Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ...

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ...

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ ...

  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ...

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

ରାଜ୍ୟ
Home ›› ରାଜ୍ୟ ››ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

2026-01-26 03:47:29
15073
Share:
Facebook
Twitter
E-Mail
WhatsApp
Telegram
ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଭବ୍ୟ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି । ଯେଉଁଥିରେ ବିଭିନ୍ନ ୟନିଫର୍ମ ଟ୍ରୁପ, ସିଆରପିଏଫ୍‌, ଓଆଇଏସଏଫ୍‌ ଏବଂ ହୋମଗାର୍ଡ ସିଭିଲ ଡିଫେନ୍ସ ଭଳି କଣ୍ଟିନଜେଣ୍ଟ ସାମିଲ ହୋଇଛନ୍ତି ।

ଏଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଦେଖିବାକୁ ମିଳିଛି ୧୨ଟି ବିଭାଗର ପ୍ରଜ୍ଞାପନ ମେଢ । ବିଭିନ୍ନ ଜିଲାର ୫ଟି ଲୋକନୃତ୍ୟ ଓ ଲୋକକଳା ଗ୍ରୁପ୍‌ ବି ଅଂଶ ଗ୍ରହଣ କରିଛନ୍ତି । କୌଶଳ ପ୍ରଦର୍ଶନ କରିଛନ୍ତି ଡେୟାର ଡେଭିଲ୍‌ ସହ ସ୍କେଟିଂ ଗ୍ରୁପ୍‌ ।

Powered by Froala Editor

Tags January 26

Related articles Odisha News Lens 4.1

  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15444
    Jun 13, 2026
  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ
    ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14860
    Jun 14, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14250
    Jun 13, 2026
  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13858
    Jun 14, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13887
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼
    ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14426
    Jun 14, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14012
    Jun 13, 2026
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13385
    Jun 14, 2026
  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...
    ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...

    13839
    Jun 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ଛୁଟି

    13839
    Jun 14, 2026
  • ଦେଶ-ଦେଶାନ୍ତର

    ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14860
    Jun 14, 2026
  • ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14250
    Jun 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16925
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17543
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17591
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17983
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14977
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13583
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15457
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14250
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14141
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15466
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15213
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15696
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14039
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13887
    Jun 14, 2026
  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ଜଳସଙ୍କଟ

    14250
    Jun 13, 2026
  • ମୋଦୀଙ୍କ ୟୁରୋପ ଗସ୍ତ

    15148
    Jun 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In