Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››୪୯୨​‌​‌ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୪୯୨​‌​‌ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2026-01-31 11:05:20
15349
Share:
Facebook
Twitter
E-Mail
WhatsApp
Telegram
୪୯୨​‌​‌ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ। ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି। ଏହିଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ପାଇଁ ୪୯୨‌େ‌କାଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି।

ଶୁକ୍ରବାର ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ଗଞ୍ଜାମ ଜିଲାର କୋଣ ଅନୁକୋଣରେ ଭରି ରହିଛି କଳା, ସଂସ୍କୃତି ଓ ନୃତ୍ୟଗୀତର ସମ୍ଭାର। ଏଠାରେ ଆୟୋଜିତ ଏହି ମହୋତ୍ସବ କଳା, ସଂସ୍କୃତି ଓ ପର୍ଯ୍ୟଟନର ସମନ୍ୱୟ । ସ୍ଥାନୀୟ ଲୋକଙ୍କ ପାଇଁ ଜୀବିକା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଯୁବବର୍ଗଙ୍କ ପାଇଁ ଅପାର ସୁଯୋଗର ଉତ୍ସବ। ଏହି ମହୋତ୍ସବ ଆମ କଳାକାର ଓ କାରିଗରମାନଙ୍କୁ ଏକ ମର୍ଯ୍ୟାଦାପୂର୍ଣ୍ଣ ମଞ୍ଚ ପ୍ରଦାନ କରିଆସିଛି।ଜିଲାର ପାତିସୁନାପୁର ବେଳାଭୂମି ଲଗାତାର ତୃତୀୟ ଥର ପାଇଁ ବ୍ଲୁ ଫ୍ଲାଗ୍‌ ପ୍ରମାଣ ପତ୍ର ଅର୍ଜନ କରିବା ଓଡ଼ିଶା ପାଇଁ ଗର୍ବର ବିଷୟ ।
ଗୋପାଳପୁର ଓ ନୋଳିଆ ନୂଆଗାଁ ବେଳାଭୂମିକୁ ମଧ୍ୟ ବ୍ଲୁ ଫ୍ଲାଗ୍‌ ପ୍ରମାଣ ପତ୍ର ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୧୬,୫୫୪ କୋଟି ଟଙ୍କା ବିନିଯୋଗରେ ଗୋପାଳପୁର ବନ୍ଦରର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ କରାଯିବ‌ ବୋଲି ସେ ସୂଚନା ଦେଇଥିଲେ। ଓଡ଼ିଆ ସାହିତ୍ୟ ଓ ସଂସ୍କୃତି ପ୍ରତି କବିସମ୍ରାଟଙ୍କ ବହୁମୂଲ୍ୟ ଅବଦାନ ପ୍ରତି ସମ୍ମାନ ଜଣାଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସମ୍ମାନଜନକ ‘ଉପେନ୍ଦ୍ର ଭଞ୍ଜ ଚେୟାର’ର ପୁନଃସ୍ଥାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ଏହାସସହିତ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀକୁ ଚଳିତ ବର୍ଷ ଠାରୁ ରାଜ୍ୟ ଉତ୍ସବ ଭାବେ ପାଳନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ମଇ ୧୬ ତାରିଖରୁ କବି ସମ୍ରାଟଙ୍କ ଜୟନ୍ତୀ ୭ ଦିନ ବ୍ୟାପୀ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ସମୁଦ୍ର ଆଳତି କରିଥିଲେ । ପରେ କାର୍ଯ୍ୟକ୍ରମରେ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ସଭାରେ ମୁଖ୍ୟମନ୍ତ୍ରୀ ମହୋତ୍ସବର ସ୍ମରଣିକା ‘ଶାମୁକା’, ଗଞ୍ଜାମ ଉପରେ ଏକ କଫି ଟେବୁଲ ବୁକ୍ ଏବଂ ଗଞ୍ଜାମ-୩୬୦ ଆପ୍‌ ଲୋକାର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ପାଇଁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୫ଟି ପ୍ରକଳ୍ପର ଉଦ୍‌ଘାଟନ ଏବଂ ୪୪୨ କୋଟି ଟଙ୍କା ମୂଲ୍ୟର ୬୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। 

Powered by Froala Editor

Tags Cm

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13529
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15217
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13925
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14984
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13607
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14031
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14342
    Oct 15, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15508
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15652
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14943
    Oct 15, 2026
  • ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15508
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15652
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14586
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14691
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15696
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14370
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16105
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13754
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13529
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13925
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14984
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In