Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’

ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’

2026-02-11 07:35:07
16107
Share:
Facebook
Twitter
E-Mail
WhatsApp
Telegram
ବିବାଦରେ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’

ପୂର୍ବତନ ସେନାମୁଖ୍ୟ ଜେନେରାଲ ଏମ୍ଏମ୍ ନରବଣେଙ୍କର ଏକ ଅପ୍ରକାଶିତ ପୁସ୍ତକ ପ୍ରସାର ହେବା ଘଟଣାରେ ଦିଲ୍ଲୀ ପୁଲିସ ଏକ ଏତଲା ରୁଜୁ କରିଛି। ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ସ୍ବୀକୃତି ବିନା ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’ ପ୍ରସାର କରାଯାଇଛି ବୋଲି କର୍ତ୍ତୃପକ୍ଷମାନେ ଜାଣିବା ପରେ ଉକ୍ତ ଘଟଣାକୁ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି।

ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ଏହି ପ୍ରସଙ୍ଗରେ ପବ୍ଲିଶର ସଂସ୍ଥା ‘ପେଙ୍ଗୁଇନ୍ ରାଣ୍ଡମ ହାଉସ୍ ଇଣ୍ଡିଆ’ ପକ୍ଷରୁ ସ୍ପଷ୍ଟୀକରଣ ଜାରି ହେବା ପରେ ଏବେ ଜେନେରାଲ ନରଭାଣେ ନିଜେ ନୀରବତା ଭାଙ୍ଗିଛନ୍ତି।

ପେଙ୍ଗୁଇନ୍ ପକ୍ଷରୁ କୁହାଯାଇଛି ଯେ, ଏହି ପୁସ୍ତକର ସମସ୍ତ ପ୍ରକାଶନ ଅଧିକାର ସେମାନଙ୍କ ପାଖରେ ସଂରକ୍ଷିତ ଅଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା ବହିଟି କୌଣସି ବି ଆକାରରେ (ମୁଦ୍ରିତ କିମ୍ବା ଡିଜିଟାଲ୍) ପ୍ରକାଶିତ ହୋଇନାହିଁ। ପ୍ରକାଶକଙ୍କ ଏହି ବୟାନକୁ ସୋସିଆଲ ମିଡିଆରେ ସେୟାର କରି ଜେନେରାଲ ନରଭାଣେ ଲେଖିଛନ୍ତି, “ଏହା ହିଁ ପୁସ୍ତକର ସ୍ଥିତି”। ଏହା ଜରିଆରେ ସେ ପରୋକ୍ଷରେ ସ୍ୱୀକାର କରିଛନ୍ତି ଯେ ବହିଟି ଏପର୍ଯ୍ୟନ୍ତ ବଜାରକୁ ଆସିନାହିଁ।

ପୁଲିସ ସୂତ୍ରରୁ ଜଣାପଡ଼ିଛି ଯେ, ଏହି ସମାନ ଟାଇଟଲ ଥିବା ଏକ ‘ପ୍ରି-ପ୍ରିଣ୍ଟ୍‌’ ପିଡିଏଫ୍‌ କପି କିଛି ୱେବସାଇଟ୍‌ରେ ଉପଲବ୍ଧ ଅଛି। ପେଙ୍ଗୁଇନ ରୢାଣ୍ଡମ ହାଉସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଦ୍ବାରା ଏହା ପ୍ରସ୍ତୁତ ହୋଇଥିବା କୁହାଯାଉଛି। ତଦନ୍ତକାରୀ ଦଳ ଜାଣିଛନ୍ତି ଯେ, କିଛି ଅନଲାଇନ ମାର୍କେଟିଂ ଓ ରିଟେଲ ପ୍ଲାଟଫର୍ମ ପୁସ୍ତକର କଭର୍‌କୁ ଏଭଳି ଭାବେ ଦେଖାଇଛନ୍ତି ଯେ, ଯେମିତି ଏହା ବିକ୍ରି ପାଇଁ ଉପଲବ୍ଧ ହୋଇଛି।


Powered by Froala Editor

Tags book

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14244
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15785
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14515
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15587
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15031
    May 28, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15710
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14055
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15017
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13348
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15785
    May 29, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13348
    May 30, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14515
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14515
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14244
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15329
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14909
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15836
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15439
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15182
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15665
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14515
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13348
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15031
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In