Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ...

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଏହି ଜିଲ୍ଲାରେ ୪ଜି ମୋବାଇଲ ନେଟୱର୍କ ସେବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି

ଏହି ଜିଲ୍ଲାରେ ୪ଜି ମୋବାଇଲ ନେଟୱର୍କ ସେବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି

2026-02-11 05:31:19
14538
Share:
Facebook
Twitter
E-Mail
WhatsApp
Telegram
 ଏହି ଜିଲ୍ଲାରେ ୪ଜି ମୋବାଇଲ ନେଟୱର୍କ ସେବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି

ନୂଆଦିଲ୍ଲୀ: ରାୟଗଡ଼ା ଓ କୋରାପୁଟ ଜିଲାର ସମସ୍ତ ଅଞ୍ଚଳରେ ଭରସାଯୋଗ୍ୟ ୪ଜି ମୋବାଇଲ ନେଟୱର୍କ ସେବା ଉପଲବ୍ଧ ପାଇଁ କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟି କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିଛନ୍ତି। ମଙ୍ଗଳବାର ସାକ୍ଷାତ ବେଳେ କୋରାପୁଟ ସାଂସଦ ଶ୍ରୀ ଉଲାକା ଦର୍ଶାଇଛନ୍ତି ଯେ ଉଭୟ ଜିଲାରେ ବହୁ ଅଞ୍ଚଳ ଏବେ ମଧ୍ୟ ମୋବାଇଲ ନେଟୱର୍କରୁ ବଞ୍ଚିତ ରହିଛି। ଯଦ୍ଦ୍ବାରା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସାଧାରଣ ଲୋକ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା, ଶିକ୍ଷା, ଜୀବନଜୀବିକା, ବ୍ୟାଙ୍କିଙ୍ଗ୍‌ ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ସେବାରୁ ବଞ୍ଚିତ ହେଉଛନ୍ତି।

ମୋବାଇଲ ନେଟୱର୍କ ଭିତ୍ତିଭୂମି ସୁନିଶ୍ଚିତ ପାଇଁ ପ୍ରତି ତିନିମାସରେ ସର୍ଭେ, ଅନୁମୋଦନ, ଟାୱାର ନିର୍ମାଣ, ବିଦ୍ୟୁତ୍‌ ସେବା ଯୋଗାଣ ବିଷୟରେ ସମୀକ୍ଷା କରାଯାଇ ଟେଲି ସେବା ଉପଲବ୍ଧ କରିବାକୁ ସାଂସଦ ଶ୍ରୀ ଉଲାକା ପ୍ରସ୍ତାବ ଦେଇଛନ୍ତି। 

ବାରମ୍ବାର ବିଳମ୍ବର କାରଣ ଖୋଜାଯାଇ କାର୍ଯ୍ୟାନୁଷ୍ଠାନ ସହ କୋଣସି ଗ୍ରାମକୁ ନେଟୱର୍କ ସୁବିଧା ମିଳିବା ବିଷୟକୁ ସ୍ୱାଧୀନ ସଂସ୍ଥା ଦ୍ୱାରା ଯାଞ୍ଚ ଏବଂ ‘ନୋ ନେଟୱର୍କ ଏବଂ ଦୁର୍ବଳ ନେଟୱର୍କ ସେବା’ ସମ୍ପର୍କିତ ଅଭିଯୋଗର ସମାଧାନ ପାଇଁ ଜିଲାସ୍ତରରେ ବ୍ୟବସ୍ଥା ଗଠନ ଲାଗି ସାଂସଦ ଉଲାକା କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଶ୍ରୀ ସିନ୍ଧିଆଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

Powered by Froala Editor

Tags 4g network mobile

Related articles Odisha News Lens 4.1

  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13553
    Oct 25, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା
    ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    13928
    Oct 26, 2026
  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......
    ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14146
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...
    ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...

    14091
    Oct 26, 2026
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15188
    Oct 26, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ,  ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ
    ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15508
    Oct 26, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13651
    Oct 25, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15241
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15132
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    13928
    Oct 26, 2026
  • ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15508
    Oct 26, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13553
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17220
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15508
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14678
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15570
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15731
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15101
    Oct 18, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15118
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14809
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15241
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15188
    Oct 26, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13553
    Oct 25, 2026
  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14146
    Oct 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In