Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

  • ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ...

  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

2026-02-09 12:03:20
15388
Share:
Facebook
Twitter
E-Mail
WhatsApp
Telegram
ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ଆପଣ ବଜେଟ ଉପରେ ହିଁ ଆଲୋଚନା କରନ୍ତୁ । ବିନା ନୋଟିସରେ କୌଣସି ପ୍ରସଙ୍ଗରେ ବି ଗୃହରେ ଆଲୋଚନା ହୋଇପାରିବ ନାହିଁ । ଆଜି ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବାଚସ୍ପତି କିଛି ଏଭଳି କହିଛନ୍ତି ବିରୋଧୀ ଦଳ ନେତାଙ୍କୁ । ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ବିରୋଧୀ ମାନେ ପୂର୍ବ ପ୍ରସଙ୍ଗରେ ଆଲୋଚନା ଆରମ୍ଭ କରିଥିଲେ । ହେଲେ ବାଚସ୍ପତି ଏହା ନକରିବାକୁ ବାରଣ କରିଥିଲେ । ହେଲେ ବିରୋଧୀ ଦଳର ସଦସ୍ୟମାନେ ନିଜ ଜିଦରେ ଅଟଳ ରହିଥିଲେ । ଗୃହରେ ବାରମ୍ବାର ନାରାବାଜି ଓ ପ୍ରବଳ ହଙ୍ଗାମା ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରିନଥିଲା । ଫଳରେ ଗୃହକୁ ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି ।

ରାହୁଲ ଗାନ୍ଧୀ ଲୋକସଭାରେ କହିଥିଲେ ଯେ ସେ ଏକ ଘଣ୍ଟା ପୂର୍ବରୁ ବାଚସ୍ପତିଙ୍କ ପାଖକୁ ଯାଇଥିଲେ ଏବଂ ସେ ବଜେଟ ଆଲୋଚନା ପୂର୍ବରୁ ତାଙ୍କୁ କହିବାକୁ ଅନୁମତି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। “ଆପଣ ମୋତେ କହିବାକୁ ଦେଉନାହାଁନ୍ତି,” ସେ କହିଥିଲେ। “ମୁଁ ଆପଣଙ୍କୁ ପଚାରିବାକୁ ଚାହୁଁଛି ଯେ ଆପଣ ମୋତେ କହିବାକୁ ଦେବେ କି ନାହିଁ।”

ଯେତେବେଳେ ଅପରାହ୍ନ ୩ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା, ସନ୍ଧ୍ୟା ରାୟ (ବିଜେପି ସାଂସଦ) ବାଚସ୍ପତିଙ୍କ ଚୌକିରେ ବସିଥିଲେ। ରାହୁଲଙ୍କ ବକ୍ତବ୍ୟର ଜବାବରେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ କହିଥିଲେ ଯେ ସେ ମଧ୍ୟ ବାଚସ୍ପତିଙ୍କ କ୍ୟାବିନରେ ଉପସ୍ଥିତ ଥିଲେ। ଏପରି କୌଣସି ପ୍ରତିଶ୍ରୁତି ଦିଆଯାଇ ନଥିଲା। ସନ୍ଧ୍ୟା ରାୟ ରାହୁଲଙ୍କୁ କହିଥିଲେ ଯେ ଅନ୍ୟ କୌଣସି ପ୍ରସଙ୍ଗ ସମ୍ପର୍କରେ ତାଙ୍କଠାରୁ କୌଣସି ନୋଟିସ୍ ମିଳିନାହିଁ। 

Powered by Froala Editor

Tags Loksabha

Related articles Odisha News Lens 4.1

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15388
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ
    ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15502
    Feb 09, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13771
    Feb 08, 2026
  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13583
    Feb 08, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13531
    Feb 09, 2026
  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15509
    Feb 08, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...
    ବାଣିଜ୍ୟ

    ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...

    14595
    Feb 08, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15086
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    14943
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14595
    Feb 08, 2026
  • ଜିଲ୍ଲା ପରିକ୍ରମା

    ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ କାର୍ଯ୍ୟକ୍ରମ

    13527
    Feb 09, 2026
  • ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13583
    Feb 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    14943
    Feb 09, 2026
  • ଗୋଲାପ ଦିବସ

    15873
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15784
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16131
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14253
    Feb 02, 2026

ବାଣିଜ୍ୟ

ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍‌ ଅଫ ଆଲଟିଜ୍‌ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍‌) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...

  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15747
    Jan 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15502
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13531
    Feb 09, 2026
  • ୨୧ ଯାଏ ଚାଲିବ ଆଦିବାସୀ କଳା ଲାଇଭ୍ କାର୍ଯ୍ୟକ୍ରମ

    13527
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In