Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ...

  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଭୁଶୁଡିଲା ସେୟାର ମାର୍କେଟ

ଭୁଶୁଡିଲା ସେୟାର ମାର୍କେଟ

2026-02-01 14:42:18
14504
Share:
Facebook
Twitter
E-Mail
WhatsApp
Telegram
ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥିବା ବଜାର ବଜେଟ୍ ଭାଷଣ ଆରମ୍ଭ ହେବା ପରେ ଏହା ହ୍ରାସ ପାଇବା ଆରମ୍ଭ କଲା

ରବିବାର ଆଇଟି (IT) ସେକ୍ଟରକୁ ଛାଡ଼ି ପ୍ରାୟ ସମସ୍ତ ପ୍ରମୁଖ ସେକ୍ଟର ଲାଲ୍ ସଙ୍କେତରେ ବନ୍ଦ ହୋଇଛନ୍ତି। ପିଏସୟୁ ବ୍ୟାଙ୍କ ୪% ହ୍ରାସ, ମେଟାଲ୍ ୩.୮% ହ୍ରାସ, ଅଏଲ୍ ଏବଂ ଗ୍ୟାସ୍ ୨.୭% ହ୍ରାସ ଏବଂ ମିଡ୍‌କ୍ୟାପ୍ ଓ ସ୍ମଲ୍‌କ୍ୟାପ୍ ଯଥାକ୍ରମେ ୨.୨% ଏବଂ ୨.୮% ହ୍ରାସ ପାଇଛି।

ଅର୍ଥନୈତିକ ବିଶେଷଜ୍ଞଙ୍କ ଅନୁଯାୟୀ, ବଜେଟରେ ଫ୍ୟୁଚରସ୍ ଆଣ୍ଡ ଅପ୍ସନ୍ସ (F&O) ଉପରେ ସିକ୍ୟୁରିଟିଜ୍ ଟ୍ରାଞ୍ଜାକସନ୍ ଟ୍ୟାକ୍ସ (STT) ବୃଦ୍ଧି କରାଯିବା ନିବେଶକଙ୍କ ମନୋବଳକୁ ଦୋହଲାଇ ଦେଇଛି। ଏହା ବ୍ୟତୀତ ବଜେଟକୁ ନେଇ ବଜାରର ଯେଉଁ ଅଧିକ ଆଶା ଥିଲା, ତାହା ପୂରଣ ନହେବା କାରଣରୁ ଏହି ପ୍ରତିକ୍ରିୟା ଦେଖାଦେଇଛି।

ବଜାର ବିଶେଷଜ୍ଞ କୁନାଲ ସରୱାଗି କହିଛନ୍ତି ଯେ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫ୍ୟୁଚର୍ସ ଏବଂ ଅପ୍ସନ୍ ଟ୍ରେଡିଂ ଉପରେ ଲାଗୁ ହୋଇଥିବା STT (ସିକ୍ୟୁରିଟିଜ୍ ଟ୍ରାଞ୍ଜାକ୍ସନ୍ ଟ୍ୟାକ୍ସ) ବୃଦ୍ଧି ଘୋଷଣା କରିବା ପରେ ବଜାର ବିକ୍ରୟ ଆରମ୍ଭ ହୋଇଥିଲା ଏବଂ ଦ୍ରୁତ ଗତିରେ ଏହା ଗଭୀର ଆଡକୁ ଗତି କରିଥିଲା । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟରେ, ଅର୍ଥମନ୍ତ୍ରୀ ଫ୍ୟୁଚର୍ସ ଉପରେ STT ୦.୦୨% ରୁ ୦.୦୫% ଏବଂ ଅପସନ୍ ପ୍ରିମିୟମ୍ ଉପରେ ୦.୧୦% ରୁ ୦.୧୫% କୁ ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଷ୍ଟକ୍ ବଜାର ନିବେଶକ ମାନେ ଏହି ଘୋଷଣାରେ ଖୁସି ନଥିଲେ ଏବଂ ପ୍ରବଳ ବିକ୍ରି କରିବା ଆରମ୍ଭ କରିଥିଲେ।

Powered by Froala Editor

Tags market

Related articles Odisha News Lens 4.1

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...
    ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ...

    14573
    Mar 17, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15696
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14133
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14124
    Mar 16, 2026
  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13821
    Mar 17, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13767
    Mar 16, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14616
    Mar 16, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ
    ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14573
    Mar 16, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    15057
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15696
    Mar 16, 2026
  • ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14124
    Mar 16, 2026
  • ଦେଶ-ଦେଶାନ୍ତର

    ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ପହଞ୍ଚିଲେ

    14573
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17375
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17438
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17785
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13865
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14213
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13964
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14535
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15148
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15683
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14505
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶ ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ, ‘ନନ୍ଦାଦେବୀ’ ଚଲାଇ ଗୁଜୁରାଟରେ ସୁରକ୍ଷିତ ପହଞ୍ଚିଲେ

    14573
    Mar 17, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13767
    Mar 16, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14573
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In