Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

ରାଜ୍ୟ
Home ›› ରାଜ୍ୟ ››ମିଶନ ଶକ୍ତି ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍, ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍‌ କୋଡ୍‌

ମିଶନ ଶକ୍ତି ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍, ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍‌ କୋଡ୍‌

2026-02-02 11:10:25
15091
Share:
Facebook
Twitter
E-Mail
WhatsApp
Telegram
ମିଶନ ଶକ୍ତି ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍, ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ୍‌ କୋଡ୍‌


ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ । ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି । ସେମାନଙ୍କର ଡ୍ରେସକୋର୍ଡ ମଧ୍ୟ ବଦଳିବ । ଉତ୍କଳ ଦିବସରୁ ନୂଆ ଡ୍ରେସ୍‌ କୋଡ୍‌ ଲାଗୁ ହେବ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍‌ ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ୟ୍ୟକ୍ରମ “ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସୁଧ ଫେରସ୍ତ”ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେଇଥିଲେ। ଏହି କାର୍ୟ୍ୟକ୍ରମରେ ସେ କହିଛନ୍ତି ଯେ, ମହିଳା ସଶକ୍ତିକରଣ ଏବଂ ମା' ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରୁଛି। ନୂଆ ସରକାର ଆସିବା ପରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ୟ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି। ପୂର୍ବରୁ ତିନୋଟି ପର୍ୟ୍ୟାୟରେ ୩୧୮ କୋଟି ୩୦ ଲକ୍ଷ ୧୬ ହଜାର ୨୪୫ ଟଙ୍କା ଦିଆଯାଇଛି। ୫ ଲକ୍ଷ ୪୪ ହଜାର ୪୯୩ ଗୋଷ୍ଠୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି। 

ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ କରକମଳରେ ୨ ଲକ୍ଷ ୮୦ ହଜାର ୫୮୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟି ୬୬ ଲକ୍ଷ ୩୮ ହଜାର ୨୫୨ ଟଙ୍କା ଫେରସ୍ତ କରାଯାଇଛି। 

Powered by Froala Editor

Tags Mission shakti

Related articles Odisha News Lens 4.1

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13804
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14025
    Aug 20, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14467
    Aug 21, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14979
    Aug 21, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15102
    Aug 19, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14032
    Aug 20, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13629
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13623
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14750
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13629
    Aug 20, 2026
  • ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14750
    Aug 20, 2026
  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14209
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17667
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14979
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15976
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13894
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14922
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14695
    Aug 10, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14263
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15280
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13623
    Aug 20, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15102
    Aug 19, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13629
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In