Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଆରେ ହେବ 'ଏଆଇ ଆପ୍ଲିକେସନ'

ଓଡ଼ିଆରେ ହେବ 'ଏଆଇ ଆପ୍ଲିକେସନ'

2026-01-25 07:34:46
14633
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଆରେ ହେବ 'ଏଆଇ ଆପ୍ଲିକେସନ'

ଭୁବନେଶ୍ବର: ରାଜ୍ୟରେ ସୃଷ୍ଟି ହେବ ସୁରକ୍ଷିତ 'ଏଆଇ' ଭିତ୍ତିଭୂମି । ଓଡ଼ିଆରେ ହେବ 'ଏଆଇ ଆପ୍ଲିକେସନ' । ଭିଜନ-୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ସୁସ୍ଥ ଓ ସୁରକ୍ଷିତ କୃତ୍ରିମ ବୁଦ୍ଧିମତା ବା ଏଆଇ ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି ସରକାର । ଏଥିପାଇଁ ଦେଶର ପ୍ରମୁଖ ଏଆଇ କମ୍ପାନୀ ସର୍ଭମର ଅଧିକାରୀଙ୍କ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟ ବରିଷ୍ଠ ଅଧିକାରୀ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଦୀର୍ଘକାଳୀନ ସାଧାରଣ ଲୋକଙ୍କ ଦକ୍ଷତା ବୃଦ୍ଧି ସହ ରାଜ୍ୟର ନିଜସ୍ଵ ସାର୍ବଭୌମ୍ୟ ଭିତ୍ତିଭୂମି ସୃଷ୍ଟି କରିବା ନେଇ ଆଲୋଚନା ହୋଇଛି । ବୈଠକରେ ରାଜ୍ୟ ସରକାର ରାଜ୍ୟରେ ଏକ ସୁରକ୍ଷିତ ଏଆଇ ଭିତ୍ତିଭୂମି ସୃଷ୍ଟି ସହ ରାଜ୍ୟର ଡାଟା ପରିଚାଳନା ଓ ସାଧାରଣ ଲୋକଙ୍କ ପାଇଁ ଉପଯୋଗୀ ଏଆଇ ପରିବେଶ ସୃଷ୍ଟି ଉପରେ ଗୁରୁତ୍ବ ଦିଆଯାଇଛି ।
ରାଜ୍ୟରେ ଶିକ୍ଷା, କୃଷି, ସ୍ୱାସ୍ଥ୍ୟ ସେବା, ଇ-ଗଭର୍ଣ୍ଣାନ୍ସ ଓ ସର୍ବସାଧାରଣ ସୁରକ୍ଷା ନେଇ ସ୍ଵର ପରିଚାଳିତ ବା ଭଏସ ଏନବୁଲ ଏଆଇ ଆପ୍ଲିକେସନର ବିକାଶକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଇଛି । ଏହି ଆପ୍ଲିକେସନ ଦ୍ୱାରା ରାଜ୍ୟର ତୃଣମୂଳସ୍ତର ପର୍ଯ୍ୟନ୍ତ ସରକାରଙ୍କ ବିକାଶମୂଳକ ଯୋଜନାର ସୁଫଳ ଓ ବାର୍ତ୍ତା ପହଞ୍ଚିପାରିବ । ବିଶେଷକରି ଗ୍ରାମାଞ୍ଚଳ ଓ ଆଦିବାସୀ ଅଧ୍ୟଷିତ ଅଞ୍ଚଳରେ ରହୁଥିବା ଅଳ୍ପଶିକ୍ଷିତ ଲୋକଙ୍କ ପାଇଁ ଏହା ଲାଭଦାୟକ ହୋଇପାରିବ । ଏହା ଦ୍ୱାରା ସାଧାରଣ ଗ୍ରାମୀଣ ଲୋକେ ଯୋଜନାର ସୁଫଳ ନେବା ସହ ନିଜ ଅଭିଯୋଗ ମଧ୍ୟ ସହଜରେ ଦାଖଲ କରିପାରିବେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,"ଓଡ଼ିଶା କେବଳ ଟେକ୍ନୋଲୋଜିକୁ ଅନୁକରଣ କରିବ ନାହିଁ । ବରଂ ନୂଆ ଟେକ୍ନୋଲୋଜିକୁ ଆପଣାଇବାରେ ଅନ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ସାଜିବ । ପ୍ରଶାସନିକ ବ୍ୟବସ୍ଥାରେ ଓଡ଼ିଶାର ଏଆଇ ଅନ୍ୟ ରାଜ୍ୟ ପାଇଁ ମାଇଲଖୁଣ୍ଟ ହେବ । ଏହା ଦ୍ବାରା ଲୋକଙ୍କୁ ସେବା ପ୍ରଦାନ ସହଜ ହେବ ।" ମୁଖ୍ୟମନ୍ତ୍ରୀ ସହ ରାଜ୍ୟ ବୈଷୟିକ ଓ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ କମ୍ପାନୀ ଅଧିକାରୀଙ୍କ ସହ ଏଆଇର ଉପଯୋଗ ଏବଂ ରାଜ୍ୟ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଛନ୍ତି । "

Powered by Froala Editor

Tags AI

Related articles Odisha News Lens 4.1

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14016
    Oct 09, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14318
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13339
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15770
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14098
    Oct 09, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15405
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15585
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15134
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14685
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14685
    Oct 09, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14098
    Oct 09, 2026
  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15770
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17166
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17814
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18231
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14468
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14574
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15581
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14254
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15991
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15640
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14926
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15545
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14021
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14098
    Oct 09, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14318
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15134
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In