Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

  • ସାକ୍ଷାତ୍‌କାର ମଝିରୁ ଆଙ୍କରଙ୍କ ଉପରେ ...

  • ବିଜେପି ସରକାର ଆସିବା ପରେ ବାଂଲାଦେଶ ...

  • ଶକ୍ତିଶାଳୀ ଭୂକମ୍ପ: ୬.୧ ...

  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ...

ବିଶେଷ
Home ›› ବିଶେଷ ››କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

2026-01-31 02:06:10
15388
Share:
Facebook
Twitter
E-Mail
WhatsApp
Telegram
କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

ବାସ୍ତୁ ଅନୁଯାୟୀ, ଯେଉଁ ପାତ୍ରରେ କ୍ଷୀର ରଖିଛନ୍ତି ଗୋଟିଏ କଥା ପ୍ରତି ନିଶ୍ଚୟ ଧ୍ୟାନ ରଖନ୍ତୁ। କଦାପି କ୍ଷୀରକୁ ଖୋଲା ରଖନ୍ତୁ ନାହିଁ। କ୍ଷୀରକୁ ଖୋଲା ରଖୁଥିଲେ,ଘରେ ତଥା ପରିବାର ସଦସ୍ୟଙ୍କ ମଧ୍ୟରେ କଳହ ଓ ଅଶାନ୍ତି ବୃଦ୍ଧି ପାଇଥାଏ। ମାନସିକ ଦୁୁଶ୍ଚିନ୍ତା ଲାଗି ରହିଥାଏ। ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡିଥାଏ।

ଘରର ଛାତ ଉପରେ କଦାପି ଖାଲି ମାଠିଆ,ପୁରୁଣା ଜିନିଷ, ଖରାପ ହୋଇ ଯାଇଥିବା ଜିନିଷ ଆଦି ରଖନ୍ତୁ ନାହିଁ। ଏହାସହ ରାତିରେ ଶୋଇବା ସମୟରେ ନିଜ ମୁଣ୍ଡ ଉପରକୁ ଲାଲ ରୁମାଲ ରଖନ୍ତୁ। ଏହାଦ୍ୱାରା ଖରାପ ସ୍ୱପ୍ନ ଆସିନଥାଏ।  
ଘରର ମୁଖ୍ୟଦ୍ୱାର ସାମ୍ନାରେ ଭୁଲରେ ମଧ୍ୟ କଣ୍ଟାଜାତୟ ଗଛ ରଖନ୍ତୁ ନାହିଁ। ଏହାବ୍ୟତୀତ ଘରର ସାମ୍ନାରେ ଅସନା ଅପରିଷ୍କାର ଜମା ହେବାକୁ ଦିଅନ୍ତୁ ନାହିଁ। ଏହାଦ୍ୱାରା ଘରେ ଆର୍ଥିକ ଅଭାବ ସହ ଜୀବନରେ ସମସ୍ୟା ଲାଗି ରହିଥାଏ।

ଘରର ମୁଖ୍ୟ ଦ୍ୱାରରେ ଶୁଭଲାଭ ପ୍ରତୀକ ଚିହ୍ନ, ଓଁ, ପ୍ରଭୁ ଗଣେଶ ଆଦି ରଖନ୍ତୁ।  ଏହାଦ୍ୱାରା ଘରେ ଖୁସିର ବାତାବରଣ ସହ ନକରାତ୍ମକ ଶକ୍ତି ଦୂର ହେବା ସହ ସକରାତ୍ମକ ଶକ୍ତି ପ୍ରବେଶ କରିଥାଏ। ଜୀବନରେ ଖୁସି ଭରିଯାଏ।

ରୋଷେଇ ଘରକୁ କଦାପି ଜୋତା ଚପଲ ପିନ୍ଧି ଯାଆନ୍ତୁ ନାହିଁ। ଏହାଦ୍ୱାରା ମା’ଲକ୍ଷ୍ମୀଙ୍କର ଅବମାନନା ହୋଇଥାଏ। ଗାଈ ଓ କାଉଙ୍କୁ ପ୍ରତିଦିନ ରୁଟି ଖାଇବାକୁ ଦିଅନ୍ତୁ। 

Powered by Froala Editor

Tags Bastu tips

Related articles Odisha News Lens 4.1

  • ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା

    15320
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13249
    Jun 10, 2026
  • ମମତା ବାନାର୍ଜୀଙ୍କ ଘରେ CID ଟିମ୍
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14655
    Jun 09, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ
    ବିଶେଷ

    ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15150
    Jun 09, 2026
  • ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...
    ଦେଶ-ଦେଶାନ୍ତର

    ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର ...

    13959
    Jun 09, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14141
    Jun 09, 2026
  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର
    ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15023
    Jun 09, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15700
    Jun 09, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    14984
    Jun 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15150
    Jun 09, 2026
  • ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15023
    Jun 09, 2026
  • ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    14984
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13249
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15150
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14132
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14028
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14957
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15023
    Jun 09, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15700
    Jun 09, 2026
  • ବିଜେପି ସରକାର ଆସିବା ପରେ ବାଂଲାଦେଶ ଅନୁପ୍ରେବଶକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି: ଶୁଭେନ୍ଦୁ

    13959
    Jun 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In