Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

2026-01-23 06:31:54
15084
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୃଷି ଓଡ଼ିଶା-୨୦୨୬ ଆଜି ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳପଡ଼ିଆରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି।

କୃଷି ଓଡ଼ିଶା ନବସୃଜନ, ବଜାର ସଂଯୋଗ ଓ ସ୍ଥାୟୀ ଅଭ୍ୟାସ ମାଧ୍ୟମରେ ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି ବୋଲି ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। କୃଷି ଇକୋସିଷ୍ଟମକୁ ସୁଦୃଢ଼ କରିବା ପାଇଁ କୃଷି ଓଡ଼ିଶା ସଂସ୍ଥାଗତ ସହଯୋଗ ଓ ପାରସ୍ପରିକ ସହଭାଗୀତାର ଅବସର ଆଣିଦେଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ , କୃଷି ବିଭାଗ ଡକ୍ଟର ପାଢୀ ଅଭିହିତ କରିଛନ୍ତି।

କୃଷି ଓଡ଼ିଶା-୨୦୨୬ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଶ୍ରେଷ୍ଠ ଉତ୍ପାଦର ଉତ୍ପାଦନ, ପ୍ରଦର୍ଶନ, ପ୍ରକ୍ରିୟାକରଣ ଓ କାର୍ଯ୍ୟଶୈଳୀ, ନୂତନ ପ୍ରଯୁକ୍ତିବିଦ୍ୟାର ପ୍ରଦର୍ଶନ ଏବଂ କୃଷକ, ବଜାର ଓ କୃଷି ଉଦ୍ୟୋଗୀଙ୍କ ମଧ୍ୟରେ ସଂଯୋଗ ସ୍ଥାପନ। କୃଷି କାର୍ଯ୍ୟରୁ କିପରି ଲାଭ ପାଇବା ଓ ଏହାକୁ ଆଗେଇ ନେଉଥିବା ସର୍ବୋତ୍ତମ ଉତ୍ପାଦ, ଅଭ୍ୟାସ ଏବଂ ଉଦୀୟମାନ ପ୍ରଯୁକ୍ତିବିଦ୍ୟାର ପ୍ରଦର୍ଶନ ଉପରେ ଗୁରୁତ୍ୱାରୋପ କରାଯାଇଛି।
ବଜାର ଚାହିଦା ଅନୁଯାୟୀ ସ୍ୱତନ୍ତ୍ର ଓ ସୁଗନ୍ଧିତ କିସମର ଧାନ ଚାଷ ଏବଂ ବିହନ ଉଦ୍ୟୋଗୀମାନଙ୍କୁ ନିରନ୍ତର ବିହନ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ବିଷୟ ଉପରେ ଆଜି ଚାଷୀଙ୍କ ପାଇଁ ଦୁଇଟି ବୈଷୟିକ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ଅଧିବେଶନରେ ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ କାର୍ଯ୍ୟକ୍ରମର ଶୁଭାରମ୍ଭ ସମ୍ପର୍କରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଧାନ ଫସଲ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ସମ୍ବନ୍ଧୀୟ ସଫଳ କାହାଣୀ ଉପରେ ଏକ ସଂକଳନ ଓ ସ୍ଥାୟୀ ଉତ୍ପାଦନ ଏବଂ ସୁରକ୍ଷା ପାଇଁ କୃଷି ଇନପୁଟ୍ ସୁପାରିଶ ଉପରେ ଏକ ପୁସ୍ତିକାର ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଙ୍କ ମଧ୍ୟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ, ଓୟୁଏଟିର କୁଳପତି ଡକ୍ଟର ପ୍ରଭାତ କୁମାର ରାଉଳ, ଆଇସିଆରଆଇଏସଏଟିର ଡିଜି ଡକ୍ଟର ହିମାଂଶୁ ପାଠକ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା, ଉଦ୍ୟାନ କୃଷି ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ, ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ପରିଚାଳନା ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇଥିଲେ। ପରେ ଉପମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଏବଂ ପ୍ରଦର୍ଶନୀର ଉଦଘାଟନ କରିଥିଲେ ଏବଂ କିଛି ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। 

Powered by Froala Editor

Tags Deputy cm

Related articles Odisha News Lens 4.1

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15108
    May 15, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14011
    May 14, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ
    ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14613
    May 14, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15018
    May 14, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13727
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15067
    May 14, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14552
    May 15, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14509
    May 15, 2026
  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15602
    May 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13727
    May 14, 2026
  • ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15018
    May 14, 2026
  • ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15348
    May 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17476
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17527
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17913
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16361
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14509
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15018
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16005
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16174
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14616
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15401
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15140
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15632
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13958
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13727
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15067
    May 14, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14613
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In