Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ...

  • ପୋଲ ଉପରୁ ଡେଇଁଲେ ମହିଳା

  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ...

  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ...

  • ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ...

  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ...

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

Home ›› ››ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି ସୁରୁଖୁରୁରେ ଶେଷ କରିଥିବାରୁ ସେବାୟତଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଧନ୍ୟବାଦ

ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି ସୁରୁଖୁରୁରେ ଶେଷ କରିଥିବାରୁ ସେବାୟତଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଧନ୍ୟବାଦ

2026-02-16 06:02:32
14590
Share:
Facebook
Twitter
E-Mail
WhatsApp
Telegram
ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି ସୁରୁଖୁରୁରେ ଶେଷ କରିଥିବାରୁ ସେବାୟତଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଧନ୍ୟବାଦ

ଭୁବନେଶ୍ବର : ମହାଶିବରାତ୍ରୀ ହେଉଛି ଅନ୍ଧକାର ଉପରେ ଆଲୋକ ଏବଂ ଶକ୍ତିର ବିଜୟ । ଆଜି ଦିନରେ ସମସ୍ତ ଶ୍ରଦ୍ଧାଳୁଙ୍କ ଗୋଟିଏ ମାତ୍ର ଉଦ୍ଦେଶ୍ୟ ଶିବ ଶକ୍ତିଙ୍କ ସାନିଧ୍ୟ ଓ ଆଶୀର୍ବାଦ ପାଇବା । ତେଣୁ ଆଜିର ଦିନରେ ଭକ୍ତି ଭାବ ସହ ମହାଦେବଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ତାଙ୍କ ପାଖରେ ନିଜକୁ ସମର୍ପି ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ କହିଛନ୍ତି । ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି ସୁରୁଖୁରୁରେ ଶେଷ କରିଥିବାରୁ ସମସ୍ତ ସେବାୟତଙ୍କୁ ଧନ୍ୟବାଦ ଦେଲେ ।

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ସାଂସ୍କୃତିକ ମଞ୍ଚରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଆ ସଂସ୍କୃତିର ମୂଳ ଧାରା ହେଉଛି ଜଗନ୍ନାଥ ଉପାସନା, ଶୈବ ଉପାସନା ଓ ଶକ୍ତି ଉପାସନା। ଏକ ପଟେ ଶ୍ରୀଜଗନ୍ନାଥ ମନ୍ଦିର ଓ ଅନ୍ୟ ପଟେ ଲିଙ୍ଗରାଜ ମନ୍ଦିର ଓଡ଼ିଆ ଆଧ୍ୟାତ୍ମିକତାର ଦୁଇଟି ମୁଖ୍ୟ କେନ୍ଦ୍ରବିନ୍ଦୁ। ଲିଙ୍ଗରାଜ ମନ୍ଦିରର ପିନାକ ଚିହ୍ନ ଏହାର ବିଶିଷ୍ଟ ପରମ୍ପରାର ପ୍ରତୀକ ବୋଲି ସେ କହିଥିଲେ ଏବଂ ମହାଦୀପ ଦର୍ଶନର ମହତ୍ତ୍ୱ ବିଷୟରେ ଉଲ୍ଲେଖ କରିଥିଲେ।

ଏକାମ୍ର କ୍ଷେତ୍ରର ବିକାଶ ଓ ସୋନ୍ଦର୍ଯ୍ୟକରଣ ପାଇ ପ୍ରଥମ ପର୍ଯ୍ୟାୟରେ ୧୮୦ କୋଟି ଟଙ୍କାର କାମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଚି ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୧୫୦ କୋଟି ଟଙ୍କା ବିନିଯୋଗରେ ବିନ୍ଦୁସାଗର ପାରିପାର୍ଶ୍ବିକ ବିକାଶ କାମ ସହିତ ଏକ interpretation ସେଣ୍ଟର ମଧ୍ୟ ପ୍ରତିଷ୍ଠା ହେବ । ସମୁଦାୟ ୩୩୦ କୋଟି ଟଙ୍କା ବିନିଯୋଗରେ ଏକାମ୍ର କ୍ଷେତ୍ରର ବିକାଶ କରାଯିବ ।

ମହାଶିବରାତ୍ରୀ ଅବସରରେ ସେ ସମସ୍ତଙ୍କୁ ମହାଦେବଙ୍କ ଆଶୀର୍ବାଦ ଲାଭ ପାଇଁ ଭକ୍ତିଭାବର ସହ ଆରାଧନା କରିବାକୁ ନିବେଦନ କରିଥିଲେ। ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନିତିକାନ୍ତି ସୁରୁଖୁରୁରେ ସମାପନ କରିଥିବାରୁ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପର୍ନ୍ନ ହୋଇଥିବାରୁ ସେବାୟତ ଓ ପ୍ରଶାସନକୁ ଧନ୍ୟବାଦ୍ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ କଣ୍ଠଶିଳ୍ପୀ ନୀତିନ ମୁକେଶ ଓ ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ସମେତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖୀୟ ଅବଦାନ ରଖିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ପୂର୍ବତନ ମନ୍ତ୍ରୀ ତଥା ଏକାମ୍ର ସାଂସ୍କୃତିକ ମଞ୍ଚର ସଭାପତି ସୁରେଶ କୁମାର ରାଉତରାୟ , ଏକାମ୍ର-ଭୁବନେଶ୍ୱର ବିଧାୟକ ତଥା ଏକାମ୍ର ସାଂସ୍କୃତିକ ମଞ୍ଚର ଉପ-ସଭାପତି  ବାବୁ ସିଂ ,ବରିଷ୍ଠ ରାଜନେତା ତଥା ଏକାମ୍ର ସାଂସ୍କୃତିକ ମଞ୍ଚର ଉପ-ସଭାପତି ସମୀର ମହାନ୍ତି ଓ ଏକାମ୍ର ସାଂସ୍କୃତିକ ମଞ୍ଚର ସମ୍ପାଦକ ସନତ୍ ମିଶ୍ର ଏବଂ ଏକାମ୍ର ସାଂସ୍କୃତିକ ମଞ୍ଚର ସମସ୍ତ ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ ।

Powered by Froala Editor

Tags Cm

Related articles Odisha News Lens 4.1

  • ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ
    ଦେଶ-ଦେଶାନ୍ତର

    ରୋବୋଡଗ୍‌ ବିବାଦ : ଏକ୍ସପୋରୁ ବାଦ୍‌ ପଡ଼ିଲା ଗଲଗୋଟିଆ ବିଶ୍ବବିଦ୍ୟାଳୟ

    15392
    Feb 18, 2026
  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ
    ଦେଶ-ଦେଶାନ୍ତର

    ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ

    15164
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT
    ଦେଶ-ଦେଶାନ୍ତର

    ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14620
    Feb 18, 2026
  • ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ
    ଜିଲ୍ଲା ପରିକ୍ରମା

    ଦୁର୍ଘଟଣାରେ ଗର୍ଭବତୀ ସ୍ତ୍ରୀର ମୃତ୍ୟୁ

    15167
    Feb 18, 2026
  • ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା
    ଦେଶ-ଦେଶାନ୍ତର

    ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13716
    Feb 18, 2026
  • ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ...
    ଦେଶ-ଦେଶାନ୍ତର

    ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ...

    14256
    Feb 18, 2026
  • ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ଦାୟିତ୍ୱହୀନ: କିରଣ ରିଜିଜୁ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ଦାୟିତ୍ୱହୀନ: କିରଣ ରିଜିଜୁ

    13652
    Feb 18, 2026
  • ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଡାଉନ୍, ଡାଉନଲୋଡ ହେଉନାହିଁ ହୋମପେଜ୍

    15188
    Feb 18, 2026
  • ପୋଲ ଉପରୁ ଡେଇଁଲେ ମହିଳା
    ଜିଲ୍ଲା ପରିକ୍ରମା

    ପୋଲ ଉପରୁ ଡେଇଁଲେ ମହିଳା

    14324
    Feb 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁଇ ଆଫ୍ରିକୀୟ ଦେଶରେ ଯୁଦ୍ଧ ଆଶଙ୍କା

    13716
    Feb 18, 2026
  • ଦେଶ-ଦେଶାନ୍ତର

    ଶିକ୍ଷା କ୍ଷେତ୍ରରେ ଏଆଇର ବ୍ୟବହାର ଏବଂ ଏଆଇ ସମ୍ପର୍କିତ ଶିକ୍ଷା ପରସ୍ପର ପରିପୂରକ: ଧର୍ମେନ୍ଦ୍ର

    14256
    Feb 18, 2026
  • ବିଶେଷ

    କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14832
    Feb 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17342
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17408
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17754
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16228
    Apr 03, 2021

ବିଶେଷ

  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    14832
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15578
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15845
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16260
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16401
    Feb 12, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14953
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14466
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16073
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15357
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ ଆଚରଣ ପିଲାଳିଆ ଏବଂ ଦାୟିତ୍ୱହୀନ: କିରଣ ରିଜିଜୁ

    13652
    Feb 18, 2026
  • ଅନେକ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ମୋଦୀ

    15164
    Feb 18, 2026
  • ଇ-ମ୍ୟାଜିକ୍ ବକ୍ସ ଆପ୍ ଲଞ୍ଚ କଲା NCERT

    14620
    Feb 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In