ଲୋକଙ୍କ ସରକାର ଓଡ଼ିଶାକୁ ସମ୍ପୂର୍ଣ୍ଣ ମାଓମୁକ୍ତ କରିବା ପାଇଁ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୃଢ ନେତୃତ୍ୱରେ ‘ନକ୍ସଲ ମୁକ୍ତ ଓଡ଼ିଶା’ ଗଠନ କ୍ଷେତ୍ରରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ସୁରକ୍ଷା ବାହିନୀଙ୍କ ଅଦମ୍ୟ ସାହସିକତା ଏବଂ ମାଓ ନିପାତ ଅଭିଯାନରେ କନ୍ଧମାଳର ଶୀର୍ଷ ମାଓ ନେତାମାନେ ନିହତ ହେଉଥିବା ବେଳେ ସରକାରଙ୍କ ମାନବୀୟ ‘ପୁନର୍ବାସ ଯୋଜନା’ ଅନେକଙ୍କୁ ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିପାରିଛି । ଲୋକଙ୍କ ସରକାର ଓଡ଼ିଶାକୁ ସମ୍ପୂର୍ଣ୍ଣ ମାଓମୁକ୍ତ କରିବା ପାଇଁ ସଂକଳ୍ପବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Powered by Froala Editor