Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ...

  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

2026-02-12 06:15:12
16250
Share:
Facebook
Twitter
E-Mail
WhatsApp
Telegram
ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆଇଆଇଟି ଦିଲ୍ଲୀ ଗସ୍ତ କରି ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣୁଥିବା ଭାରତୀୟ ଏଆଇ ଷ୍ଟାର୍ଟ-ଅପ୍ ପ୍ରତିଷ୍ଠାତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି। ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

‘ଭାରତରୁ ବିଶ୍ୱ ପାଇଁ’ ଆଭିମୁଖ୍ୟ ରଖି କାର୍ଯ୍ୟ କରୁଥିବା ଏହି ଷ୍ଟାର୍ଟ-ଅପ୍ ଗୁଡ଼ିକ ବିଶେଷ କରି ଶିକ୍ଷା ବ୍ୟବସ୍ଥାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ର ପ୍ରୟୋଗ ଉପରେ ଦୃଷ୍ଟି ଦେଉଛନ୍ତି। ଏହି ଷ୍ଟାର୍ଟ-ଅପ୍ ପ୍ରତିଷ୍ଠାତାମାନେ ମଧ୍ୟବିତ୍ତ ପରିବାର ଏବଂ ଟିୟର-୩ ସହରରୁ ଆସିଥିବାରୁ ଶ୍ରୀ ପ୍ରଧାନ ଖୁସି ବ୍ୟକ୍ତ କରିଛନ୍ତି। ଭାରତର ବାସ୍ତବ ଶିକ୍ଷାଗତ ସମସ୍ୟା ସମାଧାନ କରିବାରେ ସେମାନଙ୍କର ବୁଝାମଣାକୁ ସେ ପ୍ରଶଂସା କରିଛନ୍ତି। ଭାରତୀୟ ସଂସ୍କୃତି, ଭାଷା ଏବଂ ପ୍ରସଙ୍ଗକୁ ଆଧାର କରି ନୂତନ ସମାଧାନ ପ୍ରସ୍ତୁତ କରିବାକୁ ସେ ଉଦ୍ୟୋଗୀମାନଙ୍କୁ ଉତ୍ସାହିତ କରିଛନ୍ତି। ଭାରତର ବୈଷୟିକ ସାର୍ବଭୌମତ୍ୱ ଏବଂ ଶିକ୍ଷା କ୍ଷେତ୍ରରେ ଡିଜିଟାଲ୍ ପବ୍ଲିକ୍ ଇନଫ୍ରାଷ୍ଟ୍ରକ୍ଚର (ଡିପିଆଇ) ଗଠନ ପାଇଁ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ‘ସ୍ୱଦେଶୀ ଏଆଇ’ ଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିବ ବୋଲି ସେ କହିଛନ୍ତି।

 ଏହି ଅବସରରେ କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ତଥା ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସୁକାନ୍ତ ମଜୁମଦାର ଉପସ୍ଥିତ ଥିଲେ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14493
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    15083
    Aug 06, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14625
    Aug 08, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ
    ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13843
    Aug 08, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13873
    Aug 07, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13657
    Aug 07, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14660
    Aug 08, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14959
    Aug 06, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15244
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14660
    Aug 08, 2026
  • ଦେଶ-ଦେଶାନ୍ତର

    ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13843
    Aug 08, 2026
  • ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14289
    Aug 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17018
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17629
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17680
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13873
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15747
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16199
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15052
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14544
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14148
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14443
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14611
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14261
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13657
    Aug 07, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13873
    Aug 07, 2026
  • ଛାଡପତ୍ର ଆବେଦନ ପ୍ରତ୍ୟାହାର କଲେ ବିଜୟଙ୍କ ପତ୍ନୀ, ମାମଲାର ସମାଧାନ କଲେ କୋର୍ଟ

    13843
    Aug 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In