Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ...

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ...

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ...

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ...

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ...

  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ...

Home ›› ›› ମୁଖ୍ୟମନ୍ତ୍ରୀ ଦେଖିଲେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ, ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ

ମୁଖ୍ୟମନ୍ତ୍ରୀ ଦେଖିଲେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ, ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ

2026-02-06 11:09:11
14207
Share:
Facebook
Twitter
E-Mail
WhatsApp
Telegram
 ମୁଖ୍ୟମନ୍ତ୍ରୀ ଦେଖିଲେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ,  ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ଆଜି ଏହି ପରିପ୍ରେକ୍ଷୀରେ ପରୀକ୍ଷା ପେ ଚର୍ଚ୍ଚାର ନବମ ସଂସ୍କରଣ ୨୦୨୬ ଶିକ୍ଷା ବର୍ଷର ପରୀକ୍ଷାର୍ଥୀ ମାନଙ୍କ ସହ ଭୁବନେଶ୍ବର ୟୁନିଟ୍ ୧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଦେଖିଛନ୍ତି।  

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କ ସହ କଥାବାର୍ତ୍ତା ହୋଇ ପରୀକ୍ଷା ସମୟର ପ୍ରସ୍ତୁତି ଏବଂ ପାଠପଢା ସମୟର ପ୍ରସ୍ତୁତି ବିଷୟରେ ପରାମର୍ଶ ଦେଇଥିଲେ। ପ୍ରେସରରେ ନୁହେଁ, ପେସେନ୍ସ ରଖି ପାଠ ପଢିଲେ ପରୀକ୍ଷାର ପ୍ରସ୍ତୁତି ଉଚ୍ଚୋକୋଟୀର ହେବ। ପରୀକ୍ଷା ସମୟରେ ଏହି ଦୁଇଟି ଜିନିଷ ପ୍ରତ୍ୟେକ ପିଲାଙ୍କ ପାଇଁ ଲାଭଦାୟକ ହେବ। ନିଜର ଆତ୍ମ ବିଶ୍ବାସ ହିଁ ସଫଳତାର ପ୍ରମୁଖ ଚାବିକାଠି। ଆଉ ଆତ୍ମ ବିଶ୍ବାସ ଆସିଥାଏ ସତ କହିବା ଦ୍ବାରା। ଏହା କହି ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଆତ୍ମବିଶ୍ବାସର ତତ୍ତ୍ବ ବୁଝାଇଥିଲେ । ସେ କହିଥିଲେ ଯେ, ପାଠ ପଢିବା ପାଇଁ ଆରାମ ଦାୟକ ପରିବେଶର ଆବଶ୍ୟକତା ନାହିଁ, ଯଦି ପାଠ ପଢିବା ପାଇଁ ପ୍ରକୃତ ଇଛାଶକ୍ତି ଓ ମନୋବୃତ୍ତି ଥିବ, ତେବେ ସବୁ ପରିବେଶ ଆରାମ ଦାୟକ।
ମୁଖ୍ୟମନ୍ତ୍ରୀ ପିଲାଙ୍କ ସହ କଥା ହେଉ ହେଉ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କର ସଂଘର୍ଷ, ସଫଳତା ଏବଂ ଲାଇଫ୍ ସ୍କିଲ୍ ବିଷୟରେ ପିଲାଙ୍କୁ ବୁଝାଇ କହିଥିଲେ ଯେ, ଜୀବନ ଜିଇଁବା ପାଇଁ ସବୁବେଳେ ଭବିଷ୍ୟତ କଥା ଚିନ୍ତାକରି ଆଗକୁ ବଢିବା ଉଚିତ୍। ତାହେଲେ ଯାଇ ଆପଣଙ୍କୁ ଆପଣଙ୍କ ୱିନିଙ୍ଗ୍ ଗୋଲ୍ ସ୍ପଷ୍ଟ ଦେଖାଯିବ।
ଏହି ଅବସରରେ ଅଭିଭାବକ ମାନଙ୍କୁ ଉପଦେଶ ଦେଇ ସେ କହିଥିଲେ ଯେ ପିଲାମାନଙ୍କୁ କ୍ଷମତା, ଯୋଗ୍ୟତା ଓ ରୁଚି ଅନୁଯାୟୀ ପ୍ରେରଣା ଦିଅନ୍ତୁ। ପିଲାଙ୍କର ଚାରିତ୍ରିକ ବିକାଶ, ଶୃଙ୍ଖଳା ଜ୍ଞାନ ଏ ସବୁ ନିଜ ଘରେ, ନିଜ ପାରିବାରିକ ପରିବେଶରେ ହିଁ ବୃଦ୍ଧି ହୁଏ। ଏଣୁ, ପିଲାଦିନରୁ ହିଁ ସେମାନଙ୍କୁ ନୈତିକ ଶିକ୍ଷା ପ୍ରଦାନ କରନ୍ତୁ, ଦେଖିବେ, ପ୍ରତ୍ୟେକ ଶିଶୁ ଜଣେ ଉଦୀୟମାନ ଛାତ୍ର ଭାବେ ଉଭା ହେବ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଓସେପା ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା
    ଦେଶ-ଦେଶାନ୍ତର

    UPI ଓ ATM ରେ ଉଠାଇ ହେବ EPFO ଟଙ୍କା

    13872
    Jun 19, 2026
  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15545
    Jun 19, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ
    ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15060
    Jun 20, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13340
    Jun 20, 2026
  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15582
    Jun 19, 2026
  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର
    ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15417
    Jun 19, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ
    ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13618
    Jun 19, 2026
  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...
    ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...

    14276
    Jun 18, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର
    ଦେଶ-ଦେଶାନ୍ତର

    ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    14010
    Jun 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13340
    Jun 20, 2026
  • ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ଜଣେ ଭଲ ବନ୍ଧୁ ରହିବ: ଟ୍ରମ୍ପ

    14276
    Jun 18, 2026
  • ବିଶେଷ

    ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15060
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16933
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17553
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17601
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17995
    Sep 06, 2023

ବିଶେଷ

  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15060
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13985
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15670
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14903
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14415
    Jun 15, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13763
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14863
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15476
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15226
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13618
    Jun 19, 2026
  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15545
    Jun 19, 2026
  • ସୁରକ୍ଷା ପାଇଁ ନିର୍ଦ୍ଧାରିତ ଫୁଟ୍‌ପାଥରେ ଚାଲିବା ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13340
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In