Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ...

  • କାଶ୍ମୀର ପଣ୍ଡିତଙ୍କ ହତ୍ୟା ମାମଲାର ଫାଇଲ ...

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

ରାଜ୍ୟ
Home ›› ରାଜ୍ୟ ››ବିଶ୍ଵର ସବୁଠାରୁ ଦୀର୍ଘ ଲିଖିତ ସମ୍ବିଧାନ ଆମର ବର୍ତ୍ତମାନ ଓ ଭବିଷ୍ୟତର ମାର୍ଗଦର୍ଶକ

ବିଶ୍ଵର ସବୁଠାରୁ ଦୀର୍ଘ ଲିଖିତ ସମ୍ବିଧାନ ଆମର ବର୍ତ୍ତମାନ ଓ ଭବିଷ୍ୟତର ମାର୍ଗଦର୍ଶକ

2026-01-26 08:05:25
15383
Share:
Facebook
Twitter
E-Mail
WhatsApp
Telegram
ବିଶ୍ଵର ସବୁଠାରୁ ଦୀର୍ଘ ଲିଖିତ ସମ୍ବିଧାନ ଆମର ବର୍ତ୍ତମାନ ଓ ଭବିଷ୍ୟତର ମାର୍ଗଦର୍ଶକ

କଟକ: ବାରବାଟୀ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ଯେ ଅଗଷ୍ଟ ୧୫, ୧୯୪୭ ମସିହାରେ ପରାଧୀନତାର ଜଞ୍ଜିରରୁ ମୁକ୍ତ ହୋଇ ଭାରତମାତାକୁ ମିଳିଥିଲା ସ୍ଵାଧୀନତା। କିନ୍ତୁ, ସେଇ ସଂଗ୍ରାମ ସେଇଠି ସମାପ୍ତ ହୋଇ ନ ଥିଲା। ବରଂ ସ୍ଵାଧୀନତା ପରେ ଦୁଇଟି ବଡ ଆହ୍ଵାନର ସମ୍ମୁଖୀନ ହୋଇଥିଲା ଆମ ଦେଶ।

ପ୍ରଥମଟି, ଦେଶର ବିଭାଜନର ବିଭୀଷିକା ଏବଂ ଦ୍ଵିତୀୟଟି, ଦେଶକୁ ବିଧି ବ୍ୟବସ୍ଥା ମଧ୍ୟରେ ଶାସନ କରିବା ପାଇଁ ଏକ ସମ୍ବିଧାନ ପ୍ରସ୍ତୁତ କରିବା।  ଏହି ସବୁ ଆହ୍ଵାନ ମଧ୍ୟରେ ସେ ସମୟର ବିଦ୍ଵାନ ଓ ବିଶେଷଜ୍ଞଗଣ ଭାରତକୁ ଏକ ସଶକ୍ତ ରାଷ୍ଟ୍ରରେ ପରିଣତ କରିବା ପାଇଁ, ଏକ ମନ ଏକ ପ୍ରାଣରେ ଏକ ଲିଖିତ ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ନିଜକୁ ଉତ୍ସର୍ଗ କରିଦେଇଥିଲେ। ଡକ୍ଟର ଆମ୍ବେଦକରଙ୍କ ନେତୃତ୍ଵରେ ସମ୍ବିଧାନ ସଭାରେ ଦୀର୍ଘ ଦୁଇ ବର୍ଷ ୧୧ ମାସ ୧୭ ଦିନର ଉଚ୍ଚକୋଟିର ବିତର୍କ, ଆଲୋଚନାର ଫଳସ୍ଵରୂପ ଦେଶକୁ ମିଳିଲା ଏକ ନୂତନ ସମ୍ବିଧାନ। ୧୯୫୦ ମସିହା ଆଜିର ଦିନରେ ସାରା ଦେଶରେ କାର୍ଯ୍ୟକାରୀ ହେଲା, ଏବଂ ସେହିଦିନ ଆମ ଦେଶ ଭାରତ ଏକ ସାର୍ବଭୌମ ଗଣତନ୍ତ୍ର ରାଷ୍ଟ୍ର ଭାବେ ପ୍ରତିଷ୍ଠିତ ହୋଇଥିଲା ।

ବିଶ୍ଵର ସବୁଠାରୁ ଦୀର୍ଘ ଲିଖିତ ସମ୍ବିଧାନ ଆମର ବର୍ତ୍ତମାନ ଓ ଭବିଷ୍ୟତର ମାର୍ଗଦର୍ଶକ । ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ପ୍ରତ୍ଯେକ ଭାରତୀୟଙ୍କ ପାଇଁ ଏହା ଜୀବନର ମାନଦଣ୍ଡ । ଏହା କେବଳ ଏକ ବିଧି ବ୍ୟବସ୍ଥା କି ଲିଖିତ ସମ୍ପତ୍ତି ନୁହେଁ ବରଂ ଏହା ପ୍ରତ୍ଯେକ ଭାରତୀୟଙ୍କ ହୃଦୟର ସ୍ପନ୍ଦନ । ଏହା ଆମ ପାଇଁ ଧର୍ମ, କର୍ମ ଓ ଜୀବନ ଯାପନର ଦର୍ପଣ । ଦେଶ ପାଇଁ ଏହାକୁ ପ୍ରସ୍ତୁତ କରିବାରେ ମୁଖ୍ୟ ଭୂମିକା ନେଇଥିଲେ ଭାରତରତ୍ନ ଡକ୍ଟର ବାବା ସାହେବ ଆମ୍ବେଦକର, ତେଣୁ ତାଙ୍କୁ ସମ୍ବିଧାନର ଜନକ ଭାବେ ଅବିହିତ କରାଯାଏ। ଆଜି ଏହି ପବିତ୍ର ଅବସରରେ ମୁଁ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

Powered by Froala Editor

Tags January 26

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    13945
    Aug 26, 2026
  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15225
    Aug 25, 2026
  • ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ
    ଦେଶ-ଦେଶାନ୍ତର

    ୪୬୪ ଟଙ୍କାରେ କବାଡ଼ିଆକୁ ବିକି ଦେଲେ ୟୁପିଏସସି ସ୍ୱପ୍ନ

    15674
    Aug 25, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15118
    Aug 25, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14219
    Aug 24, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13486
    Aug 25, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    14236
    Aug 24, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13585
    Aug 26, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13832
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    14219
    Aug 24, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13832
    Aug 24, 2026
  • ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15118
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13585
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15162
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15573
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16103
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14019
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13832
    Aug 24, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13486
    Aug 25, 2026
  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15118
    Aug 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In