ସନ୍ଧ୍ୟାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବରେ ଲାଗିବ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
Powered by Froala Editor