Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

Home ›› ››ଖେଳରେ କିକ୍ ମରାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ନବମ ଶ୍ରେଣୀ ଛାତ୍ର ଗୁରୁତର

ଖେଳରେ କିକ୍ ମରାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ନବମ ଶ୍ରେଣୀ ଛାତ୍ର ଗୁରୁତର

2026-02-10 05:51:38
14544
Share:
Facebook
Twitter
E-Mail
WhatsApp
Telegram
ଖେଳରେ କିକ୍ ମରାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ନବମ ଶ୍ରେଣୀ ଛାତ୍ର ଗୁରୁତର

ନୀଳଗିରି: ଖେଳରେ କିକ୍ ମରାକୁ କେନ୍ଦ୍ରକରି ଜଣେ ଛାତ୍ରଙ୍କୁ ସହପାଠୀମାନେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି। ଏଥିରେ ନବମ ଶ୍ରେଣୀ ଛାତ୍ର ଅଭିରାମ ଦାସ ଗୁରୁତର ହୋଇ ବାଲେଶ୍ୱର ଫକୀର ମୋହନ ମେଡିକାଲ୍ କଲେଜ ରେ ଭର୍ତ୍ତି ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ନୀଳଗିରି ଥାନା ସନ୍ତରାଗଡିଆ ହାଇସ୍କୁଲରେ । ହାଇସ୍କୁଲ ପରିସରରେ ନବମ ଶ୍ରେଣୀର ଛାତ୍ରମାନେ ୩ ଦିନ ତଳେ ଫୁଟବଲ ଖେଳରେ ହୋଇଥିବା ଫାଉଲ ପାଇଁ ବାରୁଦଖାନା ଗାଁର ଜୟଦେବ ଦାସଙ୍କ ପୁଅ ଅଭିରାମକୁ ମାରଣାତ୍ମକ ଆକ୍ରମଣ କରିଥିଲେ।

ବି ସେକ୍ସନର ୪ରୁ ୫ ଜଣ ଛାତ୍ର ମିଶି ଅଭିରାମଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ପ୍ରଥମେ ସନ୍ତରାଗଡିଆ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯିବା ପରେ ଫକୀରମୋହନ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି। ଉକ୍ତ ଛାତ୍ରମାନେ ଅଭିରାମକୁ ଜୀବନରୁ ମାରିଦେବା ପାଇଁ ବ୍ୟାଗରେ ମାରଣାସ୍ତ୍ର ଆଣିଥିବା ମଧ୍ୟ ଅଭିଯୋଗ ହୋଇଛି। 

Powered by Froala Editor

Tags Attack

Related articles Odisha News Lens 4.1

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା
    ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13518
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15283
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13724
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    14098
    Feb 09, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....
    ବିଶେଷ

    ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14173
    Feb 10, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14343
    Feb 09, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14841
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15581
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ
    ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15402
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14343
    Feb 09, 2026
  • ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15140
    Feb 09, 2026
  • ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15402
    Feb 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17328
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14173
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15140
    Feb 09, 2026
  • ଗୋଲାପ ଦିବସ

    15935
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15806
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16151
    Feb 04, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14764
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15335
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14841
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15283
    Feb 09, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14173
    Feb 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In