Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ...

  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ...

  • ଯଦି ଆମର ସମ୍ବିଧାନକୁ ପାଳନ କରିପାରିବେ ...

  • ଖୁବଶୀଘ୍ର ଉଦୟପୁରରେ ହେବ ରଶ୍ମିକା ଏବଂ ...

  • ନବମ ଛାତ୍ରୀକୁ ଗଣବଳାତ୍କାର: ୫ ନାବାଳକ ...

  • ପେପର ଚିରି ଫିଙ୍ଗିବାରୁ ନିଲମ୍ବିତ ହେଲେ ...

  • ୪ ଫେବୃଆରୀ ସକାଳ ୧୧ଟା ପର୍ଯ୍ୟନ୍ତ ଗୃହ ...

  • ହ୍ୱାଟସ ଆପ୍ ଏବଂ ମେଟାକୁ କଡା ଚେତାବନୀ ଦେଇ ...

  • ଲଗାତାର କମିବାରେ ଲାଗିଛି ସୁନା ଦର

  • Grammy Awardରେ ସମ୍ମାନିତ ଦଲାଇ ଲାମା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

2026-02-03 17:45:44
14026
Share:
Facebook
Twitter
E-Mail
WhatsApp
Telegram
ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମା ବିବାଦ ଉପରେ ଭାରତ ନେଦରଲାଣ୍ଡର ହେଗ୍‌ରେ ଥିବା‌ ସ୍ଥାୟୀ ମଧ୍ୟସ୍ଥତା ଅଦାଲତ (ପିସିଏ)ର ହସ୍ତକ୍ଷେପକୁ ପ୍ରତ୍ୟାଖ୍ୟାନ କରିଛି। ଭାରତର ସଦ୍ୟତମ ନିଷ୍ପତ୍ତି ପାକିସ୍ତାନର ସଙ୍କଟକୁ ବଢ଼ାଇ ଦେଇଛି। ହେଗ୍‌ ସ୍ଥିତ କୋର୍ଟ ଭାରତକୁ କାଶ୍ମୀରର କିଶନଗଙ୍ଗା ଓ ରାଟଲେ ଜଳବିଦ୍ୟୁତ ପ୍ରକଳ୍ପରୁ ସମ୍ବେଦନଶୀଳ କାର୍ଯ୍ୟକ୍ଷମ ରେକର୍ଡ ତଥା ତଥ୍ୟ ପ୍ରଦାନ କରିବାକୁ ସମନ ଜାରି କରିଥିଲା। ଭାରତ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଓ ତଥ୍ୟ ପ୍ରଦାନ କରିବାକୁ ମନା କରିଛି। ଭାରତ ସରକାର ଟ୍ରିବ୍ୟୁନାଲର କ୍ଷେତ୍ରାଧିକାରକୁ ଗ୍ରହଣ କରିବାକୁ ମନା କରିଛନ୍ତି।

ଶୁଣାଣି ସମୟରେ ଭାରତ କହିଛି ଯେ, ଆମେ ଟ୍ରିବ୍ୟୁନାଲକୁ ବେଆଇନ ବୋଲି ବିବେଚନା କରୁ। ଭାରତ ଟ୍ରିବ୍ୟୁନାଲର ସପ୍ଲିମେଣ୍ଟାରୀ ଆୱାର୍ଡ ଓ କାର୍ଯ୍ୟକ୍ଷମ ତଥ୍ୟ ମଗାଯାଇଥିବା ସମନ ଗ୍ରହଣ କରିବାକୁ ମନା କରିଛି।

ବୈଦେଶିକ ମନ୍ତ୍ରଣାଳୟ ଆନୁଷ୍ଠାନିକ ଭାବରେ ଟ୍ରିବ୍ୟୁନାଲକୁ ଜଣାଇଛି, ଭାରତ ଏହାର ନିର୍ଦ୍ଦେଶ ପାଳନ କରିବ ନାହିଁ। ଭାରତ କହିଛି, ନିରପେକ୍ଷ ବିଶେଷଜ୍ଞ ପ୍ରକ୍ରିୟା ମଧ୍ୟରେ ଏକ ସମାନ୍ତରାଳ ମଧ୍ୟସ୍ଥତା କୋର୍ଟ ପ୍ରତିଷ୍ଠା ସିନ୍ଧୁ ଚୁକ୍ତିର ବିବାଦ ସମାଧାନ ଢାଞ୍ଚାକୁ ଉଲ୍ଲଂଘନ କରୁଛି। ଯେପର୍ଯ୍ୟନ୍ତ ଭାରତର ମୌଳିକ ସୁରକ୍ଷା ଚିନ୍ତାର ସମାଧାନ ନହୋଇଛି ଓ ପାକିସ୍ତାନ ସୀମାପାର ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ ନ କରିଛି, ସେପର୍ଯ୍ୟନ୍ତ ଭାରତ କୌଣସି ଚୁକ୍ତିନାମା ଦାୟିତ୍ୱ ପୂରଣ କରିବାକୁ ବାଧ୍ୟ ନୁହେଁ ବୋଲି କହୁଛି।

Powered by Froala Editor

Tags sindhu

Related articles Odisha News Lens 4.1

  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ
    ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14026
    Feb 03, 2026
  • ୪ ଫେବୃଆରୀ ସକାଳ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ୪ ଫେବୃଆରୀ ସକାଳ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

    13627
    Feb 03, 2026
  • ଯଦି ଆମର ସମ୍ବିଧାନକୁ ପାଳନ କରିପାରିବେ ନାହିଁ, ଭାରତ ଛାଡିଦିଅନ୍ତୁ
    ଦେଶ-ଦେଶାନ୍ତର

    ଯଦି ଆମର ସମ୍ବିଧାନକୁ ପାଳନ କରିପାରିବେ ନାହିଁ, ଭାରତ ଛାଡିଦିଅନ୍ତୁ

    13322
    Feb 03, 2026
  • Grammy Awardରେ ସମ୍ମାନିତ ଦଲାଇ ଲାମା
    ଦେଶ-ଦେଶାନ୍ତର

    Grammy Awardରେ ସମ୍ମାନିତ ଦଲାଇ ଲାମା

    13549
    Feb 02, 2026
  • ଲଗାତାର କମିବାରେ ଲାଗିଛି ସୁନା ଦର
    ଦେଶ-ଦେଶାନ୍ତର

    ଲଗାତାର କମିବାରେ ଲାଗିଛି ସୁନା ଦର

    14824
    Feb 03, 2026
  • ପେପର ଚିରି ଫିଙ୍ଗିବାରୁ ନିଲମ୍ବିତ ହେଲେ ୮ଜଣ ସାଂସଦ
    ଦେଶ-ଦେଶାନ୍ତର

    ପେପର ଚିରି ଫିଙ୍ଗିବାରୁ ନିଲମ୍ବିତ ହେଲେ ୮ଜଣ ସାଂସଦ

    14556
    Feb 03, 2026
  • ନବମ ଛାତ୍ରୀକୁ ଗଣବଳାତ୍କାର: ୫ ନାବାଳକ ସହପାଠୀ ଅଟକ
    ଅପରାଧ

    ନବମ ଛାତ୍ରୀକୁ ଗଣବଳାତ୍କାର: ୫ ନାବାଳକ ସହପାଠୀ ଅଟକ

    14245
    Feb 03, 2026
  • ହ୍ୱାଟସ ଆପ୍ ଏବଂ ମେଟାକୁ କଡା ଚେତାବନୀ ଦେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ହ୍ୱାଟସ ଆପ୍ ଏବଂ ମେଟାକୁ କଡା ଚେତାବନୀ ଦେଇ ଏହା କହିଲେ ସୁପ୍ରିମକୋର୍ଟ

    13640
    Feb 03, 2026
  • ଖୁବଶୀଘ୍ର ଉଦୟପୁରରେ ହେବ ରଶ୍ମିକା ଏବଂ ବିଜୟ  ବାହାଘର
    ମନୋରଞ୍ଜନ

    ଖୁବଶୀଘ୍ର ଉଦୟପୁରରେ ହେବ ରଶ୍ମିକା ଏବଂ ବିଜୟ ବାହାଘର

    15074
    Feb 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନବମ ଛାତ୍ରୀକୁ ଗଣବଳାତ୍କାର: ୫ ନାବାଳକ ସହପାଠୀ ଅଟକ

    14245
    Feb 03, 2026
  • ଦେଶ-ଦେଶାନ୍ତର

    ପେପର ଚିରି ଫିଙ୍ଗିବାରୁ ନିଲମ୍ବିତ ହେଲେ ୮ଜଣ ସାଂସଦ

    14556
    Feb 03, 2026
  • ଦେଶ-ଦେଶାନ୍ତର

    ଲଗାତାର କମିବାରେ ଲାଗିଛି ସୁନା ଦର

    14824
    Feb 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17321
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17394
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17739
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16215
    Apr 03, 2021

ବିଶେଷ

  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    13936
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14322
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14471
    Jan 29, 2026
  • ଅଧିକ ପିଆଜ ଖାଆନ୍ତୁ ନାହିଁ ଏହି ରୋଗୀ

    16051
    Jan 28, 2026
  • ମନିପ୍ଲାଣ୍ଟକୁ ଶୟନ କକ୍ଷରେ ଏହି ଦିଗରେ ରଖିବା ସବୁଠାରୁ ଶୁଭ

    16363
    Jan 27, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16052
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15327
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15740
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15491
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହ୍ୱାଟସ ଆପ୍ ଏବଂ ମେଟାକୁ କଡା ଚେତାବନୀ ଦେଇ ଏହା କହିଲେ ସୁପ୍ରିମକୋର୍ଟ

    13640
    Feb 03, 2026
  • ୪ ଫେବୃଆରୀ ସକାଳ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

    13627
    Feb 03, 2026
  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା

    14785
    Feb 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In