Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

Home ›› ››ଆଜିଠାରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା

ଆଜିଠାରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା

2026-02-17 03:43:53
13695
Share:
Facebook
Twitter
E-Mail
WhatsApp
Telegram
ଆଜିଠାରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା

ଭୁବନେଶ୍ବର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ପରିଚାଳିତ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଚଳିତବର୍ଷ ୪୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ଣ ୧୦ଟା ୩୦ରୁ ଆରମ୍ଭ ହେବ। ଛାତ୍ରଛାତ୍ରୀ ପୂର୍ବାହ୍ଣ ୧୦ଟା କିମ୍ବା ଏହା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ କୁହାଯାଇଛି। ପୂର୍ବାହ୍ଣ ୧୦ଟା ପରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଅନୁମତି ଦିଆଯିବନି। ସେହିପରି ଦଶମରେ ପ୍ରଥମ ବୋର୍ଡ ପରୀକ୍ଷା ବାଧ୍ୟତାମୂଳକ ବୋଲି ସିବିଏସ୍‌‌ଇ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଦେଶରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରୀୟ ସମ୍ମିଳନୀ ଏବଂ ଉଚ୍ଚସ୍ତରୀୟ ବୈଠକ ପାଇଁ ବିଭିନ୍ନ ସ୍ଥାନରେ ଟ୍ରାଫିକ୍ ସମସ୍ୟା ଉପୁଜିପାରେ। ଉଭୟ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଏନେଇ ଆଗୁଆ ସଚେତନ କରାଇଛି ସିବିଏସ୍‌ଇ। 

ପରୀକ୍ଷା କେନ୍ଦ୍ରରେ ପୂର୍ବାହ୍ଣ ୧୦ଟା ସୁଦ୍ଧା ପହଞ୍ଚିବାକୁ କୁହାଯାଇଛି। ଘରୁ ନିଜ ପରୀକ୍ଷା କେନ୍ଦ୍ରର ରୁଟ୍‌ ଚାର୍ଟ ପୂର୍ବରୁ ପ୍ରସ୍ତୁତ କରି ନେବା ଉଚିତ୍‌ ବୋଲି ଦର୍ଶାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ର ଫାଟକ ପୂର୍ବାହ୍ଣ ୧୦ଟାରେ ବନ୍ଦ ହେବ। ଏହାପରେ ପରୀକ୍ଷାର୍ଥୀଙ୍କୁ କେନ୍ଦ୍ର ଭିତରକୁ ପ୍ରବେଶ ଅନୁମତି ମିଳିବନି। ଅନ୍ୟପକ୍ଷରେ ଦଶମରେ ଦୁଇଟି ବୋର୍ଡ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଏହାକୁ ନେଇ ଦ୍ବନ୍ଦ୍ବ ଦେଖା ଦେଇଥିଲା। କିଛି କାରଣରୁ ପ୍ରଥମ ବୋର୍ଡ ପରୀକ୍ଷା ଦେଇପାରୁନଥିବା ପରୀକ୍ଷାର୍ଥୀଙ୍କୁ ଦ୍ବିତୀୟ ବୋର୍ଡ ପରୀକ୍ଷା ଦେବାକୁ ଅନୁମତି ପ୍ରଦାନ କରିବାକୁ ଅନୁରୋଧ ଆସିବା ପରେ ସିବିଏସ୍‌ଇ ପକ୍ଷରୁ ଏହା ଉପରେ ସ୍ପଷ୍ଟୀକରଣ ରଖାଯାଇଛି। ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ ବୋର୍ଡ ପରୀକ୍ଷା ବାଧ୍ୟତାମୂଳକ। ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ମଧ୍ୟ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ମିଳିବ। ପ୍ରଥମ ବୋର୍ଡ ପରୀକ୍ଷାରେ ୩ଟି ବା ତଦୂର୍ଦ୍ଧ୍ବ ବିଷୟରେ ପରୀକ୍ଷା ଦେଇନଥିଲେ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ଦିଆଯିବନି। ସମସ୍ତ ଉତ୍ତୀର୍ଣ୍ଣ ଏବଂ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ବିଜ୍ଞାନ, ଗଣିତ, ସାମାଜିକ ବିଜ୍ଞାନ, ଲାଙ୍ଗୁଏଜ୍ ପେପର ଭିତରୁ ୩ଟି ବିଷୟରେ ସେମାନଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ଅନୁମତି ଦିଆଯିବ।

ପ୍ରଥମ ବୋର୍ଡ ପରୀକ୍ଷା ନ ଦେଲେ ‘ଏସେନସିଆଲ ରିପିଟ’ ବର୍ଗରେ ରହିବେ। ‘ଏସେନସିଆଲ ରିପିଟ’ ବର୍ଗରେ ରହିଥିବା ଛାତ୍ରଛାତ୍ରୀ ପରବର୍ତ୍ତୀ ବର୍ଷ ପରୀକ୍ଷା ଦେବେ। ଚଳିତବର୍ଷ ସିବିଏସ୍ଇ ଦ୍ବାରା ପରିଚାଳିତ ଦ୍ୱାଦଶଶ୍ରେଣୀ ପରୀକ୍ଷା ଖାତା କମ୍ପ୍ୟୁଟର ମାଧ୍ୟମରେ ମୂଲ୍ୟାୟନ କରାଯିବ। ଅର୍ଥାତ ଅନ୍ ସ୍କ୍ରିନ୍ ମାର୍କିଂ (ଓଏସ୍ଏମ୍) କରାଯିବ। ଏହାଦ୍ୱାରା ଖାତା ଦେଖାରେ ସ୍ୱଚ୍ଛତା ଆସିବ। ଶିକ୍ଷକମାନେ ଖାତା ଦେଖା ସହ ବିଦ୍ୟାଳୟରେ ନିୟମିତ କାର୍ଯ୍ୟ କରିପାରିବେ। ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ଖାତା ପୂର୍ବଭଳି ମୂଲ୍ୟାୟନ କରାଯିବ।

Powered by Froala Editor

Tags Exam

Related articles Odisha News Lens 4.1

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14476
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14303
    Mar 23, 2026
  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !
    ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13923
    Mar 23, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14407
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14310
    Mar 22, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13614
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14994
    Mar 23, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15482
    Mar 22, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14343
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    14994
    Mar 23, 2026
  • ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14476
    Mar 23, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13614
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17446
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14407
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13612
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15034
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15582
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15492
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14917
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15432
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13814
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14261
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    13923
    Mar 23, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14310
    Mar 22, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14476
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In