Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

ରାଜ୍ୟ
Home ›› ରାଜ୍ୟ ››ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆଜିଠୁ ଆରମ୍ଭ

ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆଜିଠୁ ଆରମ୍ଭ

2026-01-25 11:46:28
15718
Share:
Facebook
Twitter
E-Mail
WhatsApp
Telegram
ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆଜିଠୁ ଆରମ୍ଭ

ଭୁବନେଶ୍ୱର: ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆଜିଠୁ ଆରମ୍ଭ ହୋଇଛି। ଏନେଇ ଖଣ୍ଡଗିରିର ପାଦଦେଶରେ ଦେଶ ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବିଭିନ୍ନ ସମ୍ପ୍ରଦାୟର ସାଧୁସନ୍ଥ ଆସ୍ଥାନ ଜମାଇଲେଣି। ଯଜ୍ଞକୁଣ୍ଡ ସହ ସାଧୁସନ୍ଥଙ୍କ ରହିବା ପାଇଁ ଅସ୍ଥାୟୀ ଘରର ବନ୍ଦୋବସ୍ତ ସରିଛି। ସେହିପରି ରବିବାର ପ୍ରାତଃରୁ ଯଜ୍ଞ ଓ ହୋମରେ ପ୍ରକମ୍ପିତ ହେବ ଖଣ୍ଡଗିରିର ପାଦଦେଶ। ଏହି ଅବସରରେ ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଅଧ୍ୟକ୍ଷ ବାବା ପଞ୍ଚଦେବଙ୍କ ଆବାହକତ୍ୱରେ ପୂର୍ବାହ୍ନରେ ଜାଗମରା ପୁଷ୍କରିଣୀରୁ ପୂର୍ଣ୍ଣକୁମ୍ଭ ସଂକୀର୍ତ୍ତନ କରାଯାଇ କଳସ ସ୍ଥାପନ ହେବ। ୮ଦିନ ବ୍ୟାପୀ ସନାତନ ବୈଦିକ ଧର୍ମ ସଂସ୍କୃତି ଅନୁଯାୟୀ ଚତୁ୍‌ର୍ବେଦ ପାରାୟଣ ତଥା ଯଦୁର୍ବେଦ ଅନୁଯାୟୀ ଯଜ୍ଞ କରାଯିବ। ସ୍ବାମୀ ଆତ୍ମାନନ୍ଦ ସରସ୍ବତୀ ପରିବ୍ରାଜକ ଓଡ଼ିଶା, ଗୁରୁକୁଳ ବେଦବ୍ୟାସ ରାଉରକେଲା, ଆମସେନା ଗୁରୁକୁଳ ନୂଆପଡ଼ୀରୁ ବେଦ ପାଠୀ ବ୍ରହ୍ମଚାରୀମାନଙ୍କ ଦ୍ୱାରା ଯଜ୍ଞକାର୍ଯ୍ୟ ଆହୁତି ହେବା ସହିତ ବ୍ରହ୍ମାନନ୍ଦ ଗୌରବ ଗୁରୁକୁଳ, ତପୋବନ ଖଣ୍ଡଗିରି ବ୍ରହ୍ମଚାରିଣୀଙ୍କ ଦ୍ବାରା ଭଜନ କୀର୍ତ୍ତନ କରାଯିବ। ଏଥିସହ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭଜନ ଜଣାଣ କାର୍ଯ୍ୟକ୍ରମ ରହିବ। ତେବେ କୁମ୍ଭମେଳାରେ ଆତ୍ମଘୋଷିତ ସାଧୁସନ୍ଥଙ୍କ କୁମ୍ଭମେଳାର ସଂଯୋଜକ ବ୍ରହ୍ମଚାରୀ ବିଶେଷ ଚୈତନ କହିଛନ୍ତି, ଖଣ୍ଡଗିରି ମହାମେଳାରେ କୌଣସି ଆତ୍ମଘୋଷିତ ମହାମଣ୍ଡଳେଶ୍ୱର ମହାରାଜ ଛଦ୍ମବେଶୀଙ୍କୁ ସ୍ଥାନ ଦିଆଯିବ ନାହିଁ। ଦରକାର ପଡ଼ିଲେ ସେମାନଙ୍କର ମଠ କେଉଁଠାରେ ଏବଂ ପ୍ରକୃତ ନାଁ କ’ଣ ଜଣାପଡ଼ିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ଅପସଂସ୍କୃତି, କୁସଂସ୍କାର, ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କୁମ୍ଭମେଳାର ସାଧୁସନ୍ଥମାନେ ସ୍ଥିର କରିଛନ୍ତି।
ଖଣ୍ଡଗିରି ମେଳାରେ ଅନ୍ୟତମ ଆକର୍ଷଣ ସାଜିଥିବା ଯାତ୍ରା ସହାସମର ଆସନ୍ତା ୨୭ତାରିଖରୁ ୭ ପେଣ୍ଡାଲରେ ଆରମ୍ଭ ହେବ। ଏଥର କୌଣସି ଅଶ୍ଳୀଳତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ବିଭିନ୍ନ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଛି। ପୁରୁଣା ପାର୍ଟି ସହ ୪ଟି ନୂଆ ପାର୍ଟି ସାମିଲ ହେବେ।

Powered by Froala Editor

Tags Kumva mela

Related articles Odisha News Lens 4.1

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13510
    Oct 10, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15484
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15568
    Oct 10, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14370
    Oct 11, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15747
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15296
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13333
    Oct 11, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15520
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14829
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15484
    Oct 11, 2026
  • ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13510
    Oct 10, 2026
  • ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14481
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17170
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17860
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17817
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18234
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14487
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14594
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15601
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14274
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16011
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15775
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15022
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15547
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14023
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15296
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13510
    Oct 10, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14829
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In