Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

Home ›› ›› ହତ୍ୟା ଧମକ, ନ୍ୟାୟ ପାଇଁ ଗୁହାରି କଲେ ସାତ୍ୟକୀ ମିଶ୍ର

ହତ୍ୟା ଧମକ, ନ୍ୟାୟ ପାଇଁ ଗୁହାରି କଲେ ସାତ୍ୟକୀ ମିଶ୍ର

2026-02-09 11:37:27
14307
Share:
Facebook
Twitter
E-Mail
WhatsApp
Telegram
 ହତ୍ୟା ଧମକ, ନ୍ୟାୟ ପାଇଁ ଗୁହାରି କଲେ ସାତ୍ୟକୀ ମିଶ୍ର

 ଭୁବନେଶ୍ବର: ପାରବାରିକ ବିବାଦକୁ ନେଇ କଟକ ଡିସିପିଙ୍କୁ ଭେଟିଛନ୍ତି ଓଡ଼ିଆ ଅଭିନେତା ସାତ୍ୟକୀ ମିଶ୍ର । ମିଳିଥିବା ସୂଚନା ଅନୁସାରେ ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଓଲିଉଡ ଅଭିନେତା ସାତ୍ୟକୀ ମିଶ୍ରଙ୍କୁ ହତ୍ୟା କରିବାକୁ ଧମକ ଆସିଛି । ପୁସ୍ତକ ପ୍ରକାଶନ ସଂସ୍ଥା ‘କଟକ ଷ୍ଟୁଡେଣ୍ଟ ଷ୍ଟୋର’ ମାଲିକାନାକୁ ନେଇ ବିବାଦ ହୋଇଥିଲା । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ସାତ୍ୟକୀ । ଗତ ୬ ତାରିଖରେ ସାତ୍ୟକୀଙ୍କ ଘରେ ପଶି ତାଙ୍କ ବୃଦ୍ଧ ବାପାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି । ପୁରୀଘାଟ ଥାନାରେ ଏତଲା ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଡିସିପିଙ୍କୁ ଭେଟିଛନ୍ତି ସାତ୍ୟକୀ । ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ଗୁହାରି କରିଛନ୍ତି ।

Powered by Froala Editor

Tags Satyaki mishra

Related articles Odisha News Lens 4.1

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14747
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15038
    Feb 09, 2026
  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା
    ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13414
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15177
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ
    ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15297
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15477
    Feb 09, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14236
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    13996
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ
    ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15592
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15592
    Feb 09, 2026
  • ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14747
    Feb 09, 2026
  • ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13414
    Feb 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17328
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15038
    Feb 09, 2026
  • ଗୋଲାପ ଦିବସ

    15922
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15794
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16140
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14262
    Feb 02, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14676
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15477
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15297
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15038
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In