ଶ୍ରମିକ ନେତା ରବି କାନୁନଗୋଙ୍କ ଦେହାନ୍ତ
ଭୁବନେଶ୍ୱର:ପରଲୋକରେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର ତଥା ଶ୍ରମିକ ନେତା ରବି କାନୁନଗୋ । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ ଏବଂ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଗତକାଲି ରାତି ପ୍ରାୟ ୧ଟା ୩୦ ମିନିଟ୍ ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ।
Powered by Froala Editor