Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

Home ›› ››ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

2026-02-09 19:28:40
13990
Share:
Facebook
Twitter
E-Mail
WhatsApp
Telegram
ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

ପ୍ଲେବ୍ୟାକ୍ ସିଙ୍ଗିଙ୍ଗ ଅବସର ଘୋଷଣା କରିବା ପରେ ଅରିଜିତ ସିଂ ଗ୍ରାମୀ-ନୋମିନେଟେଡ୍ ଅନୁଷ୍କା ଶଙ୍କରଙ୍କ ସହ ପ୍ରଥମ ଥର ଷ୍ଟେଜ ସେୟାର କରିଛନ୍ତି। ପ୍ଲେବ୍ୟାକ୍ ସିଙ୍ଗିଂ ଛାଡ଼ିବା ନେଇ ତାଙ୍କ ଘୋଷଣା ପରେ ଫ୍ୟାନ୍‌ମାନେ ଭାବବିହ୍ୱଳ ହୋଇପଡ଼ିଥିଲେ। ଏହି ମଧ୍ୟରେ ଅରିଜିତ୍ ସିଂହ କୋଲକାତାରେ ନିଜ ପ୍ରଥମ ଲାଇଭ୍ କନ୍ସର୍ଟ ପରିବେଶଣ କରି ଆଉଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଛନ୍ତି।

ଏହି ପରଫର୍ମ ତାଙ୍କ ଫ୍ୟାନ୍ସଙ୍କୁ ଆଶ୍ଚର୍ଯ୍ୟ କରିଛି । କାର୍ଯ୍ୟକ୍ରମ  କୋଲକାତାର ନେତାଜୀ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିବା ବେଳେ ଦୁଇ ଆଇକନ୍ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ । ଏଥିରେ ସୀତାର ବାଦକ ଅନୁଷ୍କା ଶଙ୍କର ଏବଂ ବାଦ୍ୟଯନ୍ତ୍ରବାଦକ ବିକ୍ରମ ଘୋଷ ଯୋଗ ଦେଇଥିଲେ ।

ଅନୁଷ୍କା ଅରିଜିତଙ୍କୁ ମଞ୍ଚରେ ସ୍ୱାଗତ କରିବା ମାତ୍ରେ, ଦର୍ଶକମାନେ ଜୋରଦାର ପ୍ରଶଂସା କରିଥିଲେ । ଏହି ସମୟରେ ଅରିଜିତ ଦର୍ଶକଙ୍କୁ ସମ୍ବୋଧିତ କରି କହିଥିଲେ, "ମୁଁ ବହୁତ ନର୍ଭସ । ମୋତେ ଗ୍ରହଣ କରିବା ପାଇଁ ଧନ୍ୟବାଦ ।" ତା'ପରେ ଗାୟକ ଅନୁଷ୍କା ଏବଂ ବିକ୍ରମ ଘୋଷଙ୍କ ସହିତ ଯୋଗ ଦେଇ ମାୟା ଭୋରା ରାତି ପରିବେଷଣ କରିଥିଲେ, ଯାହା ପଣ୍ଡିତ ରବି ଶଙ୍କରଙ୍କ ଦ୍ୱାରା ରଚିତ ଏବଂ ମୂଳତଃ ଲକ୍ଷ୍ମୀ ଶଙ୍କରଙ୍କ ଦ୍ୱାରା ଗାଇଥିବା ଏକ ବିରଳ ବଙ୍ଗାଳୀ ଗୀତ ।ସେପଟେ ଫ୍ୟାନ୍ସମାନେ ପ୍ରଦର୍ଶନ ଦେଖି ଭାବବିହ୍ୱଳ ହୋଇଥିଲେ ଏବଂ ଅନଲାଇନରେ ସେମାନଙ୍କର ଭାବନା ସେୟାର କରିଥିଲେ ।

Powered by Froala Editor

Tags arijit

Related articles Odisha News Lens 4.1

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14742
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15033
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    13990
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ
    ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15292
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15472
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13615
    Feb 09, 2026
  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା
    ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13409
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15171
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ
    ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15587
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15171
    Feb 09, 2026
  • ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14231
    Feb 09, 2026
  • ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15292
    Feb 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17328
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15033
    Feb 09, 2026
  • ଗୋଲାପ ଦିବସ

    15922
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15794
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16140
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14262
    Feb 02, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14671
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15587
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15472
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13615
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In