Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

ରାଜ୍ୟ
Home ›› ରାଜ୍ୟ ››୧୭ ରୁ ବିଧାନସଭା ବଜେଟ ଅଧିବେଶନ, ବଜେଟ୍‌ ୨୦ ରେ

୧୭ ରୁ ବିଧାନସଭା ବଜେଟ ଅଧିବେଶନ, ବଜେଟ୍‌ ୨୦ ରେ

2026-01-31 05:52:59
14230
Share:
Facebook
Twitter
E-Mail
WhatsApp
Telegram
୧୭ ରୁ ବିଧାନସଭା ବଜେଟ ଅଧିବେଶନ, ବଜେଟ୍‌ ୨୦ ରେ

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୭ରୁ ୨୪ ଓ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରୁ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ହେବ। ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି। ତେବେ ଅଧିବେଶନ ଆରମ୍ଭର ୪ର୍ଥ ଦିନ (୨୦ ତାରିଖ)ରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍‌ ବିଧାନସଭାରେ ଆଗତ କରିବେ ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଗୃହରେ ଅଭିଭାଷଣ ଦେବେ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯିବ।

ପରବର୍ତ୍ତୀ ଦୁଇଦିନ ଧନ୍ୟବାଦ ପ୍ରସ୍ତାବ ଉପରେ ଗୃହରେ ଆଲୋଚନା ହେବ। କ୍ରମାଗତ ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୃହରେ ବାର୍ଷିକ ବଜେଟ ଆଗତ କରିବେ। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟ ସରକାର ୨ ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ସେଥିରେ ପ୍ରଶାସନିକ ବ୍ୟୟ ବାବଦକୁ ୯୭ ହଜାର ୭୨୫କୋଟି ଟଙ୍କା ଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୫୫ହଜାର କୋଟି ଟଙ୍କା ରହିଥିଲା। ଏହାସହିତ ୩ହଜାର ୯୦୦ କୋଟି ଟଙ୍କା ବିପର୍ଯ୍ୟୟ ପ୍ରଶମନ ପାଇଁ ରହିଥିବାବେଳେ ୮ହଜାର ୩୭୫ କୋଟି ଅନ୍ୟାନ୍ୟ ବ୍ୟୟ ବାବଦକୁ ରହିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି
୨ ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ଅଣାଯାଇଥିଲା। ସେଥିମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୧ ଲକ୍ଷ ୮ହଜାର କୋଟି ଟଙ୍କା ଥିବାବେଳେ କାର୍ଯ୍ୟକ୍ରମ ବ୍ୟୟ ବାବଦ ୧ଲକ୍ଷ ୭୦ ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ପାଇଁ ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କା ରହିଥିଲା।

Powered by Froala Editor

Tags Assembly

Related articles Odisha News Lens 4.1

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14121
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13821
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13791
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13851
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14940
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14220
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15024
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14026
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13583
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15014
    Jun 28, 2026
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14121
    Jun 28, 2026
  • ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14026
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13851
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15679
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15638
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15286
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15114
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15014
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13851
    Jun 28, 2026
  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14121
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In