କୋଭିଡରେ ଗଲା ୬୭ ଜୀବନ

ରାଜ୍ୟରେ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୬୭ ଜଣକ ମୃତ୍ୟୁ ଘଟିଛି ଫଳରେ ମୋଟ ମୃତ୍ୟୁସଂଖ୍ୟା ୫୫୧୧କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝରରୁ ୧୦, ଅନୁଗୁଳରୁ ୧୦, ସୁନ୍ଦରଗଡରୁ ୬, ପୁରୀରୁ ୫, ଗଞ୍ଜାମ ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ ଏବଂ ଦେଓଗଡ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଏଁ ଅଛନ୍ତି।
Powered by Froala Editor