ସାଧାରଣତନ୍ତ୍ର ଦିବସ: ବାରବାଟୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
କଟକ: ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକ ବାରବାଟୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ ଏବଂ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିଛନ୍ତି । ପରେ ପରେ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଛି ।
Powered by Froala Editor