Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ଅପମିଶ୍ରିତ ଘିଅ ବ୍ୟବହୃତ ମାମଲା: ୩୬ ଅଭିଯୁକ୍ତ ନାମରେ ସିବିଆଇ ଚାର୍ଜସିଟ୍‌

ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ଅପମିଶ୍ରିତ ଘିଅ ବ୍ୟବହୃତ ମାମଲା: ୩୬ ଅଭିଯୁକ୍ତ ନାମରେ ସିବିଆଇ ଚାର୍ଜସିଟ୍‌

2026-01-25 15:07:39
15342
Share:
Facebook
Twitter
E-Mail
WhatsApp
Telegram
ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ଅପମିଶ୍ରିତ ଘିଅ ବ୍ୟବହୃତ ମାମଲା: ୩୬ ଅଭିଯୁକ୍ତ ନାମରେ ସିବିଆଇ ଚାର୍ଜସିଟ୍‌


ନୂଆଦିଲ୍ଲୀ: ଆନ୍ଧ୍ର ପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରରେ ପ୍ରସ୍ତୁତ ଲଡୁରେ ଅପମିଶ୍ରିତ ଘିଅ ବ୍ୟବହୃତ ହୋଇଥିବା ମାମଲାରେ ସିବିଆଇ ପକ୍ଷରୁ ଶନିବାର ନେଲୋରସ୍ଥିତ ଦୁର୍ନୀତି ନିବାରଣ ଅଦାଲତରେ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଏଥିରେ ମୋଟ ୩୬ ଜଣଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ଏମାନଙ୍କ ମଧ୍ୟରେ ଉତ୍ତରାଖଣ୍ଡସ୍ଥିତ ଭୋଲେବାବା ଅର୍ଗାନିକ ଡେୟାରିର ଦୁଇ ନିର୍ଦେଶକ ପୋମିଲ ଓ ବିପିନ ଜୈନ, ବୈଷ୍ଣନୀ ଡେୟାରିର ସିଇଓ ଅପୂର୍ବ ବିନୟକାନ୍ତ ଚାୱଡା, ଏଆର ଡେୟାରିର ପରିଚାଳନା ନିର୍ଦେଶକ ଆର.ରାଜଶେଖରନ ଏବଂ ଦିଲ୍ଲୀର ବ୍ୟବସାୟୀ ଅଜୟ କୁମାର ସୁଗନ୍ଧ ସାମିଲ ଅଛନ୍ତି। ଏମାନଙ୍କ ଦ୍ବାରା ପରିଚାଳିତ କମ୍ପାନୀ ତିରୁପତି ମନ୍ଦିରକୁ ଯେଉଁ ଘିଅ ଯୋଗାଇଥିଲେ ସେଥିରେ ପାମ୍‌ ଅଏଲ, କେର୍ନଲ ଅଏଲ ଏବଂ ପଶୁ ଚର୍ବି ମିଶ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହା ବ୍ୟତୀତ ତିରୁପତି ମନ୍ଦିରର ଏକାଧିକ ବରିଷ୍ଠ ଅଧିକାରୀ ଯଥା ପି.କେ.ମୁରଲୀକୃଷ୍ଣ, ଆର.ଏସ.ସୁବ୍ରମଣ୍ୟମ, ସି.ଆପନ୍ନା, ୱାଇ.ଭି.ସୁବାରେଡ୍ଡୀ ମଧ୍ୟ ଅଭିଯୁକ୍ତ ତାଲିକାଭୁକ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ ତିରୁପତି ମନ୍ଦିରରେ ପ୍ରସ୍ତୁତ ହେଉଥିବା ଲଡୁରେ ପଶୁ ଚର୍ବି ମିଶ୍ରଣ କରାଯାଉଛି ବୋଲି ୨୦୨୪ ସେପ୍ଟେମ୍ବରରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ତିରୁପତି ମନ୍ଦିରକୁ ଲକ୍ଷାଧିକ ଭକ୍ତ ଦର୍ଶନ କରିବାକୁ ଆସୁଥିବାବେଳେ ପ୍ରସାଦ ଭାବେ ସେମାନଙ୍କୁ ଏହି ଲଡୁ ପ୍ରଦାନ କରାଯାଇଥାଏ। ପ୍ରଥମେ ଏହାର ତଦନ୍ତ ଦାୟିତ୍ବ ଏସଆଇଟି ଉପରେ ନ୍ୟସ୍ତ କରାଯାଇଥିଲା। ତେବେ ସୁପ୍ରିମକୋର୍ଟଙ୍କ ନିର୍ଦେଶକ୍ରମେ ୨୦୨୪ ଅକ୍ଟୋବରରେ ଏହି ଦାୟିତ୍ବ ସିବିଆଇ ଗ୍ରହଣ କରିଥିଲା। ଦୀର୍ଘ ୧୫ ମାସ ଧରି ସିବିଆଇ ପକ୍ଷରୁ ୧୨ଟି ରାଜ୍ୟରେ ଏହି ଘଟଣାକୁ ନେଇ ଚଢଉ କରାଯାଇଥିଲା। ତିରୁପତି ମନ୍ଦିରକୁ ୬୮ ଲକ୍ଷ କିଲୋ ଅପମିଶ୍ରିତ ଘିଅ ଯୋଗାଣ କରାଯାଇଥିବାବେଳେ ୨୫୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଜଣାପଡିଛି। ଅପମିଶ୍ରିତ ଲଡୁକୁ ବିଭିନ୍ନ ପରୀକ୍ଷାଗାରକୁ ପଠାଯାଇଥିବାବେଳେ ସେଥିରେ ପଶୁଚର୍ବି ମିଶିଥିବାର ପ୍ରମାଣ ମିଳିଥିଲା।

Powered by Froala Editor

Tags Tirupati laddu

Related articles Odisha News Lens 4.1

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15549
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13449
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15520
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13532
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14113
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14652
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15088
    May 21, 2026
  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13821
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14808
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13821
    May 21, 2026
  • ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14393
    May 21, 2026
  • ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13532
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16871
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17486
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17538
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17922
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14393
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14161
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14420
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15483
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15092
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15412
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15151
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15644
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13974
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14393
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15088
    May 21, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14652
    May 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In