Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ...

  • ଅଭିନୟ କରୁଥିଲେ ଆଜୀବନ କଏଦୀ

  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ...

  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସରକାର ଦଳିତ, ଅବହେଳିତ, ପଛୁଆ ବର୍ଗ ଓ ଆଦିବାସୀ ସମ୍ପ୍ରଦାୟର କଲ୍ୟାଣ ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ: ରାଷ୍ଟ୍ରପତି

ସରକାର ଦଳିତ, ଅବହେଳିତ, ପଛୁଆ ବର୍ଗ ଓ ଆଦିବାସୀ ସମ୍ପ୍ରଦାୟର କଲ୍ୟାଣ ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ: ରାଷ୍ଟ୍ରପତି

2026-01-28 11:45:49
14170
Share:
Facebook
Twitter
E-Mail
WhatsApp
Telegram
ସରକାର ଦଳିତ, ଅବହେଳିତ, ପଛୁଆ ବର୍ଗ ଓ ଆଦିବାସୀ ସମ୍ପ୍ରଦାୟର କଲ୍ୟାଣ ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ: ରାଷ୍ଟ୍ରପତି


ନୂଆଦିଲ୍ଲୀ:  ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସରକାରଙ୍କ ସଫଳତାର ରିପୋର୍ଟ ଦେଇ କହିଛନ୍ତି, ସରକାର ଏକ ବିକଶିତ ଭାରତ ପାଇଁ ସମୃଦ୍ଧ ଚାଷୀଙ୍କୁ ପ୍ରଥମ ପ୍ରାଥମିକତା ଭାବରେ ଦେଖୁଛନ୍ତି । ତେଣୁ ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଛନ୍ତି । ରାଷ୍ଟ୍ରପତି ଗ୍ରାମାଞ୍ଚଳରେ ବିକାଶ ଓ ନିଯୁକ୍ତି ପାଇଁ ବିକଶିତ ଭାରତ - ଜୀ ରାମ ଜୀ ସମ୍ପର୍କରେ ଉଲ୍ଲେଖ କରିଛନ୍ତି । ଏହାକୁ ନେଇ ବିରୋଧୀ ସଦସ୍ୟମାନେ ବିରୋଧ ପ୍ରଦର୍ଶନ କରିଥିଲେ । ବିଭିନ୍ନ ସ୍ଲୋଗାନ ଓ ହୋହାଲ୍ଲା କରିଥିଲେ । ରାଷ୍ଟ୍ରପତି ଦାବି କରିଥିଲେ ଯେ, ସରକାର ପ୍ରକୃତ ସାମାଜିକ ନ୍ୟାୟ ପ୍ରତି ସମର୍ପିତ ଅଛନ୍ତି ।

ରାଷ୍ଟ୍ରପତି କହିଛନ୍ତି, ୟୁରୋପୀୟ ସଂଘ ସହିତ ଏଫ୍‌ଟିଏ ସେବା ଓ ଉତ୍ପାଦନ କ୍ଷେତ୍ରକୁ ପ୍ରୋତ୍ସାହିତ କରିବ ତଥା ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ସରକାର ଦୁର୍ନୀତି ଓ ସ୍କାମ୍ ମୁକାବିଲା କରିବାରେ ସଫଳ ହୋଇଛନ୍ତି । ସାର୍ବଜନୀନ ପାଣ୍ଠିର ଉପଯୁକ୍ତ ବ୍ୟବହାର ସୁନିଶ୍ଚିତ କରାଯାଇଛି । ସରକାର ଦଳିତ, ଅବହେଳିତ, ପଛୁଆ ବର୍ଗ ଓ ଆଦିବାସୀ ସମ୍ପ୍ରଦାୟର କଲ୍ୟାଣ ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ରହିଛନ୍ତି ।

ରାଷ୍ଟ୍ରପତି କହିଛନ୍ତି, ଗ୍ଲୋବାଲ ସାଉଥ୍‌ରେ ଭାରତ ଗୁରୁତ୍ବ ବଢ଼ିଛି । ଦେଶ ବ୍ରିକ୍ସ, ଏସ୍‌ସିଓ, ଜି-୨୦ ଓ ଅନ୍ୟାନ୍ୟ ପ୍ଲାଟଫର୍ମରେ ଏକ ଦୃଢ଼ ଉପସ୍ଥିତି ସ୍ଥାପନ କରିଛି । ଅନେକ ବିଶ୍ୱ ସମସ୍ୟାର ସମାଧାନ ପାଇଁ ଦେଶ ସଫଳତାର ସହିତ କାର୍ୟ୍ୟ କରୁଛି । ରାଷ୍ଟ୍ରପତି ଘୋଷଣା କରିଛନ୍ତି, ସରକାର ଖୁବ୍ ଶୀଘ୍ର ଏକ ବିଶ୍ୱ ଏଆଇ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛନ୍ତି। ।ଏହା ସହିତ ରାଷ୍ଟ୍ରପତି ଭାରତୀୟ ସେନା ଅପରେସନ ସିନ୍ଦୂରରେ ପ୍ରଦର୍ଶନ କରିଥିବା ବୀରତ୍ବ ସମ୍ପର୍କରେ ମଧ୍ୟ କହିଛନ୍ତି ।

Powered by Froala Editor

Tags Droupadi murmu

Related articles Odisha News Lens 4.1

  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    14097
    May 22, 2026
  • ଅଭିନୟ କରୁଥିଲେ ଆଜୀବନ କଏଦୀ
    ଦେଶ-ଦେଶାନ୍ତର

    ଅଭିନୟ କରୁଥିଲେ ଆଜୀବନ କଏଦୀ

    13886
    May 23, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13682
    May 23, 2026
  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ
    ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13701
    May 23, 2026
  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ
    ଦେଶ-ଦେଶାନ୍ତର

    ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

    13546
    May 23, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

    14816
    May 23, 2026
  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ

    14850
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15115
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13881
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13682
    May 23, 2026
  • ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13701
    May 23, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

    14816
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14841
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14351
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14476
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15536
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15153
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15416
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15159
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13980
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

    14816
    May 23, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15118
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13881
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In