Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››ସ୍ୱାସ୍ଥ୍ୟ ବିଭାଗର ଡାକ୍ତର, ଅଧିକାରୀ ଓ କର୍ମଚାରୀଙ୍କ ବଦଳି ପାଇଁ ନୂଆ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ କ’ଣ?

ସ୍ୱାସ୍ଥ୍ୟ ବିଭାଗର ଡାକ୍ତର, ଅଧିକାରୀ ଓ କର୍ମଚାରୀଙ୍କ ବଦଳି ପାଇଁ ନୂଆ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ କ’ଣ?

2026-02-04 11:26:49
14901
Share:
Facebook
Twitter
E-Mail
WhatsApp
Telegram
ସ୍ୱାସ୍ଥ୍ୟ ବିଭାଗର ଡାକ୍ତର, ଅଧିକାରୀ ଓ କର୍ମଚାରୀଙ୍କ ବଦଳି ପାଇଁ ନୂଆ ପ୍ରକ୍ରିୟା ଆରମ୍ଭ, ଜାଣନ୍ତୁ କ’ଣ?

ଭୁବନେଶ୍ୱର: ସ୍ୱାସ୍ଥ୍ୟ ବିଭାଗର ଡାକ୍ତର, ଅଧିକାରୀ ଓ କର୍ମଚାରୀଙ୍କ ବଦଳି ପାଇଁ ନୂଆ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଣିକି ଅଫ୍‌ଲାଇନ୍‌ରେ କୌଣସି ବଦଳି ଆବେଦନ ଗ୍ରହଣ ହେବନାହିଁ । ସ୍ୱାସ୍ଥ୍ୟ ବିଭାଗ ଏଥିପାଇଁ ଏକ ନିର୍ଦ୍ଦିଷ୍ଟ ପୋର୍ଟାଲ୍ https://transfer.hrmsodisha.gov.in/ ଆରମ୍ଭ କରିଛି । ବଦଳି ଚାହୁଁଥିବା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଏହି ପୋର୍ଟାଲ୍‌ରେ  ନିଜର କାଗଜପତ୍ର ସହ ଆବେଦନ କରିପାରିବେ ।

ବଦଳି ସମ୍ବନ୍ଧୀୟ ତଥ୍ୟ ଓ ଅନୁପାଳନ ସମ୍ପର୍କରେ ତଦାରଖ କରିବା ଲାଗି ଜିଲ୍ଲାସ୍ତରରେ ଜଣେ ଲେଖାଏଁ ସଂଯୋଜକଙ୍କୁ ଦାୟିତ୍ୱ ଦିଆଯାଇଛି । କର୍ମଚାରୀମାନେ ପ୍ରତିବର୍ଷ ଜାନୁଆରୀ ୧୫ରୁ ଫେବ୍ରୁଆରୀ ୧୪ ଭିତରେ ପୋର୍ଟାଲରେ ଆବେଦନ କରିପାରିବେ ବୋଲି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଏ ନେଇ ସମସ୍ତ ସିଡିଏମ୍ଓ, ପିଏଚ୍ଓଙ୍କ ସମେତ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।
ଚିଠିରେ ଉଲ୍ଲେଖ ରହିଛି, କର୍ମଚାରୀଙ୍କ ବଦଳି ଆବେଦନକୁ ଗ୍ରହଣ କଲାପରେ ଖାଲିଥିବା ପଦବି ଅନୁଯାୟୀ ନିଯୁକ୍ତି ଦିଆଯିବ । ଆବେଦନକାରୀ ପୋର୍ଟାଲ୍‌ରେ ଚାକିରି ସମ୍ବନ୍ଧୀୟ ସମସ୍ତ କାଗଜପତ୍ର ଦାଖଲ କରିବେ । ସେଥିପାଇଁ ଜିଲ୍ଲାସ୍ତରରେ ଦାୟିତ୍ୱରେ ଥିବା ସଂଯୋଜକ ସହଯୋଗ କରିବେ । ଯେଉଁମାନେ ପୋର୍ଟାଲରେ ଚାକିରି ସମ୍ବନ୍ଧୀୟ କାଗଜପତ୍ର ଦାଖଲ ନ କରିବେ, ସେମାନଙ୍କ ଆବେଦନକୁ ଅଗ୍ରାହ୍ୟ କରାଯିବ । ଆବେଦନ ପ୍ରତ୍ୟାହାର ଏବଂ ପୁନଃ ଆବେଦନ ବ୍ୟବସ୍ଥା ମଧ୍ୟ ରହିଛି । ଡାକ୍ତରଙ୍କ ବ୍ୟତୀତ ଅନ୍ୟ ଗ୍ରୁପ୍-ସି ଓ ଡି କର୍ମଚାରୀ ମଧ୍ୟ ଅନ୍ତଃଜିଲ୍ଲାସ୍ତରୀୟ ସହମତିରେ ବଦଳି ପାଇଁ ଆବେଦନ କରିପାରିବେ ।

Powered by Froala Editor

Tags Health department

Related articles Odisha News Lens 4.1

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13613
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14352
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15226
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13931
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14951
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13537
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14990
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15658
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14036
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14951
    Oct 15, 2026
  • ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13613
    Oct 14, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14036
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14587
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14692
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15697
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14371
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16106
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13758
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14990
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13613
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13537
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In