Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ରାଜ୍ୟ
Home ›› ରାଜ୍ୟ ››ସୁଭଦ୍ରା ଯୋଜନା ଆପଣଙ୍କୁ ସେହି ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି: ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନା ଆପଣଙ୍କୁ ସେହି ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି: ମୁଖ୍ୟମନ୍ତ୍ରୀ

2026-01-23 12:31:45
13615
Share:
Facebook
Twitter
E-Mail
WhatsApp
Telegram
ସୁଭଦ୍ରା ଯୋଜନା ଆପଣଙ୍କୁ ସେହି ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଓଡ଼ିଶାର ସର୍ବ ବୃହତ ମହିଳା କେନ୍ଦ୍ରିକ କଲ୍ୟାଣ ଯୋଜନା ସୁଭଦ୍ରାର ପ୍ରାୟ ୪ ଲକ୍ଷ  ୫୭ ହଜାର ରୁ ଉର୍ଦ୍ଧ୍ବ  ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଦାନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩୧୫ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସହାୟତା ରାଶି DBT ମାଧ୍ୟମରେ ପ୍ରଦାନ କରିଥିଲେ।

ସୂଚନା ଯୋଗ୍ୟଯେ, ସୁଭଦ୍ରା ଯୋଜନା ଅନ୍ତର୍ଗତ ପ୍ରଥମ, ଦ୍ବିତୀୟ ଅବଶିଷ୍ଟ ଏବଂ ତୃତୀୟ କିସ୍ତି ପାଇନଥିବା ହିତାଧିକାରୀଙ୍କୁ ଏବଂ ନୂତନ ଭାବେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପଞ୍ଜୀକୃତ ହୋଇଥିବା ହିତାକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେଯେ,  ବାର୍ଷିକ ୧୧ ହଜାର କୋଟି ଟଙ୍କାର ବ୍ୟୟବରାଦ  ହୋଇଥିବା “ସୁଭଦ୍ରା” ହେଉଛି ସ୍ଵାଧୀନତା ପରବର୍ତ୍ତୀ ଓଡିଶାର ସର୍ବବୃହତ୍ ମହିଳା କୈନ୍ଦ୍ରିକ ଯୋଜନା, ଯେଉଁଥିରେ ୨୧ ରୁ ୬୦ ବର୍ଷ ବୟସର ୧ କୋଟିରୁ ଉର୍ଦ୍ଧ୍ଵ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ମଧ୍ୟରେ ବାର୍ଷିକ ୧୦ ହଜାର ଟଙ୍କା ଲେଖାଏଁ ଦୁଇଟି କିସ୍ତିରେ,  ମୋଟ ୫୦ ହଜାର ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ଅଛି। ସେଇଥିପାଇଁ "ସୁଭଦ୍ରା” ଓଡ଼ିଶାର ସମସ୍ତ ମା' ଭଉଣୀଙ୍କ ପ୍ରତି ସରକାରଙ୍କ ପ୍ରତିବଦ୍ଧତାର ଜ୍ଵଳନ୍ତ ନିଦର୍ଶନ।


ଆମ ସରକାର ଆସିବାମାତ୍ରେ ପ୍ରଥମ ଦିନରେ ହିଁ ଏଥିପାଇଁ କ୍ଯାବିନେଟରେ ନିଷ୍ପତ୍ତି ହୋଇ ସେପ୍ଟେମ୍ବର ୧୭, ୨୦୨୪ ତାରିଖରେ ପ୍ରଥମ କିସ୍ତି ଦିଆ ଯାଇଥିଲା। ସୁଭଦ୍ରା ଯୋଜନାର  ଶୁଭାରମ୍ଭ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଭବ୍ୟ ଉପସ୍ଥିତିରେ  ଭୁବନେଶ୍ଵରଠାରେ  ଆରମ୍ଭ ହୋଇଥିଲା ଏବଂ ଅଦ୍ୟାବଧି, ଏକ କୋଟିରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ତିନୋଟି କିସ୍ତିରେ ମୋଟ ୧୫ ହଜାର କୋଟିରୁ ଉର୍ଦ୍ଧ ଟଙ୍କାର ସହାୟତା ରାଶି ପ୍ରଦାନ କରି ସାରିଲୁଣି । ଏହି ଦୁଇଟି କିସ୍ତିକୁ ପ୍ରତି ବର୍ଷ ରାକ୍ଷୀ ପୂର୍ଣ୍ଣିମା ଏବଂ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରେ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଯାହା କ୍ରମଶ ସଫଳ ହେବାରେ ଲାଗିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ସଶକ୍ତିକରଣ ଓ ସେମାନଙ୍କ ଆର୍ଥିକ ସ୍ୱାବଲମ୍ବିତା ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆର୍ଥିକ ସ୍ୱାଧୀନତା ଆତ୍ମବିଶ୍ୱାସ ଆଣିଥାଏ। ଯେତେବେଳେ ଜଣେ ମହିଳାଙ୍କ ହାତରେ ଟଙ୍କା ଥାଏ, ପରିବାର ଏବଂ ସମାଜରେ ତାଙ୍କର ସ୍ୱର ଅଧିକ ଶକ୍ତିଶାଳୀ ହୋଇଯାଏ । ସେ ନିଷ୍ପତ୍ତି ନେଇପାରନ୍ତି, ଭବିଷ୍ୟତ ପାଇଁ ଯୋଜନା କରିପାରନ୍ତି ଏବଂ ସାହସର ସହିତ ଚ୍ୟାଲେଞ୍ଜଗୁଡ଼ିକର ସମ୍ମୁଖୀନ ହୋଇପାରନ୍ତି । ସୁଭଦ୍ରା ଯୋଜନା ଆପଣଙ୍କୁ ସେହି ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି । ଏହି ଯୋଜନା ସାମାଜିକ ନ୍ୟାୟ ମଧ୍ୟ ପ୍ରଦାନ କରୁଛି । ଏହା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବର୍ଗ, ଗ୍ରାମାଞ୍ଚଳ, ଆଦିବାସୀ ସମ୍ପ୍ରଦାୟ, ସହରାଞ୍ଚଳ ଗରିବ ପରିବାର ଏବଂ ସାହାଯ୍ୟର ଆବଶ୍ୟକତା ଥିବା ସମସ୍ତ ମହିଳା ଓ ସେମାନଙ୍କ ପରିବାରଙ୍କୁ ସମର୍ଥନ କରିବା ଉପରେ ଧ୍ୟାନ ଦିଏ । କାରଣ ଆମର ଲକ୍ଷ୍ୟ ହେଉଛି, ବିକାଶ ଯାତ୍ରାରେ କେହି ପଛରେ ରହିବା ଉଚିତ୍ ନୁହେଁ। 

ଆମ ସରକାର କେବଳ ସୁଭଦ୍ରା ଯୋଜନାରେ ସୀମାବଦ୍ଧ ହୋଇ ରହି ନାହାନ୍ତି। ଚଳିତ ବଜେଟରେ ରେକର୍ଡ ୮୯ ହଜାର ୮୬୨ କୋଟି ଟଙ୍କା କେବଳ ମା’ ମାନଙ୍କ ପାଇଁ ପ୍ରାବଧାନ କରାଯାଇଛି। ଏହି ପ୍ରାବଧାନ ମୋଟ ବଜେଟ ଆକାରର ପ୍ରାୟ ୩୦ ପ୍ରତିଶତ। 

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ ସୁଭଦ୍ରା ଯୋଜନା ଶିଖାଇ ଦେଇଛି ଯେ ମହିଳା ଟିଏ ନିଜ ବଳରେ ନିଜର ଉଦ୍ୟମିତା ଆରମ୍ଭ କରିପାରେ। ସମ୍ମାନ, ସ୍ୱାବଲମ୍ବୀ ଓ ସ୍ୱାଭିମାନର ଲକ୍ଷ୍ୟ ନେଇ ଆମେ ସମୃଦ୍ଧ ଓଡ଼ିଶା ଏବଂ ବିକଶିତ ଓଡ଼ିଶା ଗଠନ ହୋଇପାରିବ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ ଶ୍ରୀ ମହିଳା ଓ ଶିଶୁବିକାଶ ବିଭାଗ  ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଏବଂ ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନୀଷା ବାନାର୍ଜୀ ପ୍ରମୁଖ ମଂଚାସୀନ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14366
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15181
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14140
    Oct 09, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15632
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15451
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15812
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14723
    Oct 09, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13386
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15396
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15812
    Oct 09, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15396
    Oct 10, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14140
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17169
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17816
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18233
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14474
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14580
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15587
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14260
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15997
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15679
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14965
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13386
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15451
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15396
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In