Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

Home ›› ››ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

2026-01-23 06:31:54
14985
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି: ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୃଷି ଓଡ଼ିଶା-୨୦୨୬ ଆଜି ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳପଡ଼ିଆରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି।

କୃଷି ଓଡ଼ିଶା ନବସୃଜନ, ବଜାର ସଂଯୋଗ ଓ ସ୍ଥାୟୀ ଅଭ୍ୟାସ ମାଧ୍ୟମରେ ରାଜ୍ୟର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାର ଲକ୍ଷ୍ୟ ରଖିଛି ବୋଲି ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। କୃଷି ଇକୋସିଷ୍ଟମକୁ ସୁଦୃଢ଼ କରିବା ପାଇଁ କୃଷି ଓଡ଼ିଶା ସଂସ୍ଥାଗତ ସହଯୋଗ ଓ ପାରସ୍ପରିକ ସହଭାଗୀତାର ଅବସର ଆଣିଦେଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ , କୃଷି ବିଭାଗ ଡକ୍ଟର ପାଢୀ ଅଭିହିତ କରିଛନ୍ତି।

କୃଷି ଓଡ଼ିଶା-୨୦୨୬ର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଶ୍ରେଷ୍ଠ ଉତ୍ପାଦର ଉତ୍ପାଦନ, ପ୍ରଦର୍ଶନ, ପ୍ରକ୍ରିୟାକରଣ ଓ କାର୍ଯ୍ୟଶୈଳୀ, ନୂତନ ପ୍ରଯୁକ୍ତିବିଦ୍ୟାର ପ୍ରଦର୍ଶନ ଏବଂ କୃଷକ, ବଜାର ଓ କୃଷି ଉଦ୍ୟୋଗୀଙ୍କ ମଧ୍ୟରେ ସଂଯୋଗ ସ୍ଥାପନ। କୃଷି କାର୍ଯ୍ୟରୁ କିପରି ଲାଭ ପାଇବା ଓ ଏହାକୁ ଆଗେଇ ନେଉଥିବା ସର୍ବୋତ୍ତମ ଉତ୍ପାଦ, ଅଭ୍ୟାସ ଏବଂ ଉଦୀୟମାନ ପ୍ରଯୁକ୍ତିବିଦ୍ୟାର ପ୍ରଦର୍ଶନ ଉପରେ ଗୁରୁତ୍ୱାରୋପ କରାଯାଇଛି।
ବଜାର ଚାହିଦା ଅନୁଯାୟୀ ସ୍ୱତନ୍ତ୍ର ଓ ସୁଗନ୍ଧିତ କିସମର ଧାନ ଚାଷ ଏବଂ ବିହନ ଉଦ୍ୟୋଗୀମାନଙ୍କୁ ନିରନ୍ତର ବିହନ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ବିଷୟ ଉପରେ ଆଜି ଚାଷୀଙ୍କ ପାଇଁ ଦୁଇଟି ବୈଷୟିକ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ଅଧିବେଶନରେ ଓଡ଼ିଶା ଜାତୀୟ ମରୁଡ଼ି ପ୍ରଶମନ କାର୍ଯ୍ୟକ୍ରମର ଶୁଭାରମ୍ଭ ସମ୍ପର୍କରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଧାନ ଫସଲ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ସମ୍ବନ୍ଧୀୟ ସଫଳ କାହାଣୀ ଉପରେ ଏକ ସଂକଳନ ଓ ସ୍ଥାୟୀ ଉତ୍ପାଦନ ଏବଂ ସୁରକ୍ଷା ପାଇଁ କୃଷି ଇନପୁଟ୍ ସୁପାରିଶ ଉପରେ ଏକ ପୁସ୍ତିକାର ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଙ୍କ ମଧ୍ୟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ, ଓୟୁଏଟିର କୁଳପତି ଡକ୍ଟର ପ୍ରଭାତ କୁମାର ରାଉଳ, ଆଇସିଆରଆଇଏସଏଟିର ଡିଜି ଡକ୍ଟର ହିମାଂଶୁ ପାଠକ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା, ଉଦ୍ୟାନ କୃଷି ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ, ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ପରିଚାଳନା ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇଥିଲେ। ପରେ ଉପମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଏବଂ ପ୍ରଦର୍ଶନୀର ଉଦଘାଟନ କରିଥିଲେ ଏବଂ କିଛି ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। 

Powered by Froala Editor

Tags Deputy cm

Related articles Odisha News Lens 4.1

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15343
    Jan 22, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14773
    Jan 23, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15852
    Jan 20, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    16021
    Jan 20, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13677
    Jan 21, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13581
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14625
    Jan 21, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15424
    Jan 21, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14526
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15424
    Jan 21, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14526
    Jan 22, 2026
  • ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15852
    Jan 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17309
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14773
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15424
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16025
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15740
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16412
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13581
    Jan 22, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15343
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15852
    Jan 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In