Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

Home ›› ››ଏସ୍ଆଇଆର ପକ୍ରିୟାରେ ଅନିୟମିତତା ଅଭିଯୋଗ, ସୁପ୍ରିମକୋର୍ଟରେ ମମତା ବାନାର୍ଜୀ

ଏସ୍ଆଇଆର ପକ୍ରିୟାରେ ଅନିୟମିତତା ଅଭିଯୋଗ, ସୁପ୍ରିମକୋର୍ଟରେ ମମତା ବାନାର୍ଜୀ

2026-02-02 11:26:59
15127
Share:
Facebook
Twitter
E-Mail
WhatsApp
Telegram
ଏସ୍ଆଇଆର ପକ୍ରିୟାରେ ଅନିୟମିତତା ଅଭିଯୋଗ, ସୁପ୍ରିମକୋର୍ଟରେ ମମତା ବାନାର୍ଜୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଏସ୍ଆଇଆର ପକ୍ରିୟାରେ ଅନିୟମିତତା ଅଭିଯୋଗ ଆଣି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏସଆଇଆରକୁ ନେଇ ଟିଏମସିର ସାଂସଦ ଡୋଲା ସେନ୍ ଓ ଡେରେନ୍ ଓବ୍ରାୟନଙ୍କ ଆବେଦନ ପୂର୍ବରୁ ମଧ୍ୟ ପଡ଼ି ରହିଛି। ସେହି ଆବେଦନଗୁଡ଼ିକର ଶୁଣାଣି ଫେବୃଆରୀ ୪ ତାରିଖରେ ହେବାର ସମ୍ଭାବନା ଅଛି। ଏବେ, ମମତା ବାନାର୍ଜୀଙ୍କ ଆବେଦନ ମଧ୍ୟ ସେମାନଙ୍କ ସହିତ ଶୁଣାଣି ହୋଇପାରେ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ସନ୍ଧ୍ୟାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପୁଣି ଥରେ ଚିଠି ଲେଖି ରାଜ୍ୟରେ ଭୋଟର ତାଲିକାର ଚାଲିଥିବା ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR) ସମୟରେ ଗ୍ରହଣ କରାଯାଇଥିବା ପଦ୍ଧତି ଏବଂ ଆଭିମୁଖ୍ୟକୁ ବିରୋଧ କରିଥିଲେ।
ସେ ଅଭିଯୋଗ କରିଛନ୍ତି, ଏସଆଇଆରରେ ଲାଗୁ ଆଇନ ଏବଂ ନିୟମ ମାନବାଧିକାର ଓ ମୌଳିକ ମାନବିକ ବିଚାରକୁ ସମ୍ପୂର୍ଣ୍ଣ ଅଣଦେଖା କରି ଲାଗୁ କରାଯାଇଛି। ତୃଣମୂଳ କଂଗ୍ରେସ ମୁଖ୍ୟ କହିଛନ୍ତି, ‘ପଶ୍ଚିମବଙ୍ଗରେ ଭୋଟର ତାଲିକାର ଚାଲିଥିବା ଏସ୍ଆଇଆରରେ ଗ୍ରହଣ କରାଯାଉଥିବା ପଦ୍ଧତି ଏବଂ ଆଭିମୁଖ୍ୟ ସମ୍ପର୍କରେ ମୁଁ ଆପଣଙ୍କୁ ପୁଣି ଥରେ ଏହି ଚିଠି ଲେଖିବାକୁ ବାଧ୍ୟ ହେଉଛି, ଯାହା ଜନପ୍ରତିନିଧିତ୍ୱ ଆଇନର ବ୍ୟବସ୍ଥା ଏବଂ ଏହା ଅଧୀନରେ ପ୍ରସ୍ତୁତ ନିୟମର ବାହାରେ ରହିଛି। ଭାରତର ନିର୍ବାଚନ ଇତିହାସରେ ପ୍ରଥମ ଥର ପାଇଁ, ଭାରତୀୟ ନିର୍ବାଚନ କମିଶନ ଏସଆଇଆର ପ୍ରକ୍ରିୟା ସମୟରେ ପଶ୍ଚିମବଙ୍ଗରେ ପ୍ରାୟ ୮,୧୦୦ପର୍ଯ୍ୟବେକ୍ଷକଙ୍କୁ ନିୟୋଜିତ କରିଛନ୍ତି। ସେ ଅଭିଯୋଗ କରିଥିଲେ ଯେ ଏହି ପର୍ଯ୍ୟବେକ୍ଷକଙ୍କୁ ପର୍ଯ୍ୟାପ୍ତ ତାଲିମ ବିନା ଏକପାଖିଆ ଭାବରେ ନିଯୁକ୍ତ କରାଯାଉଛି।

Powered by Froala Editor

Tags Mamata banarjee

Related articles Odisha News Lens 4.1

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14218
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15292
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14257
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13568
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15062
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14815
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14634
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15510
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15374
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14257
    Apr 13, 2026
  • ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14634
    Apr 13, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14815
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17416
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17473
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17829
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16301
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15062
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15781
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14649
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15629
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14482
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15331
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15063
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15565
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13862
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13437
    Apr 14, 2026
  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13568
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14634
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In