Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତ ବିଶ୍ୱର ସବୁଠାରୁ ଦ୍ରୁତଗତିରେ ଆଗେଇ ଚାଲିଥିବା ଅର୍ଥବ୍ୟବସ୍ଥା: ରାଷ୍ଟ୍ରପତି

ଭାରତ ବିଶ୍ୱର ସବୁଠାରୁ ଦ୍ରୁତଗତିରେ ଆଗେଇ ଚାଲିଥିବା ଅର୍ଥବ୍ୟବସ୍ଥା: ରାଷ୍ଟ୍ରପତି

2026-01-26 11:40:14
16055
Share:
Facebook
Twitter
E-Mail
WhatsApp
Telegram
ଭାରତ ବିଶ୍ୱର ସବୁଠାରୁ ଦ୍ରୁତଗତିରେ ଆଗେଇ ଚାଲିଥିବା ଅର୍ଥବ୍ୟବସ୍ଥା: ରାଷ୍ଟ୍ରପତି

ନୂଆଦିଲ୍ଲୀ: ୭୭ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଜାତୀୟ ପର୍ବ ପାଇଁ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ ରାଷ୍ଟ୍ରପତି ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ ଗଣତନ୍ତ୍ର ଦିବସର ପବିତ୍ର ଅବସର ଆମକୁ ଆମ ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତରେ ଦେଶର ଭାଗ୍ୟ ଓ ପରିସ୍ଥିତି ଉପରେ ଅବଲୋକନ କରିବାର ଏକ ଅବସର ଆଣିଦେଇଥାଏ। ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଆମ ଦେଶ ସ୍ୱାଧୀନ ହୋଇଥିଲା। ୧୯୫୦ ମସିହା ଜାନୁଆରୀ ୨୬ ତାରିଖରୁ ଆମେ ଆମ ଗଣତନ୍ତ୍ରର ସାମ୍ବିଧାନିକ ଆଦର୍ଶ ଦିଗରେ ଆଗକୁ ବଢୁଛେ। ଏହି ଦିନ ଆମ ସମ୍ବିଧାନ ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇଥିଲା। ନ୍ୟାୟ, ସ୍ୱାଧୀନତା, ସମାନତା ଏବଂ ଭ୍ରାତୃତ୍ୱର ଆଦର୍ଶ ଆମ ସମ୍ବିଧାନର ପରିଭାଷା। ସମ୍ବିଧାନ ପ୍ରଣେତାମାନେ ଜାତୀୟତା ଏବଂ ଏକତାର ଭାବନା ସହ ସାମ୍ବିଧାନିକ ବ୍ୟବସ୍ଥାକୁ ଏକ ଦୃଢ଼ ଭିତ୍ତିଭୂମି ପ୍ରଦାନ କରିଛନ୍ତି।

ରାଷ୍ଟ୍ରପତି କହିଛନ୍ତି ଯେ ପରିବେଶ ସଂରକ୍ଷଣ ଆଜି ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ପ୍ରାଥମିକତା ସାଜିଛି। ପରିବେଶ ସହ ଜଡିତ ଅନେକ କ୍ଷେତ୍ରରେ ଭାରତ ବିଶ୍ୱ ସମୁଦାୟକୁ ମାର୍ଗଦର୍ଶନ କରିଛି। ପ୍ରକୃତି ସହ ସମନ୍ୱିତ ଜୀବନଶୈଳୀ ଭାରତର ସାଂସ୍କୃତିକ ପରମ୍ପରାର ଅଂଶବିଶେଷ। ଆମ ପରମ୍ପରାରେ ସମଗ୍ର ବିଶ୍ବରେ ଶାନ୍ତି ବଜାୟ ରଖିବା ପାଇଁ ପ୍ରାର୍ଥନା କରାଯାଏ। ସାରା ବିଶ୍ୱରେ ଶାନ୍ତି ସ୍ଥାପିତ ହେବା ଫଳରେ ମାନବିକତାର ଭବିଷ୍ୟତ ସୁରକ୍ଷିତ ହୋଇପାରିବ। ବିଶ୍ୱର ଅନେକ କ୍ଷେତ୍ରରେ ବ୍ୟାପ୍ତ ଅଶାନ୍ତିର ବାତାବରଣ ମଧ୍ୟରେ ଭାରତ ପକ୍ଷରୁ ବିଶ୍ୱ ଶାନ୍ତିର ସନ୍ଦେଶ ପ୍ରସାରିତ କରାଯାଉଛି। ତେଣୁ ସମଗ୍ର ବିଶ୍ବ ଏବେ ଯୁଦ୍ଧରତ ଥିବାବେଳେ ଭାରତ ଶାନ୍ତିର ରାସ୍ତାକୁ ଆପଣାଇ ଆଗକୁ ବଢୁଛି। ରାଷ୍ଟ୍ରପତି କହିଛନ୍ତି ଯେ ଭାରତ ବିଶ୍ୱର ସବୁଠାରୁ ଦ୍ରୁତଗତିରେ ଆଗେଇ ଚାଲିଥିବା ଅର୍ଥବ୍ୟବସ୍ଥା। ବିଶ୍ୱସ୍ତରରେ ଅନିଶ୍ଚିତତା ସତ୍ତ୍ୱେ ଭାରତ ନିରନ୍ତର ଭାବେ ଆର୍ଥିକ ବିକାଶ ପଥରେ ଆଗେଇ ଚାଲିଛି।

Powered by Froala Editor

Tags president

Related articles Odisha News Lens 4.1

  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14088
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14119
    Mar 06, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14721
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15219
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15199
    Mar 05, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13401
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13645
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14182
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13454
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14182
    Mar 07, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14088
    Mar 07, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15199
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14088
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14721
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15188
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14396
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15072
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15199
    Mar 05, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13645
    Mar 07, 2026
  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14182
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In