ ସମର୍ଥିତ, ପ୍ରକୃତି ଦ୍ୱାରା ପ୍ରେରିତ ପୋଷଣ ଜରିଆରେ ଅଧିକରୁ ଅଧିକ ପରିପୂର୍ଣ୍ଣ ଜୀବନ ନିର୍ବାହ କରିବା ଉପରେ ରହିଆସିଛି । ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌ ସହିତ)ର ପ୍ରଚଳନ ଦୈନନ୍ଦିନ ସୁସ୍ଥତା ଆବଶ୍ୟକତାକୁ ସମର୍ଥନ କରୁଥିବା ବାୟୋଟିନ୍‌ ଊଦ୍ଧ୍ୱର୍ରେ ଫର୍ମୁଲେସର ଏକ ପୂର୍ଣ୍ଣାଙ୍ଗ ପୋଷଣ ଯୋଗାଇଦେଇ ଆମର ‘ବିୟୁଟି ଫ୍ରମ୍‌ ୱିଦିନ୍‌’ ବର୍ଗମାଳାକୁ ମଜଭୁତ କରୁଛି । ଏହା ମଧ୍ୟ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର କଲ୍ୟାଣକୁ ଭିତରୁ ବାଛିବା ନିମନ୍ତେ ସଶକ୍ତ କରୁଥିବା ଏକ ନବୋନ୍ମେଷୀ ଉତ୍ପାଦ ଯୋଗାଣକୁ ତ୍ୱରାନ୍ୱିତ କରି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ।”

ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌ ସହିତ)ରେ ଯନôର ସହିତ ମନୋନୀତ କରାଯାଇଥିବା ଅତ୍ୟାବଶ୍ୟକ ପୋଷଣଗୁଡିକର ସମ୍ମିଶ୍ରଣ ରହିଛି । ଜିଙ୍କ୍‌ ସୁସ୍ଥ ନଖକୁ ସୁଦୃଢ କରିବା ଏବଂ ତାହାର ସୁସ୍ଥତା ବଜାୟ ରଖୁଥିବାବେଳେ ତାହା ମଧ୍ୟ ତ୍ୱଚା ସ୍ୱାସ୍ଥ୍ୟକୁ ସମର୍ଥନ କରୁଛି । ଭିଟାମିନ୍‌ ସି କୋଲାଜେନ୍‌ ଉତ୍ପାଦନ ପାଇଁ ସହୟକ ହେବା ସହିତ ଅକ୍ସିଡେଟିଭ ଚାପ କ୍ଷେତ୍ରରେ କୋଷଗୁଡିକୁ ଆଣ୍ଟିଅକ୍ସିଡାଣ୍ଟ ସୁରକ୍ଷା ଯୋଗାଇ ଦେଇଥାଏ । ଏହି ଫର୍ମୁଲେସନକୁ ପରିବର୍ଦ୍ଧତ କରୁଥିବା ବେଟା କାରୋଟିନ୍‌ ପ୍ରକୃତିର ଅନ୍ୟତମ ସମୃଦ୍ଧ ଉଦ୍ଭିଦ ଉତ୍ସରୁ ସଂଗ୍ରହ କରାଯାଇଛି, ଯାହା ସୂର୍ଯ୍ୟଜନିତ କ୍ଷତିରୁ ପ୍ରାକୃତିକ ସୁରକ୍ଷା ପ୍ରଦାନ କରିଥାଏ ଏବଂ ଅତିବାଇଗଣୀ ରଶ୍ମି (ୟୁଭି)ର ପ୍ରଭାବ ହ୍ରାସରେ ସହାୟକ ହୋଇଥାଏ । ତାହାସହିତ ୟୁଭି ଜନିତ ଇରିଥେମା (ତ୍ୱଚାର ଲାଲପଣ) କ୍ଷେତ୍ରରେ ଫଟୋ ସୁରକ୍ଷା ପ୍ରଦାନ କରିଥାଏ । 

୧୮ ବର୍ଷ ଏବଂ ତାହାଠାରୁ ଅଧିକ ବୟସ୍କଙ୍କ ନିମନ୍ତେ ଡିଜାଇନ କରାଯାଇଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌ ସହିତ) ସନ୍ତୁଳିତ ଖାଦ୍ୟ ଏବଂ ସୁସ୍ଥ ଜୀବନଶୈଳୀର ଅଂଶ ଭାବରେ ଦୈନିକ ଗୋଟିଏ ବଟିକା ସେବନ କରାଯିବାକୁ ସୁପାରିଶ କରାଯାଇଛି । ଏହି ଉତ୍ପାଦ ଏକ ନୁ୍ୟଟ୍ରାସୁ୍ୟଟିକାଲ ଏବଂ ଔଷଧୀୟ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ନୁହେଁ କିମ୍ବା ଏକ ପୃଥକ ଖାଦ୍ୟ ନିମନ୍ତେ ବିକଳ୍ପ ଭାବରେ ବ୍ୟବହାର କରାଯିବା ଅନୁଚିତ ।

Powered by Froala Editor

Tags Amway

Related articles Odisha News Lens 4.1

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14683
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13750
    Mar 02, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15556
    Mar 01, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14150
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14919
    Mar 04, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15818
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14541
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14261
    Mar 02, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15282
    Mar 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14541
    Mar 03, 2026
  • ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14683
    Mar 02, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14261
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14541
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13750
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14983
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14619
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14420
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16106
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14150
    Mar 03, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15282
    Mar 01, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14261
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In