Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ରାଜ୍ୟ
Home ›› ରାଜ୍ୟ ››ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆଡଭାଇଜରି ଜାରି

ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆଡଭାଇଜରି ଜାରି

2026-01-23 12:48:56
15371
Share:
Facebook
Twitter
E-Mail
WhatsApp
Telegram
ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆଡଭାଇଜରି ଜାରି

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସକୁ ଦୃଷ୍ଟିରେ ରଖି ବିମାନ ଯାତ୍ରା ପାଇଁ ଆଡଭାଇଜରି ଜାରି କରିଛନ୍ତି ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ । ଆଗୁଆ ପହଞ୍ଚିବା ସହ ଚେକ୍‌-ଇନ୍‌ରେ ସମୟ ଦେବାକୁ ଯାତ୍ରୀଙ୍କୁ ଅନୁରୋଧ କରାଯାଇଥିବା ବେଳେ ବିମାନବନ୍ଦର ସୁରକ୍ଷାକର୍ମୀଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛି ବିମାନ ବନ୍ଦର ।ଗଣତନ୍ତ୍ର ଦିବସ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବିମାନ ବନ୍ଦର ଯାତ୍ରୀମାନଙ୍କୁ ପରାମର୍ଶ ଦିଆଯାଇଛି- ଯଥା, ଠିକ ସମୟ ବହୁ ପୂର୍ବରୁ ବିମାନବନ୍ଦରରେ ପହଞ୍ଚିବାକୁ ଯାତ୍ରୀଙ୍କୁ ପରାମର୍ଶ, ଚେକ୍-ଇନ୍ ଏବଂ ସୁରକ୍ଷା ପ୍ରକ୍ରିୟା ପାଇଁ ପର୍ଯ୍ୟାପ୍ତ ସମୟ ଦିଅନ୍ତୁ, ବିମାନବନ୍ଦର ଏବଂ ସୁରକ୍ଷା କର୍ମୀଙ୍କ ସହ ସହଯୋଗ କରିବାକୁ ପରାମର୍ଶ ଦିଆଯାଇଛି, ଉଡ଼ାଣ ସମ୍ବନ୍ଧୀୟ ସୂଚନା ପାଇଁ, ଯାତ୍ରୀମାନଙ୍କୁ ସେମାନଙ୍କ ସମ୍ପୃକ୍ତ ଏୟାରଲାଇନ୍ସ ସହିତ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।ସୂଚନା ଅନୁଯାୟୀ, ପ୍ରଥମ ଥର ପାଇଁ ରେକର୍ଡ କରିଛି ଭୁବନେଶ୍ୱର ବିମାନ ବନ୍ଦର । ଯାହା ବର୍ଷକୁ ୫.୧୫ ମିଲିୟନ ଯାତ୍ରୀ ଭୁବନେଶ୍ୱରକୁ ବିମାନ ଯୋଗେ ଯାତାୟାତ କରିଛନ୍ତି । ଯାହା ଦେଶରେ ୧୩ ତମ ବିମାନ ବନ୍ଦରରେ ରହିଛି । ୭୦ ମିଲିୟନ ସହ ପ୍ରଥମ ସ୍ଥାନରେ ରହିଛି ଦିଲ୍ଲୀ ବିମାନ ବନ୍ଦର । ଭୁବନେଶ୍ୱରକୁ ଆହୁରି ଅଧିକ ସଂଯୋଗୀକରଣ କରାଯାଇ କିଭଳି ଭାବରେ ଅଧିକ ଯାତ୍ରୀ ଯାତାୟାତ କରିବେ, ସେନେଇ ଧ୍ୟାନ ଦିଆଯାଉଛି । ବର୍ତମାନ ୩୦ ବଦଳରେ ୨୮ ସ୍ଥାନକୁ ବିମାନ ଯିବାଆସିବା କରୁଛି ।


୨୦୨୩ -୨୪ ମସିହାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪୬ ଲକ୍ଷ ଯାତ୍ରୀ ରେକର୍ଡ ହୋଇଥିବା ବେଳେ ୨୦୨୨- ୨୩ ମସିହାରେ ଏହି ସଂଖ୍ୟା ୩୬ ଲକ୍ଷ ଥିଲା । ତେବେ ଦୈନିକ ଯିବାଆସିବା ଯାତ୍ରୀଙ୍କ ସଂଖ୍ୟା ରହୁଛି ୧୪ ହଜାର । ତେବେ ୨୦୨୩-୨୪ ଆର୍ଥିକ ବର୍ଷରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପ୍ରାୟ ୧୦ ଲକ୍ଷ ଯାତ୍ରୀଙ୍କ ଅଭିବୃଦ୍ଧି ଘଟିଥିଲା ।

Powered by Froala Editor

Tags Biju pattanaik

Related articles Odisha News Lens 4.1

  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13822
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14572
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15018
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15435
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13771
    Oct 09, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15534
    Oct 09, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15114
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13864
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15395
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15018
    Oct 08, 2026
  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14572
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13822
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14438
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14545
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15555
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14227
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15964
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15435
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14721
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15437
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13822
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15395
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13771
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In